ଶିକ୍ଷକ ନିଯୁକ୍ତି ଘୋଟାଲା: ବଢ଼ୁଛି ପାର୍ଥ ଚାଟାର୍ଜୀ ଏବଂ ଅର୍ପିତା ମୁଖର୍ଜୀଙ୍କ ଅଡ଼ୁଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶିକ୍ଷକ ନିଯୁକ୍ତି ଘୋଟାଲାରେ ଛନ୍ଦି ହୋଇଥିବା ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ସହଯୋଗୀ ଅର୍ପିତା ମୁଖର୍ଜୀଙ୍କ ଅଡ଼ୁଆ ବଢ଼ି ବଢ଼ି ଚାଲିଛି।
ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଘୋଟାଲା ମାମଲାରେ ଛନ୍ଦି ହୋଇଥିବା...
ନୟାଗଡ଼: ଦୁର୍ଦ୍ଦିନରେ ଥୁଆବାରୀ ଗ୍ରାମର ସ୍ବାଧୀନତା ସଂଗ୍ରାମୀ କଣ୍ଡୁରି ପରିଡ଼ାଙ୍କ ପରିବାର
ଓଡ଼ିଶାଲାଇଭ୍ ବ୍ୟୁରୋ
(କିଶୋର ମହାପାତ୍ର , ନୟାଗଡ଼ ରୁରାଲ): ଦୁର୍ଦ୍ଦିନରେ ଜୀବନ ବିତାଉଛନ୍ତି ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ପାରାଢ଼ିପି ପଞ୍ଚାୟତ ଥୁଆବାରୀ ଗ୍ରାମର ସ୍ବାଧୀନତା ସଂଗ୍ରାମୀ ସହିଦ କଣ୍ଡୁରି ପରିଡ଼ାଙ୍କ ପରିବାର। ମହାତ୍ମା...
ଅକ୍ଟୋବର ୧୬ରେ ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଅକ୍ଟୋବର ମାସ ୧୬ ତାରିଖରେ ହେବ ଓଡ଼ିଶା ସିଭିଲ୍ ସର୍ଭିସ(ଓସିଏସ) ପ୍ରିଲିମ୍ ପରୀକ୍ଷା। ୨୦୨୦ ବର୍ଷର ଏସିଏସ ପରୀକ୍ଷାର ମୁଖ୍ୟ ଲିଖିତ ପରୀକ୍ଷା ଫଳ ପ୍ରକାଶ ପାଇନଥିବାବେଳେ ଏବେ ୨୦୨୧-୨୨...
ଓଡ଼ିଶାରେ କଳା ଶିକ୍ଷା
କପିଳାସ ଭୂୟାଁ
ଆଜିକା ଦିନରେ ଓଡ଼ିଶାରେ କଳା ଶିକ୍ଷା ବ୍ୟବସ୍ଥା ଏକ ଉନ୍ନତ ଅବସ୍ଥାରେ ପହଞ୍ଚିଛି ବୋଲି ନିର୍ଦ୍ଵନ୍ଦ୍ଵରେ କୁହାଯାଇପାରେ। ଖଲ୍ଲିକୋଟ ସରକାରୀ କଳା ମହାବିଦ୍ୟାଳୟ ସମେତ ରାଜ୍ୟ ରାଜଧାନୀ ଭୁବନେଶ୍ଵରରେ ସରକାରୀ...
ଏ ମାଟିର କନ୍ୟା
ନବୀନ ପଟ୍ଟନାୟକ
“ମୁଁ ଦ୍ରୌପଦୀ ମୁର୍ମୁ...”। ଜୁଲାଇ ୨୫ ତାରିଖ ସମୟ ପୂର୍ବାହ୍ନ ୧୦.୧୪ ମିନିଟ୍। ଆମ ଗଣତନ୍ତ୍ରର ସର୍ବୋଚ୍ଚ ମନ୍ଦିର ନୂଆଦିଲ୍ଲୀର ସଂସଦ ଭବନର ସେଣ୍ଟ୍ରାଲ ହଲରେ ଯେତେବେଳେ ଏହି ଶବ୍ଦ ଉଚ୍ଚାରିତ...
ମମତାଙ୍କ ମନ୍ତ୍ରିମଣ୍ଡଳରୁ ବିଦାହେଲେ ପାର୍ଥ ଚାଟାର୍ଜୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁର୍ନୀତି ଅଭିଯୋଗରେ ଛନ୍ଦି ହେବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଘୋଟାଲାରେ ଫସିଥିବା ପାର୍ଥ ଚାଟାର୍ଜୀଙ୍କୁ...
ଓଡ଼ିଶା ବାହାରୁ ରିପୋର୍ଟିଂର ପରମ୍ପରା – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୨୪)
ଡକ୍ଟର ଫକୀର ମୋହନ ନାହାକ
‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...
“ରାଷ୍ଟ୍ରପତ୍ନୀ” କହି ଅଡ଼ୁଆରେ କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ବଦଳରେ ରାଷ୍ଟ୍ରପତ୍ନୀ କହି ଅଡ଼ୁଆରେ ପଡ଼ିଛନ୍ତି କଂଗ୍ରେସର ଲୋକସଭା ସାଂସଦ ଅଧୀର ରଞ୍ଜନ ଚୌଧୁରୀ। ଏହି ଘଟଣାକୁ ନେଇ ବିବାଦ ବଢ଼ିବା ପରେ ସଫେଇ ଦେଇଛନ୍ତି...
ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପାଦକୀୟ ‘ଏ ମାଟିର କନ୍ୟା’
ଓଡ଼ିଶାଲାଇଭ୍ ବ୍ୟୁରୋ
ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପାଦକୀୟ। ଖବରକାଗଜରେ ସମ୍ପାଦକୀୟ ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ଏ ମାଟିର କନ୍ୟା’ ଶୀର୍ଷକରେ ମୁଖ୍ୟମନ୍ତ୍ରୀଙ୍କ ଆଲେଖ୍ୟକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ଓଡ଼ିଶା ମାଟିର ଝିଅ...
ପୁରୀରେ ନିର୍ମାଣ ହେବ ଗ୍ରୀନଫିଲ୍ଡ ଏୟାରପୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଖୁବଶୀଘ୍ର ପୁରୀରେ ନିର୍ମାଣ ହେବ ଗ୍ରୀନଫିଲ୍ଡ ଏୟାରପୋର୍ଟ। ଏଥିନିମନ୍ତେ ସିପସରୁବାଲିର ଗିରଳଠାରେ ଚିହ୍ନଟ ହୋଇସାରିଛି ୧୫ ଶହ ଏକର ଜମି। ଖୁବ୍ଶୀଘ୍ର ଅଧିଗ୍ରହଣ କାର୍ଯ୍ୟ ଆରମ୍ଭ ହେବ। ଏ ସମ୍ପର୍କରେ ଇଡ୍କୋର...




















