Independence Day

ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା: ଏସଆରସି

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇଛି। ଏହା କାର-ନିକୋବର ଦୀପପୁଞ୍ଜଠାରୁ ୧୫୦ କିମି ଦୂରରେ ପଶ୍ଚିମରେ ରହିଛି। ପୁରୀଠାରୁ ଏହା ୧,୨୫୦ କିମି ଦୂର...

ମାତ୍ର ୧୫ ଜଣ ଡାକ୍ତରରେ ଚାଲିଛି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ରୋଗୀ ହେଉଛନ୍ତି ହନ୍ତସନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବ ଯୋଗୁଁ ରୋଗୀଙ୍କୁ ଉପଯୁକ୍ତ ସେବା ମିଳିପାରୁ ନାହିଁ। ମୁଖ୍ୟ ଡାକ୍ତରଖାନାରେ ୬୫ଟି ବିଶେଷଜ୍ଞ ଡାକ୍ତର ପଦବୀ ରହିଥିବାବେଳେ ଏଠାରେ...

ପୁଣି ୫୦ ଟଙ୍କା ବଢ଼ିଲା ରନ୍ଧନ ଗ୍ୟାସ ମୂଲ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ରନ୍ଧନ ଗ୍ୟାସ ମୂଲ୍ୟରେ ବୃଦ୍ଧି ହୋଇଛି। ରନ୍ଧନ ଗ୍ୟାସ ମୂଲ୍ୟ ଶନିବାର ୫୦ ଟଙ୍କା ବଢ଼ି ଉପଭୋକ୍ତାଙ୍କ ଚିନ୍ତା ବଢ଼ାଇଛି। ଓଡ଼ିଶା ଉପଭୋକ୍ତାଙ୍କୁ ଏବେ ଅତିରିକ୍ତ ମୂଲ୍ୟ ଦେଇ ଗ୍ୟାସ...

ଅଶାନ୍ତ ହେଉଛି ଆଣ୍ଡାମାନ ସାଗର, ବଳ ଗୋଟାଉଛି ବାତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଓ୍ଵେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଶନିବାର ସକାଳେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ...

କ୍ରାଇମବ୍ରାଞ୍ଚ ଏଡିଜି ଭାବେ ଦାୟିତ୍ଵ ନେଲେ ଅରୁଣ ବୋଥ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଲେ କ୍ରାଇମବ୍ରାଞ୍ଚ ଏଡିଜି। କ୍ରାଇମବ୍ରାଞ୍ଚର ନୂତନ ଏଡିଜି ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ୧୯୯୬ ବ୍ୟାଚର ଆଇପିଏସ୍ ଅରୁଣ ବୋଥ୍ରା। ଶୁକ୍ରବାର ଦିନ କଟକ କ୍ରାଇମବ୍ରାଞ୍ଚର ମୁଖ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ...

ବାତ୍ୟା ମୁକାବିଲା ପାଇଁ ଶକ୍ତି ବିଭାଗର ପ୍ରସ୍ତୁତି

ଓଡ଼ିଶାଲାଇଭ୍ ବ୍ୟୁରୋ ସାମ୍ଭାବ୍ୟ ବାତ୍ୟାକୁ ନେଇ ବିଭିନ୍ନ ବିଭାଗ ପକ୍ଷରୁ ଚାଲିଛି ଘନ ଘନ ପ୍ରସ୍ତୁତି ବୈଠକ। ବାତ୍ୟା ପୂର୍ବ ଏବଂ ପରବର୍ତ୍ତୀ ପରିସ୍ଥିତର ମୁକାବିଲା ଲାଗି ପ୍ରସ୍ତୁତ ରହିଛନ୍ତି ରାଜ୍ୟ ସରକାର। ବାତ୍ୟାର...

ବାତ୍ୟା ନେଇ ସ୍ପଷ୍ଟ ହେଇପାରୁନି ଚିତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ମେ’ ୭ ତାରିଖ ସୁଦ୍ଧା ଅବପାତରେ ପରିଣତ...

ଟାଟା ମୋଟର୍ସର କ୍ଷୁଦ୍ର ଇଲେକ୍ଟ୍ରୋନିକ ପରିବହନ ଯାନ ‘ଏସିଇ ଇଭି’ର ବଜାର ପ୍ରବେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ସବୁଠାରୁ ବଡ଼ ବାଣିଜ୍ୟିକ ପରିବହନ ଯାନ ନିର୍ମାଣକାରୀ କମ୍ପାନି ଟାଟା ମୋଟର୍ସ ଛୋଟ ଇଲେକ୍ଟ୍ରୋନିକ ପରିବହନ ଯାନ ‘ଏସିଇ ଇଭି’ର ବଜାର ପ୍ରବେଶ କରିଛି। ଟାଟା ମୋଟର୍ସର ନୂତନ ‘ଏସିଇ...

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ: ଆଜି ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ଆଣ୍ଡାମାନ ସାଗରରେ ଶୁକ୍ରବାର ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଏହା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଶୁକ୍ରବାର ରାତି ସୁଦ୍ଧା ବାତ୍ୟାର...

ୱିମେନ୍ ବିଜନେସ୍ ମେଳାରେ ସୋଆକୁ ‘ସୋସିଆଲ୍ ଲିଡରସିପ୍ ଆୱାର୍ଡ’

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ(ସୋଆ)କୁ ‘ସୋସିଆଲ୍ ଲିଡରସିପ୍ ଆୱାର୍ଡ’ରେ ସମ୍ମାନିତ କରାଯାଇଛି। ଇଣ୍ଡିଆନ ଚାମ୍ବର ଅଫ କମର୍ସର ୱିମେନ୍ ଏଣ୍ଟରପ୍ରିନ୍ୟୁରସିପ କାଉନ୍ସିଲ ଦ୍ୱାରା ଆୟୋଜିତ ଭାରତର ପ୍ରଥମ ମହିଳା ଉଦ୍ୟୋଗୀ ମେଳା ଅବସରରେ...