Independence Day

ଡିସେମ୍ବର ପହିଲା ସୁଦ୍ଧା ମିଳିବ ଶୀତ ସହାୟତା, ୩୦୦ ଟଙ୍କା ଲେଖାଏଁ ପାଇବେ ୪୮ ଲକ୍ଷ ହିତାଧିକାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନକୁ ଦିନ ତାପମାତ୍ର ହ୍ରାସ ପାଉଛି। ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି...

ରଥଯାତ୍ରାରୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ , ସୂଚନା ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରାରୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍। ଏନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସେ କହିଛନ୍ତି ଯେ, ଏହା ଦ୍ୱାରା ଜଗନ୍ନାଥଙ୍କ ସଂସ୍କୃତି, ଐତିହ୍ୟ ଓ ରାଜ୍ୟର ସଂସ୍କୃତି ବିଶ୍ୱସ୍ତରରେ ପହଞ୍ଚିପାରିବ।...

ଗଜପତି ଜିଲ୍ଲା ମହେନ୍ଦ୍ରଗିରିକୁ ରାଜ୍ୟର ଦ୍ଵିତୀୟ ଜୈବବିବିଧତା ଐତିହ୍ୟସ୍ଥଳୀ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଗଜପତି ଜିଲ୍ଲାସ୍ଥିତ ମହେନ୍ଦ୍ରଗିରି ପର୍ବତକୁ ରାଜ୍ୟର ଦ୍ୱିତୀୟ ଜୈବବିବିଧତା ଐତିହ୍ୟସ୍ଥଳୀ ମାନ୍ୟତା ମିଳିଛି । ଜୈବବିବିଧତା ଐତିହ୍ୟସ୍ଥଳୀର ମାନ୍ୟତା ଲାଗି ସେପ୍ଟେମ୍ବର ମାସରେ ରାଜ୍ୟ ଜୈବ ବିବିଧତା ବୋର୍ଡ ପକ୍ଷରୁ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭସ୍ତମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ (ବରଗଡ଼ରୁ ବୀରେନ୍ଦ୍ର କୁମାର ପ୍ରଧାନ): ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହୋଇଛି ଶୁଭସ୍ତମ୍ଭ। ଶୁକ୍ରବାର ସନ୍ଧ୍ୟାରେ ବରଗଡ଼ର ହାଟପଦାସ୍ଥିତ ଧନୁଯାତ୍ରା ସଞ୍ଚାର ମଣ୍ଡଳୀ ପଡ଼ିଆଠାରେ ଧନୁଯାତ୍ରା ନିମନ୍ତେ ଶୁଭସ୍ତମ୍ଭ...

ଶ୍ରୀଜିଉଙ୍କୁ ଦର୍ଶନ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରର ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ୍। ସକାଳୁ ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁଃର୍ପାଶ୍ଵରେ ହେଉଥିବା ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ରାଜ୍ୟ ସରକାରଙ୍କ...

ଓଡ଼ିଶାରେ ବଢୁଛି ଶୀତ, ତପମାତ୍ରା ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଶୀତର ପ୍ରଭାବ ବଢିବାରେ ଲାଗିଛି।  ବାୟୁମଣ୍ଡଳରେ ଜଳୀୟବାଷ୍ପ ହ୍ରାସ ପାଇବା ଫଳରେ କମିଛି ତାପମାତ୍ରା। ସାରା ରାଜ୍ୟରେ ସ୍ଵଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ...

ପଦ୍ମପୁର ଉପନିର୍ବାଚନ: ପାଖେଇ ଆସୁଛି ସମୟ, କମ୍ପୁଛି ପ୍ରଚାର ମଇଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ପାଖେଇ ଆସୁଛି ପଦ୍ମପୁର ବିଧାନସଭା ଉପନିର୍ବାଚନ। ପ୍ରାର୍ଥୀଙ୍କ ପ୍ରଚାରରେ କମ୍ପୁଛି ମଇଦାନ। ପଦ୍ମପୁର ଭୋଟରଙ୍କୁ ଆକୃଷ୍ଟ କରିବାକୁ ପ୍ରତିଶ୍ରୁତି ବର୍ଷା କରିବାରେ ଲାଗିଛନ୍ତି ପ୍ରାର୍ଥୀ। ପଦ୍ମପୁର ବିଧାନସଭା ଉପନିର୍ବାଚନ ତାରିଖ ପାଖେଇ ଆସୁଛି।...

ଭୁବନେଶ୍ଵର ରାଜରାସ୍ତାରେ ଗୋରୁଗାଈଙ୍କ ବିଚରଣ ନିଷିଦ୍ଧ କଲା ବିଏମସି

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ରାଜରାସ୍ତାରେ ଗୋରୁଗାଈଙ୍କ ବିଚରଣ ନିଷିଦ୍ଧ କଲା ବିଏମସି । ଏନେଇ ବିଏମସି ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବୁଲା ଗୋରୁଗାଈ ଓ ଷଣ୍ଢଙ୍କ ରାସ୍ତାରେ ବିଚରଣ ଯୋଗୁଁ ସଡ଼କ...

ଶ୍ରୀମନ୍ଦିରରେ ପୋଲିସ କର୍ମଚାରୀଙ୍କୁ ମୋବାଇଲ ମନା

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରରେ ପୋଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଛି। ମନ୍ଦିର ଡ୍ୟୁଟିରେ ଥିବା ହୋମଗାର୍ଡ ଏବଂ ଓଏସଏପି ଯବାନଙ୍କୁ ମୋବାଇଲ ଫୋନ ରଖିବାକୁ ବାରଣ କରାଯାଇଛି। ସୋସିଆଲ୍ ମିଡିଆରେ ଶ୍ରୀମନ୍ଦିର ଫଟୋ,...

ବିଏସପି ନେତା ଜିତୁ ଜାକେସିକାଙ୍କୁ ଟାର୍ଗେଟ କରି ମୁନିଖୋଲରେ ଲାଗିଛି ପୋଷ୍ଟର

ଓଡ଼ିଶାଲାଇଭ୍ ବ୍ୟୁରୋ କିଛି ଦିନର ବ୍ୟବଧାନ ପରେ ରାୟଗଡ଼ି ଜିଲ୍ଲାର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ପୋଷ୍ଟରକୁ ନେଇ ଭୟଭୀତ ହୋଇଯାଇଛନ୍ତି ଲୋକେ। ଶୁକ୍ରବାର ଦିନ ମୁନିଗୁଡ଼ା ଥାନା ଅନ୍ତର୍ଗତ ମୁନିଖୋଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ...