୨୦୨୩ରେ ପଦ୍ମପୁର ବାସୀଙ୍କ ସ୍ଵପ୍ନ ପୂରଣ ହେବ – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୨୦୨୩ ମସିହାରେ ପଦ୍ମପୁର ବାସୀଙ୍କ ସ୍ଵପ୍ନ ପୂରଣ ହେବ ବୋଲି ଶୁକ୍ରବାର ଦିନ ପଦ୍ମପୁର ମାଟିରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ପଦ୍ମପୁର ଉପନିର୍ବାଚନ ଲାଗି ଦଳୀୟ ପ୍ରାର୍ଥୀ ବର୍ଷାରାଣୀ...
ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ୭ ଲକ୍ଷ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସରକାରଙ୍କ ପକ୍ଷରୁ ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ହୋଇଛି ଶିଳ୍ପ ମହାକୁମ୍ଭ ମେକ୍ ଇନ୍ ଓଡ଼ିଶା କନକ୍ଲେଭ-୨୦୨୨। ଏହି ମେଗା ଇଭେଣ୍ଟରେ ବିଭିନ୍ନ ଶିଳ୍ପ ସଂସ୍ଥାଗୁଡ଼ିକରୁ ଓଡ଼ିଶା ପାଇଁ ୭...
ଏଏସଓ ପରୀକ୍ଷା ଅନିୟମିତତା ମାମଲା, ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଏସଓ ପରୀକ୍ଷାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଚୂଡ଼ାନ୍ତ ମେରିଟ୍ ତାଲିକା ପ୍ରକାଶ ଉପରେ ହାଇକୋର୍ଟ ରୋକ୍ ଲଗାଇଛନ୍ତି। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
କମ୍ପ୍ୟୁଟର ଟେଷ୍ଟ ହେଲେ ବି...
ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ...
ଶୀତରେ ଥରୁଛି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା, ଘନ କୁହୁଡ଼ି ଯୋଗୁଁ ଯାତାୟତ ବାଧାପ୍ରାପ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶୀତରେ ଥରୁଛି ଉପକୂଳରୁ ଉତ୍ତର, ପୂର୍ବରୁ ପଶ୍ଚିମ ଓଡ଼ିଶା। ବିଶେଷ ଭାବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୂଭତ ହେଉଛି। କୋରାପୁଟ, କନ୍ଧମାଳ, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ଗଜପତି...
ପଦ୍ମପୁରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଦ୍ମପରରେ ଆଜି ହେବ ବିଜେଡିର ପାଓ୍ଵାର ସୋ’। ବିଧାନସଭା ଉପନିର୍ବାଚନ ପ୍ରଚାର ପାଇଁ ଶୁକ୍ରବାର ଦିନ ପଦ୍ମପୁରରେ ପହଞ୍ଚିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହାଙ୍କ...
ଆରପାରିରେ ବର୍ଷିଆନ ଅଭିନେତ୍ରୀ ଝରଣା ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗ ଘଟିଛି। ଓଡ଼ିଆ ସିନେମା ଜଗତରେ ସେ ହେଉନ୍ତି ଜଣେ ପରିଚିତ ଚେହେରା। ୮୨ ବର୍ଷ ବୟସରେ କଟକଚଣ୍ଡି ରୋଡ ସ୍ଥିତ ବାସଭବନରେ ଗୁରୁବାର ବିଳମ୍ବିତ...
ଓଡ଼ିଶା ହେବ ପ୍ରମୁଖ ଷ୍ଟାର୍ଟଅପ୍ ହବ୍: ୫ ବୁଝାମଣାପତ୍ର ଓ ୭ଟି ଆଗ୍ରହପତ୍ର ସ୍ଵାକ୍ଷରିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶରେ ଓଡ଼ିଶାକୁ ପ୍ରମୁଖ ଷ୍ଟାର୍ଟଅପ୍ ହବ୍ ଭାବେ ଗଢ଼ିତୋଳିବାକୁ ରାଜ୍ୟ ସରକାର ବହୁମୁଖୀ ପଦକ୍ଷେପ ଗ୍ରହଣ କରୁଛନ୍ତି। ରାଜ୍ୟରେ ଷ୍ଟାର୍ଟଅପ୍ ଅଭିବୃଦ୍ଧିକୁ ଜୋରଦାର କରିବା ଲକ୍ଷ୍ୟରେ ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ...
ଟିକସ ଫାଙ୍କିବା ମହାଙ୍ଗା ପଡ଼ିଲା: ୨ ଟ୍ରକକୁ ୨ କୋଟି ଟଙ୍କା ଜରିମାନା
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଟିକସ ଫାଙ୍କିବା ଟ୍ରକ୍ ମାଲିକଙ୍କୁ ମହଙ୍ଗା ପଡ଼ିଲା। ଟିକସ ଫାଙ୍କିବା ଅଭିଯୋଗରେ ଦୁଇଟି ଟ୍ରକ୍କୁ ୨ କୋଟିରୁ ଊର୍ଦ୍ଧ୍ଵ ଟଙ୍କାର ଜରିମାନା ଲାଗୁ କରାଯାଇଛି। ଏହି ଜରିମାନା...
ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୨: ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ପ୍ରତିଶ୍ରୁତି ଦେଲେ ଭାରତର ବିଶିଷ୍ଟ ଶିଳ୍ପପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁରୁବାର ମେକ୍ ଇନ୍ ଓଡ଼ିଶା କନକ୍ଲେଭର ୨୦୨୨ ଦ୍ଵିତୀୟ ଦିନରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ପ୍ରଥମେ ଆରମ୍ଭ ହୋଇଥିଲା ପ୍ଲିନାରି ସେସନ୍। ଏହି ପ୍ଲିନାରି ସେସନ୍ରେ ମୁଖ୍ୟମନ୍ତ୍ରୀ ଅଲଟ୍ରାଟେକ୍ ସିମେଣ୍ଟର...





















