ସୁନ୍ଦରଗଡ଼ ଜିଲ୍ଲାରେ ଶିଶୁଙ୍କ ପୋଷଣ ଲାଗି ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗଙ୍କ ପ୍ରଶଂସା
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ଜିଲ୍ଲାରେ ସାନ ସାନ ପିଲାଙ୍କ ପୋଷଣ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗ ପ୍ରଶଂସା କରିଛନ୍ତି। ପିଲାଙ୍କ ପୋଷଣ ସହ ଏହା ସ୍ଥାନୀୟ ଚାଷୀ...
ବିଶ୍ଵର ପଞ୍ଚମ ଅର୍ଥନୈତିକ ମହାଶକ୍ତି ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵର ପ୍ରମୁଖ ଅର୍ଥନୈତିକ ମହାଶକ୍ତି ଭାବେ ଭାରତ ନିଜର ସ୍ଥିତିକୁ ସୁଦୃଢ଼ କରିଛି। ବ୍ରିଟେନକୁ ପଛରେ ପକାଇ ଭାରତ ପଞ୍ଚମ ସ୍ଥାନ ଅଧିକାର କରିଛି। ୨୦୨୧ ମସିହାର ଶେଷ ତିନି ମାସରେ...
ଆଜିଠାରୁ ଆରମ୍ଭ ସ୍ଵତନ୍ତ୍ର ଓଜେଇଇ: ୨୮ ସହରରେ ୩୮ଟି ପରୀକ୍ଷା କେନ୍ଦ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଶନିବାରଠାରୁ ଆରମ୍ଭ ହୋଇଛି ସ୍ଵତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। କୋଭିଡ ମହାମାରୀ ପରେ ଓଜେଇଇ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷ ପରୀକ୍ଷା ଦେବେ ୨୮,୬୦୦ ଛାତ୍ରଛାତ୍ରୀ। ଏଥିପାଇଁ ରାଜ୍ୟର...
ବିଶାଖାପାଟଣାରେ ୪୪ ବର୍ଷର ପରମ୍ପରା ବଜାୟ ରଖିଛନ୍ତି ପ୍ରବାସୀ ଓଡ଼ିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ନାରାୟଣ ପାଢ଼ୀ): କୌଣସି ସଂଗଠନ ହେଉ କିମ୍ବା ପରମ୍ପରା, ସମୟ ପରିବର୍ତ୍ତନ ହେବା ସହ ତାହା ଧୀରେ ଧୀରେ ମଉଳି ଯାଏ। କିନ୍ତୁ ବିଶାଖାପାଟଣା ସହରରେ ରହିଥିବା ପ୍ରବାସୀ...
ରାଜସ୍ଥାନ ଫିଲ୍ମ ଫେଷ୍ଟିଭାଲ: ୮ଟି ବର୍ଗରେ ‘ରାତି ସରି ସରି ଯାଉଛି’ ମନୋନୀତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦଶମ ରାଜସ୍ଥାନ ଫିଲ୍ମ ଫେଷ୍ଟିଭାଲ (ଆରଏଫ୍ଏଫ୍-୨୦୨୨)ରେ ଓଡ଼ିଆ ଚଳଚ୍ଚିତ୍ରକୁ ସଫଳତା ମିଳିଛି। ଓଡ଼ିଆ ଚଳଚ୍ଚିତ୍ର ‘ରାତି ସରି ସରି ଯାଉଛି’ ୮ଟି ବର୍ଗରେ ପୁରସ୍କାର ପାଇଁ ମନୋନୀତ ହୋଇଛି। ନିର୍ମାତା ଅନୁପମ...
କୋରାପୁଟ: ବିଏସଏଫ ପକ୍ଷରୁ ‘ରନ ଅପ ଟୁ ଟିଚର୍ସ ଡେ’ କାର୍ଯ୍ୟକ୍ରମ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୋରାପୁଟ): କୋରାପୁଟ ଜିଲ୍ଲା ସୀମା ସୁରକ୍ଷା ବଳ (ବିଏସଏଫ) ପକ୍ଷରୁ ସେପ୍ଟେମ୍ବର ୨ ତାରିଖରେ ‘ରନ ଅପ ଟୁ ଟିଚର୍ସ ଡେ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୀମା ସୁରକ୍ଷା ବଳର ସଂଗଠନ,...
ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ସର୍ଦ୍ଦାର ପଟେଲଙ୍କ ବଦଳରେ ନେହେରୁଙ୍କୁ କାହିଁକି ବାଛିଥିଲେ ଗାନ୍ଧିଜୀ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶ ସ୍ୱାଧୀନ ହେବାର ୭୫ ବର୍ଷ ବିତିଯାଇଛି। ତଥାପି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ବଦଳରେ ଜବାହରଲାଲ ନେହେରୁଙ୍କୁ ମହାତ୍ମା ଗାନ୍ଧୀ କାହିଁକି ବାଛିଥିଲେ ବୋଲି...
ନୌସେନାରେ ସାମିଲ ହେଲା ଆଇଏନଏସ ବିକ୍ରାନ୍ତ: ବଢ଼ିବ ଶକ୍ତି, ସାବାଡ଼ ହେବେ ଶତ୍ରୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆହୁରି ବଢ଼ିବ ଭାରତୀୟ ନୌସେନାର ଶକ୍ତି ଏବଂ ସାବାଡ଼ ହେବେ ଶତ୍ରୁ। କାରଣ ନୌସେନାରେ ସାମିଲ ହୋଇଛି ଆଇଏନଏସ ବିକ୍ରାନ୍ତ।
ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏୟାରକ୍ରାଫ୍ଟ କ୍ୟାରିୟର ଆଇଏନଏସ ବିକ୍ରାନ୍ତକୁ ଭାରତୀୟ ନୌସେନାରେ...
କୋରାପୁଟ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଦଶମ ଶ୍ରେଣୀ ଛାତ୍ରୀଙ୍କ ଜୀବନ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୋରାପୁଟ): ବିଦ୍ୟୁତ୍ ଆଘାତରେ କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକ ଦିଗାପୁର ଏସଏସଡି ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ସବିତା ମାଠପଢ଼ିଆଙ୍କର ମୃତ୍ୟୁ ହୋଇଛି। ସବିତା ଛାତ୍ରୀ ନିବାସରେ ରହି ପାଠ ପଢ଼ୁଥିଲେ।...
ନୂଆଁଖାଇରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ’ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମ ଓଡ଼ିଶାର ଗଣପର୍ବ ତଥା ଚାଷୀଙ୍କ ପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କୁ ଦିଆଯାଇଛି ‘କାଳିଆ’ ଟଙ୍କା। ପ୍ରତ୍ୟେକ ଚାଷୀଙ୍କୁ କାଳିଆ ଯୋଜନାରେ ୨ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଏହି...





















