Independence Day

ଚାଲିଛି ମା’ ଦୁର୍ଗାଙ୍କ ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ମହାମାୟା ମା’ ଦୁର୍ଗାଙ୍କର ମହାଷ୍ଟାମୀ ପୂଜା। ଚଳଚଞ୍ଚଳ ହୋଇ ଉଠିଛି ଗାଁଠୁ ସହର। କୋଭିଡ ମହାମାରୀର ଦୁଇ ବର୍ଷ ପରେ ଧୁମଧାମରେ ପାଳନ କରାଯାଉଛି ଦୁର୍ଗାପୂଜା। ରାଜଧାନୀ ଭୁବନେଶ୍ଵରରେ ମହାମାୟାଙ୍କ...

ବେତନଟୀ ରେଞ୍ଜରେ ଆହତ ଦନ୍ତାହାତୀର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦା ବନଖଣ୍ଡ ଅନ୍ତର୍ଗତ ବେତନଟୀ ରେଞ୍ଜରେ ଆହତ ଦନ୍ତାହାତୀର ମୃତ୍ୟୁ ହୋଇଛି। ରବିବାର ଦିନ ଏହି ଆହତ ଦନ୍ତାହାତୀଟିକୁ ଓୟୁଏଟିର ଡାକ୍ତର ଦଳ ଟ୍ରାଙ୍କୁଲାଇଜର ଦ୍ୱାରା ନିସ୍ତେଜ...

ଭାରତୀୟ ବାୟୁ ସେନାରେ ସାମିଲ ହେଲା ଲଢ଼ୁଆ ହେଲିକପ୍ଟର ‘ପ୍ରଚଣ୍ଡ’

ଓଡ଼ିଶାଲାଇଭ୍ ବ୍ୟୁରୋ ଆହୁରି ଶକ୍ତିଶାଳୀ ହେବ ଭାରତୀୟ ବାୟୁସେନା। ବାୟୁସେନାରେ ସାମିଲ ହୋଇଛି ସ୍ୱଦେଶୀ ଲାଇଟ୍ କୋମାଟ ହେଲିକପ୍ଟର(ଏଲସିଏଚ)। ପ୍ରଥମ ଥର ପାଇଁ ବାୟୁସେନାରେ ସାମିଲ ହୋଇଛି ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ...

ନଭେମ୍ବର ୩ରେ ଧାନମନଗର ବିଧାନସଭା ଉପନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ନଭେମ୍ବର ମାସ ୩ ତାରିଖରେ ହେବ ଧାମନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନ। ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ପରେ ଖାଲି ପଡ଼ିଥିବା ଏହି ଆସନରେ ଉପନିର୍ବାଚ ଲାଗି...

ପରଲୋକରେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହା

ଓଡ଼ିଶାଲାଇଭ୍ ବ୍ୟୁରୋ ବରଗଡ଼ ଜିଲ୍ଲା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କର ବିୟୋଗ ଘଟିଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ସୋମବାର ଦିନ ପରିବାର ପକ୍ଷରୁ ସୂଚନା...

ରାଜ୍ୟସ୍ତରୀୟ ‘ସବ୍ ଜୁନିଅର ମେନ୍ ହକି ଚମ୍ପିୟନସିପ୍ସ’ରେ ଚାମ୍ପିୟନ ସୁନ୍ଦରଗଡ଼ ଟିମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

ଓଡ଼ିଶାଲାଇଭ୍ ବ୍ୟୁରୋ ହକି ଆସୋସିଏସନ ଅଫ୍ ଓଡ଼ିଶା ଆନୁକୂଲ୍ୟରେ ଭୁବନେଶ୍ଵରଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ସବ୍ ଜୁନିଅର ମେନ୍ ହକି ଚାମ୍ପିୟନସିପ୍ସ ୨୦୨୨' ରେ ସୁନ୍ଦରଗଡ଼ ଟିମ ଚାମ୍ପିୟନ ହୋଇଛି। ରବିବାର ଦିନ ଏହି...

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଉପଲକ୍ଷେ ସୁନ୍ଦରଗଡ଼ରେ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ଓଡ଼ିଶାଲାଇଭ୍ ବ୍ୟୁରୋ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଉପଲକ୍ଷେ ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର...

କର୍ଣ୍ଣାଟକରେ ଅଛି ମହାତ୍ମା ଗାନ୍ଧୀଙ୍କ ମନ୍ଦିର

ଓଡ଼ିଶାଲାଇଭ୍ ବ୍ୟୁରୋ ମହାତ୍ମା ଗାନ୍ଧୀଙ୍କୁ ଜାତିର ପିତା କୁହାଯାଏ। କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଗାନ୍ଧୀଜୀଙ୍କୁ ଲୋକେ ପୂଜା କରନ୍ତି। ହେଲେ ଭାରତରେ ଏମିତି ଏକ ମନ୍ଦିର ଅଛି ଯେଉଁଠି ଗାନ୍ଧୀଜୀଙ୍କୁ ପୂଜା...

ଆଜି ଦେଶର ଦୁଇ ମହାନାୟକ ଗାନ୍ଧୀଜୀ ଏବଂ ଶାସ୍ତ୍ରୀଜୀଙ୍କ ଜୟନ୍ତୀ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଆଜି ଦୁଇ ମହାନାୟକଙ୍କ ଜୟନ୍ତୀ। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ସହ ଲାଲ ବାହାଦୁର ଶାସ୍ତ୍ରୀ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ। ସାରାଦେଶରେ ଗାନ୍ଧିଜୀଙ୍କର ୧୫୩ତମ ଜୟନ୍ତୀ ପାଳନ ହେଉଥିବାବେଳେ ଶାସ୍ତ୍ରୀଜୀଙ୍କର...

ରାଜ୍ୟରେ ଜାରି ରହିବ ମାଗଣା ବୁଷ୍ଟର ଡୋଜ: ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଓଡ଼ିଶାଲାଇଭ୍ ବ୍ୟୁରୋ ସମୟ ସୀମା ଶେଷ ହୋଇଥିଲେ ମଧ୍ୟ ରାଜ୍ୟରେ ମାଗଣା ବୁଷ୍ଟର ଡୋଜ ଜାରି ରହିବ। କେନ୍ଦ୍ର ପକ୍ଷରୁ ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ଶନିବାର ଦିନ...