୨୬/୧୧ ମୁମ୍ବାଇ ଆକ୍ରମଣ: ୧୭ ବର୍ଷ ତଳେ ମୃତ୍ୟୁର ତାଣ୍ଡବ ରଚିଥିଲେ ଆତଙ୍କବାଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୦୮ ମସିହା ନଭେମ୍ବର ୨୬ ତାରିଖରେ ମୁମ୍ବାଇରେ ମୃତ୍ୟୁର ତାଣ୍ଡବ ରଚିଥିଲେ ଆତଙ୍କବାଦୀ।
ମୁମ୍ବାଇ ଭାରତର ପ୍ରମୁଖ ଅର୍ଥନୈତିକ ସହର। ୨୦୦୮ ମସିହା ନଭେମ୍ବର ୨୬ ତାରିଖରେ ଦେଶର ଏହି ବାଣିଜ୍ୟିକ ରାଜଧାନୀରେ...
ଭୁବନେଶ୍ଵରରେ ‘ସମୃଦ୍ଧ ଓଡ଼ିଶା ୨୦୩୬ କନକ୍ଲେଭ’ ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ଵର): ଭୁବନେଶ୍ଵର ଜନତା ମଇଦାନଠାରେ ଉତ୍କଳ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ (ୟୁସିସିଆଇଏଲ) ଦ୍ୱାରା ଆୟୋଜିତ 'ସମୃଦ୍ଧ ଓଡ଼ିଶା ୨୦୩୬ କନକ୍ଲେଭ୍' କୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ...
ବାଲେଶ୍ଵରରେ ଆୟୋଜିତ ହେଲା ‘ପ୍ରଚ୍ଛଦ କବିତା ପର୍ବ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାର ଆତିଥ୍ୟ ସମ୍ମିଳନୀ କକ୍ଷରେ ପ୍ରଶାନ୍ତ ଦାସଙ୍କ କବିତା ପୁସ୍ତକ ‘ପ୍ରଚ୍ଛଦ କବିତା’ର ‘ପ୍ରଚ୍ଛଦ କବିତା ପର୍ବ’ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାର ୨୬ ଜଣ ଲେଖକଙ୍କ...
ଭୁବନେଶ୍ଵରରେ ଆୟୋଜିତ ହେଲା ସିଏସଆର ଆଣ୍ଡ ସଷ୍ଟେନେବିଲିଟି କନକ୍ଲେଭ-୨୦୨୫
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=XDjFvyqhgzI
ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ, ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତାଙ୍କ କାର୍ଯ୍ୟାଳୟ ଏବଂ ଭୁବନେଶ୍ୱର ସିଟି ନଲେଜ୍ ଇନୋଭେସନ୍ କ୍ଲଷ୍ଟରର ମିଳିତ ଆନୁକୂଲ୍ୟରେ ନଭେମ୍ବର ୨୧ ଓ ୨୨ ତାରିଖ,...
ପରଲୋକରେ ବଲିଉଡର ଭେଟେରାନ ଅଭିନେତା ଧର୍ମେନ୍ଦ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଉ ନାହାନ୍ତି ବଲିଉଡର ଭେଟେରାନ ଅଭିନେତା ଧର୍ମେନ୍ଦ୍ର ଦେଓଲ। ସୋମବାର ଦିନ ୮୯ ବର୍ଷ ବୟସରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ଧର୍ମେନ୍ଦ୍ର ଅସୁସ୍ଥ ଥିଲେ।
କିଛି...
ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ସୂର୍ଯ୍ୟକାନ୍ତି। ନୂତନ ପ୍ରଧାନ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ...
ବାଲେଶ୍ଵର: ‘ଭଲ କବିତାର ଖୋଜ୍’ ପକ୍ଷରୁ କବି କମଳାକାନ୍ତ ଲେଙ୍କାଙ୍କ ଜୟନ୍ତୀ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): 'ଭଲ କବିତାର ଖୋଜ’ ପକ୍ଷରୁ ବାଲେଶ୍ଵର ଜିଲ୍ଲାର ଲାଖୋଟିଆ କମ୍ପ୍ୟୁଟର ସେଣ୍ଟର୍ ସଭାଘରେ କବି କମଳାକାନ୍ତ ଲେଙ୍କାଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।
ଏହି ଅବସରରେ କବିଗଣ କବିଙ୍କ...
ଦୁବାଇରେ ଏୟାର ସୋ’ ବେଳେ ଜଳିଗଲା ଲଢ଼ୁଆ ବିମାନ ‘ତେଜସ୍’
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁବାଇରେ ଏୟାର ସୋ’ ବେଳେ ଜଳିଗଲା ଭାରତୀୟ ବାୟୁସେନାର ସ୍ଵଦେଶୀ ଲଢ଼ୁଆ ବିମାନ ‘ତେଜସ୍’। ଦୁବାଇର ଅଲ ମକତୁମ ଏୟାରପୋର୍ଟରେ ଆୟୋଜିତ ଏୟାର ସୋ’ ସମୟରେ ଏହି ଦୁର୍ଘଟଣା ଘଟିଛି।
ଏୟାର ସୋ’...
ନୂଆପଡ଼ା ବିଧାୟକ ଭାବେ ଶପଥ ନେଲେ ଜୟ ଢୋଲକିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆପଡ଼ାର ନୂଆ ବିଧାୟକ ଭାବେ ଶପଥ ନେଲେ ଦିବଙ୍ଗତ ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ଓଡ଼ିଶା ବିଧାନସଭାରେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଜୟ। ବାଚସ୍ପତି ସୁରମା...
ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର
ଓଡ଼ିଶାଲାଇଭ୍ ବ୍ୟୁରୋ
ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜେଡିୟୁ ସୁପ୍ରିମୋ ନୀତୀଶ କୁମାର। ଦଶମ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇ ନୀତୀଶ କୁମାର ଇତିହାସ ରଚିଛନ୍ତି।
ପାଟନାର ଐତିହାସିକ ଗାନ୍ଧୀ ମଇଦାନଠାରେ ଆୟୋଜିତ...





















