Independence Day

ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି କରାଯାଇଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ...

ଆସିଲା ଅଭିନେତା ରାଈମୋହନ ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ: ଶ୍ଵାସରୁଦ୍ଧ କାରଣରୁ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଭିନେତା ରାଈମୋହନ ପରିଡ଼ାଙ୍କ ପୋର୍ଷ୍ଟମର୍ଟମ ରିପୋର୍ଟ ଆସିଛି। ମଙ୍ଗଳବାର ଦିନ ଆସିଥିବା ରିପୋର୍ଟରେ ଶ୍ଵାସରୁଦ୍ଧ କାରଣରୁ ରାଈମୋହନଙ୍କ ମୃତ୍ୟୁ ହୋଇଥିବା ଉଲ୍ଲେଖ ରହିଛି। କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ କମିଶନରେଟ ପୋଲିସକୁ ପୋଷ୍ଟମର୍ଟମ...

ହେମଗିର ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ହେମଗିର ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଉପସ୍ଥିତ ରହି ଜନସାଧାରଣଙ୍କ...

ବନ୍ଧୁଙ୍କ ମୃତ୍ୟୁକୁ ନେଇ ଅଡ଼ୁଆରେ ବୀରେନ୍ଦ୍ର ଲାକ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ବନ୍ଧୁ ଆନନ୍ଦ ଟପ୍ପୋଙ୍କ ମୃତ୍ୟୁକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି ଅନ୍ତର୍ଜାତୀୟ ହକି ତାରକା ବୀରେନ୍ଦ୍ର ଲାକ୍ରା। ବୀରେନ୍ଦ୍ର ଲାକ୍ରାଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତ ଆନନ୍ଦଙ୍କ ପିତା ବନ୍ଧନା ଟପ୍ପୋ।...
Rath Yatra 2019

ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ନିମନ୍ତେ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୁରୀ ଡିଜିପି ସୁନିଲ ବଂଶଲ ସମୀକ୍ଷା କରିଛନ୍ତି। ଆଗକୁ ପୁରୀରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା...

ରଥଯାତ୍ରା ବେଳେ ମାସ୍କ ବାଧ୍ୟତାମୂଳକ: ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ବଢ଼ିବାରେ ଲାଗିଛି। ଓଡ଼ିଶାରେ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ ରହିଛନ୍ତି। ଆଗକୁ...

ରାଷ୍ଟ୍ରପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିରୋଧୀଙ୍କ ପ୍ରାର୍ଥୀ ଯଶୱନ୍ତ ସିହ୍ନା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗକୁ ରାଷ୍ଟ୍ରପତି ନିର୍ବାଚନ। ସୋମବାର ଦିନ ନିର୍ବାଚନ ଲାଗି ବିଧିବଦ୍ଧ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନା। ଦିଲ୍ଲୀ ସଂସଦ ଭବନରେ ରାଜ୍ୟସଭା ସେକ୍ରେଟାରୀ ଜେନେରାଲଙ୍କ...

ଚିନ୍ତା ବଢ଼ାଉଛି କୋଭିଡ: ଦେଶରେ ଦୈନିକ ୧୭ ହଜାର ଟପିଲା ସଂକ୍ରମଣ, ରାଜ୍ୟରେ ୬୯ ନୂଆ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିନକୁ ଦିନ ଦେଶରେ କୋଭିଡ ସଂକ୍ରମଣ ହାର ବୃଦ୍ଧିକୁ ନେଇ ଚିନ୍ତା ବଢ଼ିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭,୩୩୬ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ କୋଭିଡ ସଂକ୍ରମଣ...

ପରିବେଶ ସଂରକ୍ଷଣ ପାଇଁ ୨୦୦ ଶାଳ ଗଛ ସ୍ଥାନାନ୍ତର କଲା ଜେଏସଡବ୍ଲ୍ୟୁ ଉତ୍କଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପରିବେଶ ସଂରକ୍ଷଣକୁ ଗୁରୁତ୍ୱ ଦେଇଆସୁଥିବା ଜେଏସଡବ୍ଲ୍ୟୁ ଉତ୍କଳ ଷ୍ଟିଲ କେନ୍ଦୁଝର ବନଖଣ୍ଡ ସହାୟତାରେ ଅନେକ ବର୍ଷ ପୁରୁଣା ୨୦୫ଟି ଶାଳ ଗଛକୁ ୨୦ ନଂ ଜାତୀୟ ରାଜପଥ ସ୍ଲରି ପାଇପ୍ ଲାଇନ...

ମହଙ୍ଗା ପଡ଼ିଲା ବିନା ହେଲମେଟରେ ବାଇକ୍‌ ଯାତ୍ରା, ଫାଇନ ଭରିଲେ ମନ୍ତ୍ରୀ ଏବଂ ବିଧାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ବିନା ହେଲମେଟରେ ବାଇକ୍ ଚଲାଇ ଫାଇନ ଗଣିଲେ ମନ୍ତ୍ରୀ ଏବଂ ବିଧାୟକ। ଏହି ଭଳି ଘଟଣା ବାଲେଶ୍ଵର ଜିଲ୍ଲାରେ ଦେଖିବାକୁ ମିଳିଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୪...