Independence Day

ବୈଷ୍ଣବ ମହାନ୍ତିଙ୍କ ଲିଖିତ ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ଦୁଇଟି ପୁସ୍ତକ ‘ଶେଷ ଚିଠି‘ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ବୈଷ୍ଣବ ମହାନ୍ତିଙ୍କୁ ତାଙ୍କର...

ରାଉରକେଲାରେ କ୍ରୀଡ଼ା ଭିତ୍ତିଭୂମିର ଅନୁଧ୍ୟାନ ସହ ଓଏସଏପି କ୍ୟାମ୍ପସରେ କଲ୍ୟାଣ ମଣ୍ଡପ ଉଦଘାଟନ କଲେ ପଶ୍ଚିମ ଓଡ଼ିଶା ବିକାଶ...

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ସୁନ୍ଦରଗଡ଼ ଜିଲ୍ଲାରେ ଏମଏସଏମଇ ସହିତ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଭିତ୍ତିକ ଉଦ୍ୟୋଗର...

ଦ୍ୱିତୀୟ ଘରୋଇ ସାଟେଲାଇଟ୍ ଚାନେଲ – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୨୫)

ଡକ୍ଟର ଫକୀର ମୋହନ ନାହାକ ପ୍ରସାରଣ ଆରମ୍ଭର ପ୍ରାୟ ପାଞ୍ଚ ବର୍ଷ ଭିତରେ ଲୋକପ୍ରିୟତାର ଶୀର୍ଷରେ ପହଞ୍ଚିଥିଲା ଈଟିଭି ଓଡ଼ିଆ। ଏଥିରେ ପ୍ରସାରିତ ମନୋରଞ୍ଜନ କାର୍ଯ୍ୟକ୍ରମ ସାଙ୍ଗକୁ ନ୍ୟୁଜ୍ ଏବଂ ଅନ୍ୟାନ୍ୟ ରିୟଲିଟି ସୋ’...

କମନୱେଲଥ୍ ଗେମ୍ସ: ଜୁଡୋରେ ରୌପ୍ୟ ଜିତିଲେ ତୁଲିକା ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଂଲଣ୍ଡର ବର୍ମିଂହାମରେ ଖେଳାଯାଉଥିବା ୨୨ତମ କମନୱେଲଥ୍ ଗେମ୍ସରେ ଭାରତକୁ ପଦକ ଉପରେ ପଦକ ମିଳିବାକୁ ଲାଗିଛି। ଆଜି ଜୁଡ଼ୋରେ ତୁଲିକା ମାନ ରୌପ୍ୟ ପଦକ ଜିତିଛନ୍ତି। ଚମତ୍କାର ପ୍ରଦର୍ଶନ କରିଥିଲେ ମଧ୍ୟ...

ଶୀଘ୍ର ବୁଷ୍ଟର ଡୋଜ ନେବାକୁ ପରାମର୍ଶ ଦେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ବୁଷ୍ଟର ଡୋଜ ନେବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ଦେଖିବାକୁ ମିଳୁନାହିଁ। ବର୍ତ୍ତମାନ କୋଭିଡ ସଂକ୍ରମଣ କମିଥିଲେ ମଧ୍ୟ ବିପଦ ଟଳିନାହିଁ। ଯେଉଁମାନେ ବୁଷ୍ଟର ଡୋଜ ନେଇନାହାନ୍ତି ତୁରନ୍ତ ବୁଷ୍ଟର ଡୋଜ...

ଏସଆରଏଫଟିଆଇର ନିର୍ଦ୍ଦେଶକ ଭାବେ ଦାୟିତ୍ଵ ଗ୍ରହଣ କଲେ ହିମାଂଶୁ ଶେଖର ଖଟୁଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଦାୟିତ୍ଵ ଗ୍ରହଣ କଲେ ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ହିମାଂଶୁ ଶେଖର ଖଟୁଆ। ବୁଧବାର ଦିନ କୋଲକାତା ସ୍ଥିତ ସତ୍ୟଜିତ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟ (ଏସଆରଏଫଟିଆଇ)ର ନିର୍ଦ୍ଦେଶକ ଭାବେ ହିମାଂଶୁ...

ନ୍ୟାସନାଲ ହେରାଲ୍ଡ ମାମଲା: ୟଙ୍ଗ ଇଣ୍ଡିଆ କାର୍ଯ୍ୟାଳୟ ସିଲ୍ କଲା ଇଡି

ଓଡ଼ିଶାଲାଇଭ୍ ବ୍ୟୁରୋ ନ୍ୟାସନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମନି ଲଣ୍ଡ୍ରିଂ ମାମଲାରେ ଦିଲ୍ଲୀ ହେରାଲ୍ଡ ବିଲ୍ଡିଂରେ ଥିବା ୟଙ୍ଗ ଇଣ୍ଡିଆନ କମ୍ପାନିର ମୁଖ୍ୟ କାର୍ଯ୍ୟାଳୟକୁ ସିଲ୍ କରିଛି ଇଡି।...

ବଣାଇଁ ଏବଂ ଲହୁଣୀପଡ଼ା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ...

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଦୁଇ ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କ୍ଷେତ୍ରସ୍ତରୀୟ ଅନୁଧ୍ୟାନ କରିଛନ୍ତି।...

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ସୂର୍ଯ୍ୟ ଦେଓଙ୍କୁ ସୋଆର ସମ୍ବର୍ଦ୍ଧନା

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ବିଶିଷ୍ଟ ସିନେ ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବୁଧବାର ଦିନ ସମ୍ବର୍ଦ୍ଧିତ କରାଯାଇଛି। ଚଳିତ ବର୍ଷ ୬୮ତମ...

ରାଜ୍ୟରେ ଆଇଏଏସ ସ୍ତରରେ ଅଦଳବଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ବିଷ୍ଣୁପଦ ସେଠୀଙ୍କୁ ନୂଆ ଦାୟିତ୍ୱ ମିଳିଥିବାବେଳେ କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଅରବିନ୍ଦ ପାଢ଼ିଙ୍କୁ ମିଳିଛି ବଡ଼...