Independence Day

ପୁରୁଷ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ କଳିଙ୍ଗ ଷ୍ଟାଡିୟମଠାରେ ୨୦୨୩ ପୁରୁଷ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ୨୦୨୩ ଜାନୁଆରି ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ...

ବିଶ୍ୱକଳା ଦିବସ: ବୃହତ ଚିତ୍ର ଆଙ୍କି ବିଖ୍ୟାତ ଚିତ୍ରଶିଳ୍ପୀ ଲିଓନାର୍ଡୋ ଡା ଭିଞ୍ଚିଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ୱ ବିଖ୍ୟାତ ଚିତ୍ରଶିଳ୍ପୀ ଲିଓନାର୍ଡୋ ଡା ଭିଞ୍ଚିଙ୍କ ଜନ୍ମଦିନ ଏପ୍ରିଲ ୧୫ ତାରିଖରେ ବିଶ୍ୱକଳା ଦିବସ ପାଳନ କରାଯାଉଛି। ଏଥିପାଇଁ ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ହୋଇଛି ଏକ...
Television Katha

ଖବର ସଂଗ୍ରହରେ ଇଣ୍ଟରନେଟ୍, ଈଟିଭିର ଡିଏନ୍‌ଜି ପରୀକ୍ଷଣ – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ ୧୨)

ଡକ୍ଟର ଫକୀର ମୋହନ ନାହାକ ‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...

କାର୍ଯ୍ୟକାଳ ପୂର୍ବରୁ କ୍ଷମତା ହରାଉଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ: ପୂର୍ବରୁ ଅନେକ, ଏବେ ଇମ୍ରାନ ଖାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଯିଏ ବି ପାକିସ୍ତାନ ପ୍ରଧାନମନ୍ତ୍ରୀ ଗାଦିରେ ବସୁଛନ୍ତି, ସ୍ଵଳ୍ପ ସମୟ ମଧ୍ୟରେ କ୍ଷମତା ହରାଉଛନ୍ତି। ବର୍ଷ ବର୍ଷ ଧରି ଚାଲିଆସୁଥିବା ଏହି ପରମ୍ପରାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ବଦଳରେ ଆଗକୁ ବଢ଼ିଚାଲିଛି। ପଡ଼ୋଶୀ ପାକିସ୍ତାନ...

ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ଅହଲ୍ୟା ଉଦ୍ଧାର ଓ ଗଙ୍ଗାପାର ବେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ଅବସ୍ଥାପିତ ପ୍ରଭୁ ଶ୍ରୀରଘୁନାଥ ଜୀଉଙ୍କ ନବମୀ ଉତ୍ସବରେ ଭଗବାନ ଶ୍ରୀରାମଚନ୍ଦ୍ରଙ୍କ ଅହଲ୍ୟା ଉଦ୍ଧାର ଓ ଗଙ୍ଗାପାର ବେଶ ଅନୁଷ୍ଠିତ ହୋଇଛି। ଶ୍ରୀଜୀଉଙ୍କର ଏହି ମନୋରମ ଓ ଦୁର୍ଲଭ...

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାବାସୀଙ୍କୁ ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ...

ଓଡ଼ିଶାରେ କେମିତି ପାଳନ ହୁଏ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଏହି ଦିନକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ। ଓଡ଼ିଶା ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆମାନେ ଧୂମଧାମରେ ପାଳନ କରିଥାନ୍ତି...

ଆଜି ଓଡ଼ିଶା ପାଳୁଛି ନବବର୍ଷ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଏହି ଦିନକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ। ଓଡ଼ିଶା ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆମାନେ ଧୂମଧାମରେ ପାଳନ କରିଥାନ୍ତି...

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ଅଧ୍ୟକ୍ଷ ହେଲେ ଅଭୟ

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ନିଯୁକ୍ତି ମିଳିଛି। ରାଜ୍ୟ ସରକାର ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ଡିଜିପି ଅଭୟଙ୍କୁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସସି) ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ତାଙ୍କୁ...

ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ‘ଓଡ଼ିଶାର ସାହିତ୍ୟ ଓ ସଂସ୍କୃତି’ ପୁସ୍ତକ ପ୍ରକାଶିତ

ଓଡ଼ିଶାଲାଇଭ୍ ବ୍ୟୁରୋ ସାହିତ୍ୟ ସମାଲୋଚକ ଓ ଭାଷାବିଜ୍ଞାନୀ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ସମାଲୋଚନାମୂଳକ ପୁସ୍ତକ 'ଓଡ଼ିଶାର ସାହିତ୍ୟ ଓ ସଂସ୍କୃତି : ବୀକ୍ଷା ଓ ସମୀକ୍ଷା' ପୁସ୍ତକ ପ୍ରକାଶ ପାଇଛି। କଟକସ୍ଥ ପ୍ରକାଶନ...