Independence Day

ନ୍ୟାସନାଲ ହେରାଲ୍ଡ ମାମଲା: ୟଙ୍ଗ ଇଣ୍ଡିଆ କାର୍ଯ୍ୟାଳୟ ସିଲ୍ କଲା ଇଡି

ଓଡ଼ିଶାଲାଇଭ୍ ବ୍ୟୁରୋ ନ୍ୟାସନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମନି ଲଣ୍ଡ୍ରିଂ ମାମଲାରେ ଦିଲ୍ଲୀ ହେରାଲ୍ଡ ବିଲ୍ଡିଂରେ ଥିବା ୟଙ୍ଗ ଇଣ୍ଡିଆନ କମ୍ପାନିର ମୁଖ୍ୟ କାର୍ଯ୍ୟାଳୟକୁ ସିଲ୍ କରିଛି ଇଡି।...

ବଣାଇଁ ଏବଂ ଲହୁଣୀପଡ଼ା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ...

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଦୁଇ ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କ୍ଷେତ୍ରସ୍ତରୀୟ ଅନୁଧ୍ୟାନ କରିଛନ୍ତି।...

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ସୂର୍ଯ୍ୟ ଦେଓଙ୍କୁ ସୋଆର ସମ୍ବର୍ଦ୍ଧନା

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ବିଶିଷ୍ଟ ସିନେ ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବୁଧବାର ଦିନ ସମ୍ବର୍ଦ୍ଧିତ କରାଯାଇଛି। ଚଳିତ ବର୍ଷ ୬୮ତମ...

ରାଜ୍ୟରେ ଆଇଏଏସ ସ୍ତରରେ ଅଦଳବଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ବିଷ୍ଣୁପଦ ସେଠୀଙ୍କୁ ନୂଆ ଦାୟିତ୍ୱ ମିଳିଥିବାବେଳେ କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଅରବିନ୍ଦ ପାଢ଼ିଙ୍କୁ ମିଳିଛି ବଡ଼...

ବଢ଼ୁଛି ମଙ୍କିପକ୍ସ ଚିନ୍ତା: ଗାଇଡଲାଇନ୍ସ ଜାରି କଲା ସ୍ଵାସ୍ଥ୍ୟ ମନ୍ତ୍ରାଳୟ

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍କିପକ୍ସକୁ ନେଇ ସରକାର ସମ୍ପୂର୍ଣ୍ଣ ସତର୍କ ରହିଛନ୍ତି। ପୂର୍ବରୁ କେନ୍ଦ୍ର ସରକାର ମଙ୍କିପକ୍ସକୁ ନେଇ ଗାଇଡଲାଇନ୍ସ ଜାରି କରିଥିବାବେଳେ ଏବେ ସ୍ଵାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଗାଇଡଲାଇନ୍ସ ଜାରି କରି ଲୋକଙ୍କୁ ସତର୍କ ରହିବା...

ପାଟଣାଗଡ଼ ଓ କୁଚିଣ୍ଡାରେ ଖୋଲିବ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ତାଲିମ ପ୍ରତିଷ୍ଠାନ ହେଲେ...

କମନୱେଲଥ୍ ଗେମ୍ସ: ବିନା କୋଚରେ ଲନ୍ ବଲ୍ସରେ ସ୍ଵର୍ଣ୍ଣ ଜିଣିଲେ ଭାରତ ଝିଅ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଂଲଣ୍ଡର ବର୍ମିଂହାମରେ ଖେଳାଯାଉଥିବା ୨୨ତମ କମନୱେଲଥ୍ ଗେମ୍ସରେ ଇତିହାସ ରଚିଲେ ଭାରତୀୟ ମହିଳା ଟିମ୍। ୯୨ ବର୍ଷ ଇତିହାସରେ ଲନ ବଲ୍ସ ଇଭେଣ୍ଟରେ ଭାରତ ପାଇଁ ଆଣିଲେ ପ୍ରଥମ ସ୍ଵର୍ଣ୍ଣ। ଏ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଏବଂ ଭେଟି ଦେଲେ ଓଡ଼ିଶା ବିଧାୟକ ଟିମ୍

ଓଡ଼ିଶାଲାଇଭ୍ ବ୍ୟୁରୋ ନବର୍ନିାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶାର ବିଧାୟକ ଟିମ୍। ବୁଧବାର ଦିନ ବାଚସ୍ପତିଙ୍କ ସହ ଓଡ଼ିଶାର ୨୪ ଜଣ ବିଧାୟକ ରାଷ୍ଟ୍ରପତି ଭବନରେ ପହଞ୍ଚି ଓଡ଼ିଶା ମାଟିର ଝିଅ ରାଷ୍ଟ୍ରପତି...

“ଶ୍ରୀମନ୍ଦିର ଗର୍ଭଗୃହରେ ପଥର ନୁହେଁ ପ୍ଲାଷ୍ଟର ଖସିଛି”

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ଗର୍ଭଗୃହ ରତ୍ନ ସିଂହାସନ ନିକଟରେ ଏକ ପଥର ଖଣ୍ଡ ମଙ୍ଗଳବାର ଦିନ ଖସି ପଡ଼ିଥିଲା। ଏହା ପଥରକି ପ୍ଲାଷ୍ଟର ସେ ନେଇ ଚର୍ଚ୍ଚା ହେବା ପରେ ସ୍ପଷ୍ଟୀକରଣ ରଖିଛନ୍ତି ପୁରୀ...

ବିଶ୍ଵ ସ୍ତନ୍ୟପାନ ସପ୍ତାହ: କେମିତି କରାଇବେ ସ୍ତନ୍ୟପାନ?

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=9gGbdBcDUeU] ପ୍ରତିବର୍ଷ ଅଗଷ୍ଟ ୧ରୁ ୭ ତାରିଖ ପର୍ଯ୍ୟନ୍ତ ‘ବିଶ୍ଵ ସ୍ତନ୍ୟପାନ ସପ୍ତାହ’ ପାଳନ କରାଯାଏ। ସ୍ତନ୍ୟପାନ କରାଉଥିବା ମା’ ମାନଙ୍କୁ ଏହି ଅବସରରେ ବିଭିନ୍ନ ପରାମର୍ଶ ଦିଆଯାଇଥାଏ। ତେବେ ମା’...