Independence Day

ଅଶାନ୍ତ ହେଉଛି ଦକ୍ଷିଣ ଆଣ୍ଡାମାନ ସାଗର, ମେ’ ୬ରେ ଲଘୁଚାପ ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଧୀରେ ଧୀରେ ଅଶାନ୍ତ ହେଉଛି ଦକ୍ଷିଣ ଆଣ୍ଡାମାନ ସାଗର। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପରେ ଏହା ଅଧିକ ଘନୀଭୂତ...

ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି: ଚାଷୀଙ୍କୁ କାଳିଆ କିସ୍ତି, କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଅକ୍ଷୟ ତୃତୀୟାରେ ଓଡ଼ିଶାର ଚାଷୀ ଭାଇଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକମାନଙ୍କୁ କାଳିଆ ଯୋଜନା ସହାୟତା ପ୍ରଦାନ କରାଯାଇଛି।...

ରଥଖଳାରେ ଚାଲିଛି ବଡ଼ଠାକୁରଙ୍କ ରଥ ନିର୍ମାଣ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥଯାତ୍ରା ନିମନ୍ତେ ମହାପ୍ରଭୁଙ୍କ ରଥ ନିର୍ମାଣର ଶୁଭାରମ୍ଭ ହେବା ପରେ ଏବେ ଶ୍ରୀନଅର ନିକଟରେ ଥିବା ରଥଖଳାରେ ଚାଲିଛି ରଥ ନିର୍ମାଣ କାମ। ଚଳଚଞ୍ଚଳ ହୋଇପଡ଼ିଛି...

କାହା ଭାଗରେ ଓଡ଼ିଶା ପିସିସି ସଭାପତି ପଦବୀ? ହାଇକମାଣ୍ଡ ନେବେ ନିଷ୍ପତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ କିଏ ହେବେ ଓଡ଼ିଶାରେ ପିସିସି ସଭାପତି? ବର୍ତ୍ତମାନ ସୁଦ୍ଧା ଭାଗ ଛିଣ୍ଡୁନଥିବାବେଳେ କଂଗ୍ରେସ ବିଧାୟକମାନଙ୍କୁ ଦିଲ୍ଲୀରୁ ଡକରା ଆସିଛି। ପିସିସି ସଭାପତି ପରିବର୍ତ୍ତନକୁ ନେଇ କଂଗ୍ରେସରେ ଘଡ଼ିକେ ଘୋଡ଼ା ଛୁଟୁଛି। କିଛି ନେତା...

‘ମୋ କଲେଜ’ ଅଭିଯାନ ଅଧୀନରେ ୧୯ଟି ଉଚ୍ଚଶିକ୍ଷାନୁଷ୍ଠାନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଲାଗି ୨ କୋଟି ୪୦ ଲକ୍ଷ...

ଓଡ଼ିଶାଲାଇଭ୍ ବ୍ୟୁରୋ ‘ମୋ କଲେଜ’ ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ସାମଗ୍ରିକ ବିକାଶ ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଏହି କ୍ରମରେ ସୋମବାର ଦିନ ରେଭେନ୍ସା ବିଶ୍ୱବିଦ୍ୟାଳୟ ସହିତ...

ଅଖିମୁଠି ଅନୁକୂଳ କଲେ କୃଷିମନ୍ତ୍ରୀ ଅରୁଣ ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାରେ ପାଳନ କରାଯାଏ ଏହି ପବିତ୍ର ଦିନଟି। ଚାଷୀକୂଳ ପାଇଁ ଏହି ଦିନଟି ବେଶ୍ ଗୁରୁତ୍ଵ ବହନ କରିଥାଏ। ଆଜିର ଦିନରେ...

ଆଜି ପବିତ୍ର ଅକ୍ଷୟ ତୃତୀୟା, ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାରେ ପାଳନ କରାଯାଏ ଏହି ଦିନଟିକୁ। ଆଜିର ଦିନରେ ଚାଷୀକୂଳ ଅଖିମୁଠି ଅନୁକୂଳ କରି ବର୍ଷର ପ୍ରଥମ ଚାଷ କାମ ଆରମ୍ଭ...

ଜାଣନ୍ତୁ ଅକ୍ଷୟ ତୃତୀୟାର ୨୫ଟି ମହତ୍ତ୍ଵ

ସ୍ନିଗ୍ଧା ରାଣୀ ଷଡ଼ଙ୍ଗୀ ଅକ୍ଷୟ ତୃତୀୟାକୁ ସ୍ୱୟଂସିଦ୍ଧ ମୂହୂର୍ତ୍ତ ଭାବରେ ଜଣାଶୁଣା। ଅକ୍ଷୟ ତୃତୀୟା ଦିନ ମାଙ୍ଗଳିକ କାର୍ଯ୍ୟର ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ। ଅକ୍ଷୟ ତୃତୀୟା ନିଜର ନାମ ଅନୁରୂପ ଶୁଭଫଳ...

ଦକ୍ଷତା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ସ୍ୱତନ୍ତ୍ର ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମର ରୂପାୟନ ଏବଂ ସେଗୁଡ଼ିକର ସଫଳ ପରିଚାଳନା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ସ୍ୱତନ୍ତ୍ର ପୁରସ୍କାର ମିଳିଛି। ନିକଟରେ ଇଣ୍ଡିଆ ଟୁଡେ ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ‘ଷ୍ଟେଟ୍ ଅଫ୍...

ମେ’ ୩୧ରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ସୋମବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ମେ’ ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ଏଥିପାଇଁ...