Independence Day

ଆଜି ହେଉଛି ଶିଶୁ ଦିବସ – ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମଦିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ଶିଶୁ ଦିବସ ଏବଂ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମଦିନ। ଆଜିର ଦିନକୁ ସ୍କୁଲ ଏବଂ କଲେଜ ଆଦି ବିଭିନ୍ନ ସ୍ଥାନରେ ବେଶ ଉତ୍ସାହର ସହ ପାଳନ...

ରାଷ୍ଟ୍ରପତିଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ହରଡ଼ଘଣାରେ ତୃଣମୂଳ କଂଗ୍ରେସ ନେତା ଅଖିଳ ଗିରି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରୂପକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ହରଡ଼ଘଣାରେ ପଡ଼ିଛନ୍ତି ପଶ୍ଚିମବଙ୍ଗ ତୃଣମୂଳ କଂଗ୍ରେସ ନେତା ଅଖିଳ ଗିରି। ପଶ୍ଚିମବଙ୍ଗ ନନ୍ଦିଗ୍ରାମର ଏକ ଜନସଭାରେ ଯୋଗ ଦେବା ଅବସରରେ...

ସୁନ୍ଦରଗଡ଼ କୃଷି ବିଜ୍ଞାନ କେନ୍ଦ୍ରଠାରେ ଚାଷୀ ମେଳା

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ କିରେଇସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ଚାଷୀ ମେଳା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଦିନ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସରକାରଙ୍କ ‘ଜଳ ଶକ୍ତି ଅଭିଯାନ’ ଅଧୀନରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ...

ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ, ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଫଳରେ ରାସ୍ତା ଯିବାଆସିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୩ରୁ...

ପଦ୍ମପୁର ଉପନିର୍ବାଚନ: ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପଦ୍ମପୁର ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଘୋଷଣା କରିଛି। ପଦ୍ମପୁରର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ଦଳ ପାର୍ଥୀ କରିଛି। ଏନେଇ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଘୋଷଣା କରିଛି। ଆସନ୍ତା ନଭେମ୍ବର...

ନାବାଳିକାକୁ ଦୁଷ୍କର୍ମ ମାମଲା: ୩ ଦୋଷୀଙ୍କୁ ୧୦ ବର୍ଷ ଜେଲଦଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ନାବାଳିକା ଦୁଷ୍କର୍ମ ମାମଲାରେ ୩ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ମୟୂରଭଞ୍ଜ ଜିଲ୍ଲା ସତନ୍ତ୍ର ପକ୍ସୋ କୋର୍ଟ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା...

ପ୍ରକାଶ ପାଇଲା ଓଜେଏସ୍-୨୦୨୧ ପରୀକ୍ଷାଫଳ: ଆଦ୍ୟାଶା ମିଶ୍ର ଟପ୍ପର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇଲା ଓଜେଏସ-୨୦୨୧ ପରୀକ୍ଷା ଫଳାଫଳ। ଓଜେଏସ ପରୀକ୍ଷାରେ ଟପ୍ ୩ରେ ଝିଅ ରହିଥିବାବେଳେ ଟପ୍ପର ହୋଇଛନ୍ତି ଆଦ୍ୟାଶା ମିଶ୍ର। ଏହି ପରୀକ୍ଷାରେ ମଧ୍ୟ ପୁଅଙ୍କୁ ପଛରେ ପକାଇ ବାଜି ମାରିଛନ୍ତି...

ଅଭିନେତା ସିଦ୍ଧାନ୍ତ ବୀର ସୂର୍ଯ୍ୟବଂଶୀଙ୍କ ମୃତ୍ୟୁ, ଜିମରେ ବ୍ୟାୟାମ କରୁଥିବାବେଳେ ହୃଦଘାତ

ଓଡ଼ିଶାଲାଇଭ୍ ବ୍ୟୁରୋ ଟେଲିଭିଜନ ଜଗତର ଜଣାଶୁଣା ଅଭିନେତା ସିଦ୍ଧାନ୍ତ ବୀର ସୂର୍ଯ୍ୟବଂଶୀଙ୍କ ମୃତ୍ୟୁ ହୋଇଛି। ଜିମ୍‌ରେ ବ୍ୟାୟାମ କରୁଥିବାବେଳେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା। ଜିମ୍‌ରେ...

୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ପୂରଣ ହେବ ୪୮୪୮ଟି ପଦବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦...

୨୦୨୩ ସୁଦ୍ଧା ଓଡ଼ିଶା ହେବ ବସ୍ତିମୁକ୍ତ: ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭ ଟାଟା ଷ୍ଟିଲ ଓ ଜାଗା ମିଶନ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ ୭୦୭ ବିଜୁ ଆଦର୍ଶ କଲୋନୀ...