Independence Day

ଟୁଇନ୍ ସିଟିର ନୂଆ ଡିସିପି: ଭୁବନେଶ୍ୱରରେ ପ୍ରତୀକ ସିଂ, କଟକରେ ପିନାକ ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇପିଏସ ସ୍ତରରେ ବଡ଼ଧରଣର ଅଦଳ ବଦଳ ହୋଇଛି। ଶୁକ୍ରବାର ଦିନ କଟକ-ଭୁବନେଶ୍ୱର ଡିସିପି ବଦଳିଛନ୍ତି। ଭୁବନେଶ୍ୱରର ନୂଆ ଡିସିପି ଭାବେ ନିଯୁକ୍ତି ପାଇଛନ୍ତି ପ୍ରତୀକ ସିଂ। ପ୍ରତୀକ ସିଂ କଟକର ଡିସିପି...

୭୦ ବର୍ଷ ବୟସରେ ମାଟ୍ରିକ ପରୀକ୍ଷା ଦେଲେ ଫୁଲବାଣୀ ବିଧାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ପାଠପଢ଼ିବା ପାଇଁ ବୟସର କୌଣସି ଆବଶ୍ୟକତା ନାହିଁ। ଏଥିପାଇଁ ଇଚ୍ଛାଶକ୍ତି ଏବଂ ଦୃଢ଼ ମନୋବଳ ଦରକାର। ଏହା ପ୍ରମାଣ କରି ଦେଖାଇଛନ୍ତି ୭୦ ବର୍ଷୀୟ ଫୁଲବାଣୀ ବିଧାୟକ ଅଙ୍ଗଦ କୁମାର କହଁର।...

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର

ଓଡ଼ିଶାଲାଇଭ୍ ବ୍ୟୁରୋ ଏପ୍ରିଲ ୨୯ ତାରିଖଠାରୁ ଶ୍ରଦ୍ଧାଳୁଙ୍କ ନିମନ୍ତେ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର। ଆଜିଠାରୁ ଉଭୟ ସିଂହଦ୍ଵାର ଏବଂ ପଶ୍ଚିମ ଦ୍ଵାର ଦେଇ ମନ୍ଦିର ମଧ୍ୟକୁ ପ୍ରବେଶ କରି ବଡ଼ଠାକୁରଙ୍କୁ ଦର୍ଶନ କରିଛନ୍ତି...

ଖରାରେ ଶିଝୁଛନ୍ତି ରାଜ୍ୟବାସୀ, ମେ’ ୨ ଯାଏଁ ନିସ୍ତାର ନାହିଁ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରବଳ ଖରା ତାତିରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ସର୍ବାଧିକ ତାପମାତ୍ରା ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଆଗକୁ ତାପମାତ୍ରାରେ ବୃଦ୍ଧି ହୋଇ ୪୭...

ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଏପ୍ରିଲ ୨୯ତାରିଖଠାରୁ ରାଜ୍ୟର ବିଭିନ୍ନ ହାଇସ୍କୁଲରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଛି। ମାଟ୍ରିକ ସମେଟିଭ୍-୨, ମଧ୍ୟମା ଓ...

ନୟାଗଡ଼ ସିଡିଏମ୍ଓଙ୍କ କଡ଼ା ନିର୍ଦ୍ଦେଶ: ସରକାରୀ ବାସଭବନରେ ରୋଗୀଙ୍କଠାରୁ ଟଙ୍କା ନେଇ ଚିକିତ୍ସା କରିବେ ନାହିଁ ଡାକ୍ତର

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ କୌଣସି ଡାକ୍ତର ନିଜ ସରକାରୀ ବାସଭବନରେ ରୋଗୀଙ୍କଠାରୁ ଫି’ ଆଦାୟ କରି ଚିକିତ୍ସା ଯୋଗାଇବେ ନାହିଁ ବୋଲି ସିଡିଏମ୍ଓ ଡାକ୍ତର ମକରନ୍ଦ ବେଉରା କଡ଼ା...

ଗଜପତି ଜିଲ୍ଲାରେ ଜଳବିଦ୍ୟୁତ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି କେ ପାଣ୍ଡିଆନ ଓ ଜଳସମ୍ପଦ ସଚିବ ଅନୁ ଗର୍ଗ ଗୁରୁବାର ଗଜପତି ଜିଲ୍ଲା ଗସ୍ତରେ ଯାଇ ଛେଳିଗଡ଼ ଜଳସେଚନ (ଜଳବିଦ୍ୟୁତ)...

‘ହେଲୋ ଇଣ୍ଡିଆ’ ଟେଲିଭିଜନର ଏକ ଭିନ୍ନ ଅଧ୍ୟାୟ – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୧୪)

ଡକ୍ଟର ଫକୀର ମୋହନ ନାହାକ ‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...

ଜଳୁଛି ଓଡ଼ିଶା: ଆହୁରି ୫ ଦିନ ତାତିରୁ ମିଳିବନି ମୁକ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଅସହ୍ୟ ଗରମରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛନ୍ତି ଲୋକେ। ଦିନ ୯ଟା ପରେ ଏବେ ଘରୁ ବାହାରିବାକୁ ଲୋକଙ୍କୁ ଡର ଲାଗୁଛି। ଆକାଶରୁ ନିଆଁ ବର୍ଷା...

ଏପ୍ରିଲ ୨୮ରୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଏପ୍ରିଲ ୨୮ ତାରିଖରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ପୋଲିସ ଏବଂ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ପ୍ରଶ୍ନପତ୍ରକୁ ହବରୁ ବିଭିନ୍ନ ପରୀକ୍ଷା...