ଦୁବାଇରେ ଏୟାର ସୋ’ ବେଳେ ଜଳିଗଲା ଲଢ଼ୁଆ ବିମାନ ‘ତେଜସ୍’
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁବାଇରେ ଏୟାର ସୋ’ ବେଳେ ଜଳିଗଲା ଭାରତୀୟ ବାୟୁସେନାର ସ୍ଵଦେଶୀ ଲଢ଼ୁଆ ବିମାନ ‘ତେଜସ୍’। ଦୁବାଇର ଅଲ ମକତୁମ ଏୟାରପୋର୍ଟରେ ଆୟୋଜିତ ଏୟାର ସୋ’ ସମୟରେ ଏହି ଦୁର୍ଘଟଣା ଘଟିଛି।
ଏୟାର ସୋ’...
ନୂଆପଡ଼ା ବିଧାୟକ ଭାବେ ଶପଥ ନେଲେ ଜୟ ଢୋଲକିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆପଡ଼ାର ନୂଆ ବିଧାୟକ ଭାବେ ଶପଥ ନେଲେ ଦିବଙ୍ଗତ ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ଓଡ଼ିଶା ବିଧାନସଭାରେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଜୟ। ବାଚସ୍ପତି ସୁରମା...
ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର
ଓଡ଼ିଶାଲାଇଭ୍ ବ୍ୟୁରୋ
ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜେଡିୟୁ ସୁପ୍ରିମୋ ନୀତୀଶ କୁମାର। ଦଶମ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇ ନୀତୀଶ କୁମାର ଇତିହାସ ରଚିଛନ୍ତି।
ପାଟନାର ଐତିହାସିକ ଗାନ୍ଧୀ ମଇଦାନଠାରେ ଆୟୋଜିତ...
ଓଡ଼ିଆ ବିଭବର ଅଷ୍ଟମ ବର୍ଷ ପୂର୍ତ୍ତି ଅବସରରେ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷର ସ୍ୱତନ୍ତ୍ର ୱେବସାଇଟ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଆ ଭାଷାର ଗୁଣାତ୍ମକ ମାନ ବଜାୟ ରଖିବାର ଆବଶ୍ୟକତା ରହିଛି। ବର୍ତ୍ତମାନର ଡିଜିଟାଲ ଯୁଗରେ ଓଡ଼ିଆ ଭାଷାର ବହୁଳ ବ୍ୟବହାରକୁ ଗୁରୁତ୍ୱ ଦେଇ ଏଦିଗରେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ଓଡ଼ିଆ...
ମୃତ୍ୟୁଦଣ୍ଡକୁ ନେଇ କ’ଣ କହିଲେ ଶେଖ ହସିନା?
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/HtNSl9kt-90
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଢାକାର ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ ବା ଆଇସିଟି ଫାଶୀଦଣ୍ଡ ଶୁଣାଇଛନ୍ତି। ବିକ୍ଷୋଭକାରୀଙ୍କୁ ଆକ୍ରମଣ ଏବଂ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରିବା ସହ ଏହି...
ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫: ‘ଓଡ଼ିଶା ମଣ୍ଡପ’ ପରିଦର୍ଶନ କଲେ ସଂସଦୀୟ କମିଟି ସଦସ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୂଆଦିଲ୍ଲୀ): ନୂଆଦିଲ୍ଲୀଠାରେ ଚାଲିଥିବା ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ର ପଞ୍ଚମ ଦିନରେ ସଂସଦୀୟ କମିଟିର ସଦସ୍ୟମାନେ ‘ଓଡ଼ିଶା ମଣ୍ଡପ’ ପରିଦର୍ଶନ କରିଥିଲେ। ଏଠାରେ ପ୍ରତିଫଳିତ ହେଉଥିବା ଓଡ଼ିଶାର ଅନନ୍ୟ କଳା, ସଂସ୍କୃତି,...
ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୫: ଆକର୍ଷଣ ପାଲଟିଛି ଓଡ଼ିଶା ପାଭିଲିୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୂଆଦିଲ୍ଲୀ/ଭୁବନେଶ୍ଵର): ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ବିଶେଷ ଆକର୍ଷଣ ପାଲଟିଛି ‘ଓଡ଼ିଶା ପାଭିଲିୟନ’। ଏହା ଦେଶ ବିଦେଶର ବୃହତ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ...
ରାଜସ୍ୱ ରେକର୍ଡର ଆଧୁନିକୀକରଣ କରାଯିବ – ମନ୍ତ୍ରୀ ସୁରେଶ ପୁଜାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ରାଜ୍ୟରେ ଦୀର୍ଘ ଦିନ ହେବ ଜମିଜମା ସଂକ୍ରାନ୍ତୀୟ ମାମଲା ଯୋଗୁଁ ରାଜସ୍ୱ ହାନି ଘଟୁଛି। ରାଜ୍ୟ ସରକାର ଶିଳ୍ପକୁ ପ୍ରାଧାନ୍ୟ ଦେଉଥିବା ବେଳେ ଏଥିପାଇଁ ଆବଶ୍ୟକ ଜମି ଅଧିଗ୍ରହଣ ପ୍ରକ୍ରିୟା...
ନିରବିଗଲା ସ୍ଵର: ଆଉ ଫେରିବେନି ହ୍ୟୁମାନ ସାଗର
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/k_5yMcsOEI0
ସବୁଦିନ ପାଇଁ ନିରବିଗଲା ସ୍ଵର। ଆରପାରିରେ ଓଡ଼ିଶାର ଉଦୀୟମାନ କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଚିକିତ୍ସାଧୀନ ଅବସ୍ଥାରେ ମାତ୍ର ୩୫ ବର୍ଷ ବୟସରେ ସେ ସମସ୍ତଙ୍କଠାରୁ ବିଦାୟ ନେଇଛନ୍ତି। ଲିଭର ଏବଂ କିଡନି...
ସୁଶୀଲ ମେହେର ବରଗଡ଼ ଧୁନଯାତ୍ରାର ନୂଆ କଂସ ମହାରାଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁଶୀଲ ମେହେର ହେବେ ଏଥର ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର କଂସ ମହାରାଜା। ୪୪ ଜଣ କଳାକାରଙ୍କ ମଧ୍ୟରୁ ସୁଶୀଲ ମେହେରଙ୍କୁ ଚୟନ କରାଯାଇଛି। ଧନୁଯାତ୍ରା ମହୋତ୍ସବ ସମିତି ଉପସଭାପତି ତଥା...





















