ବିଜୁବାବୁଙ୍କୁ ମରଣୋତ୍ତର ଭାରତରତ୍ନ ସମ୍ମାନ ଦାବି କଲା ଜେଡିୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ, ଦେଶ ଓ ଦେଶ ବାହାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଷ୍ଟ୍ରପ୍ରୀତି, ବୀର ଗାଥା କାହାକୁ ଅଛପା ନାହିଁ। ଏକ ସମୟରେ ଦେଶର ଶୀର୍ଷ ରାଜନୈତିକ ନେତା ଭାବରେ ସେ...
ଖଲ୍ଲିକୋଟ: ରାଗିଂ କରିବା ମହଙ୍ଗା ପଡ଼ିଲା, ୭ ଛାତ୍ର କଲେଜ କ୍ୟାମ୍ପସରୁ ଆଉଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଗିଂ ଅଭିଯୋଗ ପରେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ସ୍କୁଲର ୭ ଜଣ ଛାତ୍ରଙ୍କୁ ସବୁଦିନ ପାଇଁ କ୍ୟାମ୍ପସରୁ ସସପେଣ୍ଡ କରାଯାଇଛି। ଆଣ୍ଟି ରାଗିଂ କମିଟିର ସୁପାରିସ ଅନୁସାରେ ସମ୍ପୃକ୍ତ...
ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ: ୨ ମହିଳା ମାଓବାଦୀ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ସୀମାନ୍ତ ଗୋଚ୍ଛାପଡ଼ା ଥାନା ମାଟାକୁପା ସଂରକ୍ଷିତ ଜଙ୍ଗଲରେ ମଙ୍ଗଲବାର ଯବାନ ଓ ମାଓବଦୀଙ୍କ ମଧ୍ୟରେ ଜୋରଦାର ଗୁଳି ବିନିମୟ ହୋଇଛି। ଏଥିରେ...
ବୋରଓ୍ୱେଲରେ ଫସି ରହିଛି ୮ ବର୍ଷର ଶିଶୁ ତନ୍ମୟ, ଉଦ୍ଧାର ପାଇଁ ଉଦ୍ୟମ ଜାରି
ଓଡ଼ିଶାଲାଇଭ୍ ବ୍ୟୁରୋ
ମଧ୍ୟପ୍ରେଦଶର ବେତୁଲ ଜିଲ୍ଲାର ମାଣ୍ଡଭି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ୫୫ ଫୁଟ ଗଭୀର ବୋରଓ୍ୱେଲରେ ଖସିପଡିଛି ୮ ବର୍ଷୀୟ ଶିଶୁ ତନ୍ମୟ। ଏହି ଘଟଣା ମଙ୍ଗଳବାର ସନ୍ଧ୍ୟା ୫ଟା...
ଆରଆରଆରକୁ ମିଳିଲା ଶ୍ରେଷ୍ଠ ଅନ୍ତର୍ଜାତୀୟ ଫିଲ୍ମ ପୁରସ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
କେବଳ ଭାରତରେ ନୁହେଁ, ଅନ୍ତର୍ଜାତୀୟସ୍ତରରେ ଏସ୍ଏସ୍ ରାଜାମୌଲୀଙ୍କ ନିର୍ଦ୍ଦେଶିତ ସିନେମା ‘ଆରଆରଆର’କୁ ମିଳିଛି ଆଉ ଏକ ନୂଆ ସଫଳତା । ‘ଆରଆରଆର’ ସିନେମାକୁ ଶ୍ରେଷ୍ଠ ଅନ୍ତର୍ଜାତୀୟ ଫିଲ୍ମ ପୁରସ୍କାର ମିଳିଥିବା ଜଣାପଡ଼ିଛି।
ନିକଟରେ...
ଖଜୁରି ରସ: ବୌଦ୍ଧ ଜିଲ୍ଲାରେ ତାଡ଼ି, କୋଲକାତାର ନଲେନ ଗୁଡ୍
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାରେ ପ୍ରଚୁର ପରିମାଣରେ ଖଜୁରି ରସ ସଂଗ୍ରହ କରାଯାଏ। ଏଠାରେ ଖଜୁରି ରସକୁ ତାଡ଼ି ଭାବେ ବ୍ୟବହାର କରାଯାଏ। କେଉଁଠି ଏହି ରସକୁ ସ୍ଵାସ୍ଥ୍ୟକର ପାନୀୟ...
ଭାରତର ପ୍ରସିଦ୍ଧ ହକି ଗାଁ ସଉନାମରାରୁ ଜିଲ୍ଲାସ୍ତରୀୟ କ୍ରୀଡ଼ା ଏବଂ ସାଂସ୍କୃତିକ ପ୍ରତିଯୋଗିତାର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ହକି ବିଶ୍ୱକପ ପାଇଁ ସୁନ୍ଦରଗଡ଼ରେ ପ୍ରଶାସନ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ
ଜିଲ୍ଲାର ସମସ୍ତ ୨୭୯ଟି ଗ୍ରାମପଞ୍ଚାୟତରେ ହକି ଓ ଫୁଟବଲ ଟୁର୍ଣ୍ଣାମେଣ୍ଟ
ସ୍କୁଲ, କଲେଜ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ରଚନାତ୍ମକ...
କେମିତି ହୋଇଥିଲା ବରଗଡ଼ ‘ଧନୁଯାତ୍ରା’ର ନାମକରଣ?
ଓଡ଼ିଶାଲାଇଭ୍ ବ୍ୟୁରୋ
ବରଗଡ଼ ଧନୁଯାତ୍ରା କେବଳ ଏକ ମହାନ୍ ନାଟକୋତ୍ସବ ନୁହେଁ, ଏହାର ଅନେକଗୁଡ଼ିଏ ଦିଗ ରହିଛି। ସେଥି ମଧ୍ୟରୁ ଏହାର ସାହିତ୍ୟିକ ମୂଲ୍ୟବୋଧର ଏକ ବିଶେଷ ଦିଗ। ତେବେ କେମିତି ହୋଇଥିଲା ବରଗଡ଼ ଧନୁଯାତ୍ରାର...
ଫୁଲବାଣୀ ସରକାରୀ ଆଇଟିଆଇରେ ନେହେରୁ ଯୁବ କେନ୍ଦ୍ର ତରଫରୁ ଆନ୍ତର୍ଜାତିକ ସ୍ଵେଚ୍ଛାସେବୀ ଦିବସ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ଫୁଲବାଣୀ ସରକାରୀ ଆଇଟିଆଇ ପରିସରରେ ଆନ୍ତର୍ଜାତିକ ସ୍ଵେଚ୍ଛାସେବୀ ଦିବସ ପାଳିତ ହୋଇଯାଇଛି। ନେହେରୁ ଯୁବ କେନ୍ଦ୍ର ତରଫରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବିଭିନ୍ନ କଲେଜ ଛାତ୍ରଛାତ୍ରୀ...
ଫୁଲବାଣୀ: ପର୍ଯ୍ୟଟକଙ୍କ କାର ଧକ୍କାରେ ବୃଦ୍ଧ ଦମ୍ପତିଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ପର୍ଯ୍ୟଟକଙ୍କ କାର ଧକ୍କାରେ ଚାଲିଗଲା ବୃଦ୍ଧ ଦମ୍ପତିଙ୍କ ଜୀବନ। ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥ କିରିକୁଟି ହାଇସ୍କୁଲ ନିକଟ ଡୁଡୁବାଡ଼ି ପୋଲ ଉପରେ...





















