Independence Day

ତାରା ବାହିନୀପତି କହିଲେ, “ପିସିସି ସଭାପତି ପରିବର୍ତ୍ତନ ସୁନିଶ୍ଚିତ”

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସ ଦଳ ଭିତରେ ରହିଥିବା ବିରୋଧର ସ୍ଵର ଏବେ ତେଜିବାରେ ଲାଗିଛି। ପିସିସି ସଭାପତି ପରିବର୍ତ୍ତନକୁ ନେଇ ଲାଗି ରହିଥିବା ଚର୍ଚ୍ଚା ଏବେ ଜୋର ଧରିଛି। କେବଳ ପିସିସି ସଭାପତି ନୁହନ୍ତି...

ଆଜିଠୁ ଅନ୍‌ଲାଇନରେ ଉପଲବ୍ଧ ମାଟ୍ରିକ ଆଡମିଟ୍ କାର୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ଏପ୍ରିଲ ୧୯ ତାରିଖଠାରୁ ମାଟ୍ରିକ୍ ଆଡମିଟ କାର୍ଡ ମିଳିବ। ଦଶମ ଶ୍ରେଣୀ ସମେଟିଭ ଆସେସମେଣ୍ଟ ପାଇଁ ଅନଲାଇନରେ ଆଡମିଟ କାର୍ଡ ମିଳିବ। ଏହା ସହିତ ମଧ୍ୟମା ଏବଂ ଏସଓଏସସି-୨୦୨୨ ପାଇଁ ମଧ୍ୟ...

ଜଳିବ ଓଡ଼ିଶା: ଆହୁରି ୪ ଦିନ ବଢ଼ିବ ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଅସହ୍ୟ ଗରମରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଉପାନ୍ତରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଲୋକଙ୍କୁ ଗରମରୁ ନିସ୍ତାର ମିଳୁନାହିଁ। ଏଣେ ଆଭ୍ୟନ୍ତରୀଣ...

ଅବହେଳିତ ଅବସ୍ଥାରେ ୧୩୫ ବର୍ଷର ସୂର୍ଯ୍ୟ ଘଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ (କେନ୍ଦ୍ରାପଡ଼ାରୁ ନାରାୟଣ ସାହାଣୀ): ରାଣୀ ଭିକ୍ଟୋରିଆଙ୍କ ଶାସନର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ନିର୍ମିତ ହୋଇଥିବା ୧୩୫ ବର୍ଷର ସୂର୍ଯ୍ୟ ଘଡ଼ି ଏବେ ଅବହେଳିତ ହୋଇପଡ଼ିଛି। ୧୮୮୭ ମସିହାରେ ସର୍ବସାଧାରଣଙ୍କ ସମୟ...

ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ଦେଶର ପରବର୍ତ୍ତୀ ସେନା ମୁଖ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ଦେଶର ନୂତନ ସେନା ମୁଖ୍ୟ। କେନ୍ଦ୍ର ସରକାର ତାଙ୍କ ନିଯୁକ୍ତିକୁ ସବୁଜ ସଙ୍କେତ ଦେଇଛନ୍ତି। ଏ ନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ସୋମବାର ସୂଚନା...

ରାଜ୍ୟରେ ପୁଣି ବଢ଼ିଲା ବସ୍ ଭଡ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ଡିଜେଲ ଏବଂ ପେଟ୍ରୋଲ ମୂଲ୍ୟରେ ବୃଦ୍ଧି ହେଉଥିବାରୁ ରାଜ୍ୟରେ ଗତ ମାର୍ଚ୍ଚ ୩୧ ତାରିଖରେ ବସ୍ ଭଡ଼ାରେ ବୃଦ୍ଧି କରାଯାଇଥିଲା। ସୋମବାର ପୁଣି ଥରେ ବସ୍ ଭଡ଼ାରେ ବୃଦ୍ଧି କରାଯାଇଛି। ଏ...

ଅଫେରା ରାଇଜେ କମଳ ଦେଶ ରାଜକୁମାର

ଓଡ଼ିଶାଲାଇଭ୍ ବ୍ୟୁରୋ ଜଣେ କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗ ଓଡ଼ିଶା ସଙ୍ଗୀତ ଜଗତ ପାଇଁ ଅପୂରଣୀୟ କ୍ଷତି। କିନ୍ତୁ ତାଙ୍କ ପ୍ରେରଣା ଓଡ଼ିଶାବାସୀ ଏବଂ ସଙ୍ଗୀତ ପ୍ରେମୀଙ୍କ ହୃଦୟରେ ସବୁଦିନ ଲାଗି...

ଡୁମୁରୀପଦର ଜଙ୍ଗଲରେ ବୋମା ନିଷ୍କ୍ରିୟ କଲେ ସୁରକ୍ଷା କର୍ମୀ

ଓଡ଼ିଶାଲାଇଭ୍ ବ୍ୟୁରୋ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ଓଡ଼ିଶା-ଛତିଶଗଡ଼ ସୀମା ଡୁମୁରୀପଦର ଜଙ୍ଗଲରେ ଖଞ୍ଜା ଯାଇଥିବା ବୋମାକୁ ସୋମବାର ନିଷ୍କ୍ରିୟ କରିଛନ୍ତି ସୁରକ୍ଷା କର୍ମୀ। ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ଡୁମୁରୀପଦର ଜଙ୍ଗଲରେ...

ଉତ୍ତପ୍ତ ଓଡ଼ିଶା: ଗରମରେ ଆଉଟୁ ପାଉଟୁ ରାଜ୍ୟବାସୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ସକାଳ ୧୦ଟା ପରେ ଘରୁ ବାହାରିବାକୁ ଲୋକଙ୍କୁ ଡର ଲାଗୁଛି। ଅସହ୍ୟ ଗରମରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ବିଶେଷ କରି...

ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଓଡ଼ିଶାଲାଇଭ୍ ବ୍ୟୁରୋ କମଳ ଦେଶ ରାଜକୁମାର ଭାବେ ପରିଚିତ ବିଶିଷ୍ଟ ସଙ୍ଗୀତଜ୍ଞ, ଗାୟକ, ଗୀତିକାର, ଗାଳ୍ପିକ ଏବଂ ସ୍ତମ୍ଭକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କର ରବିବାର ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩...