ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଫଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ଵାଦଶ ଶ୍ରେଣୀ ପରୀକ୍ଷାର ଫଳାଫଳ। ସୋମବାର ଦିନ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ଆଜି ମାଟ୍ରିକ୍ ପରୀକ୍ଷା...
ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁଲାଇ ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳାଫଳ। ଏ ନେଇ ସୋମବାର ଦିନ ସୂଚନା ଦେଇଛନ୍ତି ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆସନ୍ତା...
ଆଜି ବନକଲାଗି ନୀତି: ଗୁପ୍ତ ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ରତ୍ନବେଦୀରୁ ଯାଇ ଆଡ଼ପ ମଣ୍ଡପରେ ଚାଲିଛି ମହାପ୍ରଭୁଙ୍କର ନିତ୍ୟରାସ। ଜନ୍ମବେଦୀରେ ବିରାଜିତ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କରୁଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଦୁଇ ବର୍ଷ ପରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ...
ବିଜେବି କଲେଜ ଛାତ୍ରୀ ରୁଚିକା ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭାରେ ହୋହଲ୍ଲା, ଗୃହ ୧୧ଟା ୩୦ ଯାଏଁ ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଧାନସଭା ମୌସୁମୀ ଅଧିବେଶନର ଦ୍ଵିତୀୟ ଦିନରେ ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ...
ବାରିପଦା ଏବଂ କେନ୍ଦ୍ରାପଡ଼ାରେ ଶ୍ରୀଗୁଣ୍ଡିଚା ଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାରେ ଶନିବାର ଦିନ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହୋଇଛି। ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ଅନୁଷ୍ଠିତ ହେଉଥିବା ଶ୍ରୀଗୁଣ୍ଡିଚା ଯାତ୍ରାର ପରଦିନ ବାରିପଦାଠାରେ ଏହି ପରାମ୍ପରା ପାଳନ...
ଓଡ଼ିଶା ବଜେଟ ୨୦୨୨-୨୩: ଶିକ୍ଷା କ୍ଷେତ୍ର ପାଇଁ ୨୭,୩୨୪ କୋଟି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟର ପରିମାଣ ୨ ଲକ୍ଷ କୋଟି ଟଙ୍କା ରହିଛି।...
ଓଡ଼ିଶା ବଜେଟ ୨୦୨୨-୨୩: ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ୧୨, ୨୪୧ କୋଟି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟର ପରିମାଣ...
ବିଧାନସଭାରେ ନୂପୁର ଶର୍ମା ପ୍ରସଂଗକୁ ନେଇ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଦଳଙ୍କ ମଧ୍ୟରେ ଫାଟ ଦେଖିବାକୁ ମିଳିଛି। ଗୃହରେ ଆଲୋଚନା ପାଇଁ ରାଜ୍ୟର ଅନେକ ସମସ୍ୟା ରହିଥିବାବେଳେ ନୂପୁର ଶର୍ମାଙ୍କ ବିବାଦୀୟ ବୟାନ ଉପରେ...
ଶ୍ରୀ ଗୁଣ୍ଡିଚା ମନ୍ଦିର ରୋଷ ଘରେ ପଶି ୨୦ରୁ ଅଧିକ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ଶ୍ରୀକ୍ଷେତ୍ରରେ। ଶୁକ୍ରବାର ରାତିରେ ଶ୍ରୀ ଗୁଣ୍ଡିଚା ମନ୍ଦିର ରୋଷ ଘରେ ପଶି ୨୦ରୁ ଅଧିକ ଚୁଲିକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ସୂଚନା...
ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। କୋଭିଡ କଟକଣା ମଧ୍ୟରେ ଚାଲିବ ୨୪ ଦିନିଆ କାର୍ଯ୍ୟ ଦିବସ। ଶନିବାର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ...




















