Independence Day

ଆଜିଠୁ ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ, ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାରଠାରୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ। ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି। ଅଧିବେସନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଆଗତ କରାଯିବ।...

ରାଜ୍ୟରେ ଆଜିଠୁ ବଢ଼ିବ ଶୀତ, ତାପମାତ୍ରା ୩ରୁ ୫ ଡିଗ୍ରୀ କମିବାର ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଆଜିଠୁ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ କମିବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଦୃଶ୍ୟ ଲଘୁଚାପ ଦୁର୍ବଳ ଯୋଗୁଁ ସାମୁଦ୍ରିକ ବାୟୁର ପ୍ରଭାବ କମିବ। ଗତକାଲି ରାତିରେ ରାଜ୍ୟରେ ବିଶେଷ...

ଓଡ଼ିଶାରେ ରକ୍ତହୀନତା ଦୂର ପାଇଁ ଆରମ୍ଭ ହେଲା ‘ଅମ୍ଳାନ’ ଅଭିଯାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ରକ୍ତହୀନତା ରୋଗ ଦୂର କରିବାପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଜରିଆରେ ରକ୍ତହୀନତା ମୁକ୍ତ ଅଭିଯାନ ‘ଅମ୍ଳାନ’ର ଶୁଭାରମ୍ଭ କରିଛନ୍ତି। ବିଶେଷ କରି ମହିଳା, ବାଳିକା, ଶିଶୁ, ଗର୍ଭବତୀ...

ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ର ହେବ ହିନ୍ଦୀ ରିମେକ

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଆସୁଛି ସୁବର୍ଣ୍ଣ ସୁଯୋଗ। ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ର ହେବ ହିନ୍ଦୀ ରିମେକ। ଏହି ସିନେମାର ହିନ୍ଦୀ ରିମେକ କରିବାକୁ ଘୋଷଣା କରିଛନ୍ତି ବଲିଉଡର ଭେଟେରାନ କଳାକାର...

ନଭେମ୍ବର ୨୬ ତାରିଖରେ ପାଳନ ହେବ ସମ୍ବିଧାନ ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀ ହେବାର ଦିବସ ନଭେମ୍ବର ୨୬ ତାରିଖକୁ ସାରା ଦେଶରେ ସମ୍ବିଧାନ ଦିବସ ରୂପେ ପାଳନ ପାଇଁ ଜାତୀୟ ସ୍ତରରେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ...

ବୌଦ୍ଧରେ ଆରମ୍ଭ ହେଲା ପଲ୍ଲୀଶ୍ରୀ ମେଳା ଓ ମା’ ଭୈରବୀ ମହୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ):  ବୌଦ୍ଧ ଜିଲ୍ଲାରେ ଆରମ୍ଭ ହେଲା ପଲ୍ଲୀଶ୍ରୀ ମେଳା ଓ ମା’ ଭୈରବୀ ମହୋତ୍ସବ। ହରଭଙ୍ଗା ବ୍ଳକ ପୁରୁଣାକଟକ ମିନି ଷ୍ଟାଡିୟମଠାରେ ଏହି ମହୋତ୍ସବର ଶୁଭାରମ୍ଭ ହୋଇଛି। ଅଧିଷ୍ଠାତ୍ରୀ...

ବୈଧ ଡକ୍ୟୁମେଣ୍ଟ ନଥିବା ଗାଡ଼ିକୁ ଧରିବା ପାଇଁ ହେବ ଇ-ଡିଟେକ୍ସନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ପରିବହନ ବିଭାଗ ବୈଧ ଡକ୍ୟୁମେଣ୍ଟ ନଥାଇ ଚାଲୁଥିବା ଯାନକୁ ଧରିବାକୁ ଯୋଜନା ପ୍ରସ୍ତୁତ କରୁଛି। ଏହି ଗାଡ଼ିଗୁଡିକୁ ଇ-ଡିଟେକ୍ସନ ଦ୍ଵାରା ଧରାଯିବ। ଏଥିପାଇଁ ଇ-ଡିଟେକ୍ସନ ପୋର୍ଟାଲ ପ୍ରସ୍ତୁତ ହେଉଥିବା ପରିବହନ...

ଖସୁଛି ପାରଦ, ଥରୁଛି କନ୍ଧମାଳ

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳରେ ଦିନକୁ ଦିନ ପାରଦ ଖସୁଥିବାରୁ ପ୍ରବଳ ଶୀତରେ ଥରୁଛନ୍ତି ଜିଲ୍ଲାବାସୀ। ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲାର ଲୋକେ ଶୀତ ପ୍ରକୋପରୁ ରକ୍ଷା ପାଇବାକୁ ନିଆଁ...

ପୁରୁଷ ହକି ବିଶ୍ୱକପ୍-୨୦୨୩: ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜାନୁଆରି ମାସରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ-୨୦୨୩ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଦିନ ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲ୍ଲୀପ ତିର୍କୀଙ୍କଠାରୁ ମୁଖ୍ୟମନ୍ତ୍ରୀ...

ଅଭାବୀ ଆଖିରେ ଥିଲା ବଡ଼ ହେବାର ସ୍ଵପ୍ନ – ଡକ୍ଟର ଅଚ୍ୟୁତ ସାମନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=zMr7d_7qbRg] "ଯେତେବେଳେ ମୁଁ ବଡ଼ ହେବାର ସ୍ୱପ୍ନ ଦେଖିଥିଲି ସେତେବେଳେ ମୋ ପାଖରେ କିଛି ନଥିଲା। ମୋର କେହି ଗଡଫାଦର ବି ନଥିଲେ। ମାତ୍ର ୪ ବର୍ଷ ବୟସରୁ ବାପାଙ୍କୁ...