ନୟାଗଡ଼ରେ ଶ୍ରୀଗୁଣ୍ଡିଚା ଯାତ୍ରା, ଦୁଇ ବର୍ଷ ପରେ ବଡ଼ଠାକୁରଙ୍କୁ ପାଖରେ ପାଇଲେ ଭକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୟାଗଡ଼ରୁ ନିଶିକାନ୍ତ ରଥ ଓ କିଶୋର କୁମାର ମହାପାତ୍ର): ମହା ଆଡ଼ମ୍ବରରେ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ପୁରୀ ବ୍ୟତୀତ ବିଭିନ୍ନ ସ୍ଥାନରେ ମଧ୍ୟ ରଥଯାତ୍ରା ପାଳନ କରୁଛନ୍ତି...
ବଡ଼ଦାଣ୍ଡରେ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶୁକ୍ରବାର ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହୋଇଛି। ଦୁଇ ବର୍ଷ ପରେ ରଥଯାତ୍ରାରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଶ୍ରୀଗୁଣ୍ଡିଚା...
ଅଧା ରହିଗଲା ରଥଯାତ୍ରା ଫଟୋ ସଂଗ୍ରହ ସ୍ଵପ୍ନ: ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଧୁରା ରହିଗଲା ରଥଯାତ୍ରା ବେଳେ ଫଟୋ ସଂଗ୍ରହ କରିବା ସ୍ଵପ୍ନ। ବଡ଼ଦାଣ୍ଡରେ ପହଞ୍ଚିବା ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଜୀବନ।
ରଥଯାତ୍ରା ଫଟୋ ସଂଗ୍ରହ କରିବାକୁ ଶୁକ୍ରବାର...
ପବିତ୍ର ଘୋଷଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଦୁଇ ବର୍ଷ ପରେ ଭକ୍ତ-ଭଗବାନଙ୍କ ମଧ୍ୟରେ ହେଉଛି ମହାମିଳନ। ମନ୍ଦିରରୁ ବାହାରି ବଡ଼ଦାଣ୍ଡରେ ଦର୍ଶନ ଦେଇଛନ୍ତି ତିନିଠାକୁର। ଘୋଷଯାତ୍ରା ପାଇଁ ଚଳଚଞ୍ଚଳ...
ନୂଆଗାଁରୁ ପୁରୀକୁ ଗଡ଼ିଲା ଟ୍ରେନ୍, ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୟାଗଡ଼ ଜିଲ୍ଲା ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଯୋଡ଼ି ହେଲା ଆଉ ଏକ ନୂତନ ଅଧ୍ୟାୟ। ନେତ୍ର ଉତ୍ସବ ଅବସରରେ ବହୁ ପ୍ରତୀକ୍ଷିତ ନୟାଗଡ଼ ଜିଲ୍ଲା ନୂଆଗାଁଠାରୁ ପୁରୀକୁ ରେଳ ଚଳାଚଳର ଶୁଭାରମ୍ଭ ହୋଇଛି।...
ଆଜି ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଭକ୍ତ ଭିଡ଼, ଜୟ ଜଗନ୍ନାଥ ଧ୍ଵନିରେ କମ୍ପୁଛି ଶ୍ରୀକ୍ଷେତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହେଲା ବିଶ୍ଵପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା। ଭକ୍ତଙ୍କ ସମାଗମରେ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଆଉ ଭଗବାନ। ଲକ୍ଷାଧିକ ଭକ୍ତଙ୍କ ସମାବେଶରେ...
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ପଦବୀରୁ ଉଦ୍ଧବ ଠାକରେ ଇସ୍ତଫା ଦେବା ପରେ ମହାରାଷ୍ଟ୍ରରେ କିଛି ଦିନ ଧରି ଲାଗି ରହିଥିବା ରାଜନୈତିକ ହାଇଡ୍ରାମା ଉପରେ ଯବନିକା ପଡ଼ିଲା। ଏବେ ବିଜେପି ସମର୍ଥରେ ମହାରାଷ୍ଟ୍ରର ରାଜନୀତିର...
ଠକେଇ ଅଭିଯୋଗରେ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଡ଼ ଖବର ନ୍ୟୁଜ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)। ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବୁଧବାର ବିଳମ୍ବିତ ରାତିରେ ନୟାଗଡ଼...
ମହାରାଷ୍ଟ୍ରରେ ସରକାର ଗଢ଼ିବେ ଏକନାଥ ସିନ୍ଦେ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତା ଏବେ ନୂଆ ମୋଡ଼ ନେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେବା ପରେ ଏବେ ମହାରାଷ୍ଟ୍ରର କମାଣ ସମ୍ଭାଳିବେ ଏକନାଥ ସିନ୍ଦେ।
ଗତ କିଛି...
ଦେଶ ବିଦେଶରେ ଜଗନ୍ନାଥ- ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୨୨)
ଡକ୍ଟର ଫକୀର ମୋହନ ନାହାକ
‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...





















