ପାଇଲଟ୍ ହେବାର ସ୍ୱପ୍ନ ଦେଖୁଥିବା ସୁନ୍ଦରଗଡ଼ର ଛାତ୍ରୀ ଭୂମିକାଙ୍କୁ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ ପଠାଇଲେ ‘୫-ଟି’ ସଚିବ
ଓଡ଼ିଶାଲାଇଭ୍ ବ୍ୟୁରୋ
‘‘ସେଦିନ ଭର୍ଚୁଆଲ ମିଟିଙ୍ଗ୍ ବେଳେ ୫-ଟି ସଚିବ ପାଣ୍ଡିଆନ୍ ସାର୍ ଆମ ପିଲାମାନଙ୍କୁ ସେମାନଙ୍କ କ୍ୟାରିୟର ସ୍ୱପ୍ନ ବିଷୟରେ ପଚାରୁଥିଲେ। ଭବିଷ୍ୟତରେ ପାଇଲଟ୍ ହେବା ପାଇଁ ଲକ୍ଷ୍ୟ ରଖିଛି ବୋଲି ମୁଁ...
ପୁରୁଷ ହକି ବିଶ୍ୱକପ୍ ୨୦୨୩ ଖେଳସୂଚୀ: କେବେ ଓ କେଉଁଠି ହେବ ମ୍ୟାଚ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍-୨୦୨୩ ପାଇଁ ହକି ଫେଡେରେସନ ଅଫ୍ ଇଣ୍ଡିଆ (ଏଫଆଇଏଚ୍) ପକ୍ଷରୁ ବିସ୍ତୃତ ଖେଳସୂଚୀ ଘୋଷଣା କରାଯାଇଛି। ହକିର ଏହି ମହାକୁମ୍ଭରେ ମୋଟ ୪୪...
କୋରାପୁଟ କୁଲାରସିଂ ନଦୀ ଘାଟରୁ ଦୁଇ କୁଇଣ୍ଟାଲ ଚନ୍ଦନକାଠ ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବେଆଇନ ଭାବେ ଚାଲାଣ କରାଯାଉଥିବା ପ୍ରାୟ ଦୁଇ କୁଇଣ୍ଟାଲ ଚନ୍ଦନ କାଠ ଜବତ କରିଛି କୋରାପୁଟ ଜିଲ୍ଲା ପାଡୁଆ ପୋଲିସ। ଜବତ ଚନ୍ଦନ କାଠର ମୂଲ୍ୟ ୧୨ ଲକ୍ଷ ଟଙ୍କାରୁ ଅଧିକ...
ପୁରୁଷ ହକି ବିଶ୍ୱକପ୍ ୨୦୨୩ ଖେଳସୂଚୀ: ଉଦ୍ଘାଟନୀ ମ୍ୟାଚ୍ରେ ମୁହାଁମୁହିଁ ହେବେ ଆର୍ଜେଣ୍ଟିନା – ଦକ୍ଷିଣ ଆଫ୍ରିକା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓପନିଂ ମ୍ୟାଚ୍ରେ ଆର୍ଜେଣ୍ଟିନାକୁ ଭେଟିବ ଦକ୍ଷିଣ ଆଫ୍ରିକା
ଚଳିତ ପୁରୁଷ ହକି ବିଶ୍ୱକପ୍ରେ ଚିଲି ଓ ୱେଲସ୍ ପ୍ରଥମ ଥର ସାମିଲ୍
ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମଠାରେ ହେବ ଉଦ୍ଘାଟନୀ...
ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେଲେ ବୈପାରୀଗୁଡ଼ା ତହସିଲର ବରିଷ୍ଠ କିରାଣୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସତ୍ୟ ନାରାୟଣ ଦଳାଇ। ଜଣେ ମହିଳା ହିତାଧିକାରୀଙ୍କ ଡଙ୍ଗର ଜମି ପଟ୍ଟାକୁ...
ଭେଟେରାନ ଅଭିନେତ୍ରୀ ପଦ୍ମଶ୍ରୀ ଆଶା ପାରେଖ ପାଇବେ ‘ଦାଦା ସାହେବ ଫାଲକେ ପୁରସ୍କାର’
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୀବନବ୍ୟାପି ସାଧନା ନିମନ୍ତେ ବଲିଉଡର ଭେଟେରାନ ଅଭିନେତ୍ରୀ ପଦ୍ମଶ୍ରୀ ଆଶା ପାରେଖ ପାଇବେ ଏ ବର୍ଷର ସମ୍ମାନଜନକ ଦାଦା ସାହେବ ଫାଲକେ ପୁରସ୍କାର।
ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିଜରେ ୬୦-୭୦ ଦଶକରେ ନିଜ ସୌନ୍ଦର୍ଯ୍ୟ...
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଦାୟିତ୍ଵ ଗ୍ରହଣ କଲେ ପ୍ରଫେସର ଚକ୍ରଧର ତ୍ରିପାଠୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଚକ୍ରଧର ତ୍ରିପାଠୀ ସୋମବାର ଦିନ କୋରାପୁଟ ଜିଲ୍ଲା ସୁନାବେଡାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ...
ବ୍ୟାଙ୍କ ଅଫ ବରୋଦା ବାରିପଦା ଶାଖା କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବ୍ୟାଙ୍କ ଅଫ ବରୋଦା ବାରିପଦା ଶାଖା କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି। ସୋମବାର ରାତି ପ୍ରାୟ ୧୧ଟା ସମୟରେ ବ୍ୟାଙ୍କରେ ନିଆଁ ଲାଗିଯାଇଥିଲା। ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକେ...
ଏଏସ୍ବିଏମ୍ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠା ଦିବସ ବକ୍ତୃତା ପ୍ରଦାନ କଲେ ସୁବ୍ରତ ବାଗଚି
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଏସ୍ବିଏମ୍ ବିଶ୍ଵବିଦ୍ୟାଳୟର ୧୬ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମାଇଣ୍ଡଟ୍ରିର ସହ ପ୍ରତିଷ୍ଠାତା ତଥା ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗଚି ମୁଖ୍ୟ ଅତିଥି ଭାବେ...
‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଓ ଅଟୋମେସନ ଯୁଗରେ ବିଭିନ୍ନ ନିଯୁକ୍ତି ଲାଗି ଦକ୍ଷତା’ ଉପରେ ମୋ କଲେଜ ପକ୍ଷରୁ ଆଲୋଚନାଚକ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ନିଯୁକ୍ତିର ମାପକାଠି ହେଉଛି ଦକ୍ଷତା। ତେଣୁ ଛାତ୍ରଛାତ୍ରୀଙ୍କ ଜ୍ଞାନର ପରିସୀମା ବ୍ୟାପକ କରି ସେମାନଙ୍କୁ ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ଲାଗି ଦକ୍ଷ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ମୋ କଲେଜ ଅଭିଯାନ...




















