Independence Day

ରାଜ୍ୟରେ ଆଜିଠୁ କମିବ ବର୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଘୂର୍ଣ୍ଣିବଳୟର ପ୍ରଭାବ କମିବ। ଫଳରେ ରାଜ୍ୟରେ ବର୍ଷାର ପରିମାଣ ମଧ୍ୟ ହ୍ରାସ ପାଇବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି...

ପରିମଳ ଅଧିକାରୀଙ୍କୁ ଘେରିଲେ କାଉନସିଲର ଓ ସ୍ୱଚ୍ଛ ସାଥୀ 

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ପୌରପାଳିକାରେ ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଘରରୁ ଘର ଅଳିଆ ସଂଗ୍ରହ କାର୍ଯ୍ୟକ୍ରାମ ଦିଗହରା ହୋଇପଡ଼ିଛି। ପୌରପାଳିକାର ପରିମଳ ଅଧିକାରୀଙ୍କ ଅବହେଳା ଯୋଗୁଁ ଏସଡବ୍ଲ୍ୟୁଏମ କାର୍ଯ୍ୟକ୍ରମ...

ପ୍ରତିବର୍ଷ ୩୦ଲକ୍ଷ ଜୀବନ ନେଉଛି ମଦ୍ୟପାନ: ଡ଼ାକ୍ତର ଏନଏନ ରାଜୁ

ଓଡ଼ିଶାଲାଇଭ୍ ବ୍ୟୁରୋ ମଦ୍ୟପାନ ଯୋଗୁଁ ପ୍ରତିବର୍ଷ ପୃଥିବୀରେ ପ୍ରାୟ ୩୦ଲକ୍ଷ ଲୋକ ମୃତ୍ୟୁବରଣ କରନ୍ତି। ଏହା ମୋଟ ମୃତ୍ୟୁର ପ୍ରାୟ ୫.୩ ପ୍ରତିଶତ। ତେଣୁ ମଦ୍ୟପାନ ଅଭ୍ୟାସକୁ ହ୍ରାସ କରିବା ପାଇଁ ସମସ୍ତ ଚେଷ୍ଟା...

ଡିସେମ୍ବର ୨୭ରୁ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

ଓଡ଼ିଶାଲାଇଭ୍ ବ୍ୟରୋ ଆସନ୍ତା ଡିସେମ୍ବର ମାସ ୨୭ ତାରିଖରୁ ଆରମ୍ଭ ହେବ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା। ଏହା ଡିସେମ୍ବର ୨୭ରୁ ଆରମ୍ଭ ହୋଇ ୨୦୨୩ ମସିହା ଜାନୁଆରୀ ୬ ତାରିଖ ପର୍ଯ୍ୟନ୍ତ ଚାଲିବ।...

ଶନିବାର ବନ୍ଦ ରହିବ ଖୋର୍ଦ୍ଧାର ୧୩୯ ଶିକ୍ଷାନୁଷ୍ଠାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୃହ ବିଭାଗ ଅଧିନରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ପଦବୀ ପାଇଁ ଲିଖିତ ପରୀକ୍ଷା ଅଗଷ୍ଟ ୨୭ ତାରିଖ ଅନୁଷ୍ଠିତ ହେବ। ଏହି ପରୀକ୍ଷା ଅନୁଷ୍ଠିତ ହେବାକୁ ଥିବା ଖୋର୍ଦ୍ଧା ଜିଲ୍ଲାର...

ନୟାଗଡ଼: ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟରୋ ନୟାଗଡ଼ ରେଳ ଷ୍ଟେସନ ନିକଟରେ ଟ୍ରେନ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ବେବର୍ତ୍ତାପଲ୍ଲୀ ଗାଁର ବାପିନା ନାୟକ। ବୁଧବାର ସକାଳ ୭ଟା ୧୦ ମିନିଟରେ ବାପିନାଙ୍କୁ...

ଆସିଲା ବ୍ୟବଚ୍ଛେଦ ରିପୋର୍ଟ: ଶ୍ଵାସରୁଦ୍ଧ କାରଣରୁ ଶ୍ୱେତାଙ୍କ ମୃତ୍ୟୁ ହୋଇଛି

ଓଡ଼ିଶାଲାଇଭ୍ ବ୍ୟୁରୋ ଆସିଲା ସଫ୍ଟଓ୍ଵେୟାର ଇଞ୍ଜିନିଅର ଶ୍ୱେତା ଉତ୍କଳ କୁମାରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ। ଶ୍ଵାସରୁଦ୍ଧ କାରଣରୁ ଶ୍ୱେତାଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବେକ ବ୍ୟତୀତ ଶରୀରର ଅନ୍ୟ କୌଣସି ସ୍ଥାନରେ...

ବାବୁସାନଙ୍କ ପତ୍ନୀ ଓ ଶ୍ୱଶୁରଙ୍କ ବିରୋଧରେ ୫ କୋଟିର ମାନହାନି ମକଦ୍ଦମା କଲେ ପ୍ରକୃତି ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଗତକାଲି ହାଇକୋର୍ଟ ଯାଇଥିଲେ ଆଜି ଭୁବନେଶ୍ୱର କୋର୍ଟରେ ପହଞ୍ଚି ମାନହାନି ମକଦ୍ଦମା ରୁଜୁ କରିଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର। ସେ ୫ କୋଟି ୧୦ ହଜାର ଟଙ୍କାର ମାନହାନି ମକଦ୍ଦମା ରୁଜୁ...

ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି ପାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଁ ସୁପାରିଶ...

ଉଜୁଡ଼ିଲା ଚାଷ: କୀଟନାଶକ ଖାଇ ଚାଷୀଙ୍କ ଆତ୍ମହତ୍ୟା

 ଓଡ଼ିଶାଲାଇଭ୍ ବ୍ୟୁରୋ କୋରାପୁଟ ଜିଲ୍ଲାରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଜୟପୁର ବିସିଂହପୁର ଥାନା ଅନ୍ତର୍ଗତ ନକୁଳଗୁଡ଼ା ଗ୍ରାମର ଡୁମର ହରିଜନ(୬୦) କୀଟନାଶକ ଖାଇ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ...