Independence Day

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଗାଦିରେ ବସିଲେ ପୁଷ୍କର ସିଂହ ଧାମି

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପୁଷ୍କର ସିଂହ ଧାମି। ଡେରାଡୁନର ପରେଡ୍ ଗ୍ରାଉଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଧାମି ମୁଖ୍ୟମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଉତ୍ତରାଖଣ୍ଡର ବିକାଶ ପାଇଁ...

କ୍ୟାମେରାମ୍ୟାନ ମାନସ ହତ୍ୟାକାଣ୍ଡ: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ଵାଇଁ ହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ଗୋଟିଏ ମେମୋରୀ ଚିପ୍ ଯୋଗୁଁ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ତେବେ ମେମୋରୀ...

ମାର୍ଚ୍ଚ ୨୮ରୁ ଖୋଲିବ ଅଙ୍ଗନବାଡି କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଆସନ୍ତା ମାର୍ଚ୍ଚ ୨୮ ତାରିଖରୁ ଖୋଲିବ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। ୩ରୁ ୬ ବର୍ଷର ଶିଶୁମାନଙ୍କ ପାଇଁ ସକାଳ...

ରାତି ପାହିଲେ ପୌର ନିର୍ବାଚନ: ଦୁଇଥର ଭୋଟ ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠନ

ଓଡ଼ିଶାଲାଇଭ୍ ବ୍ୟୁରୋ   ରାତି ପାହିଲେ ପୌର ନିର୍ବାଚନ। ସହରୀ ଭୋଟର ନିଜ ନିଜର ନେତା ବାଛିବେ। ମାର୍ଚ୍ଚ ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଏଥିପାଇଁ ସରକାରଙ୍କ...

ମାର୍ଚ୍ଚ ୩୧ରୁ ହଟିବ କୋଭିଡ ମହାମାରୀ ଆଇନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁଇ ବର୍ଷ ପରେ ଶେଷ ହେବାକୁ ଯାଉଛି କୋଭିଡକୁ ନେଇ ଲାଗୁ ହୋଇଥିବା ସମସ୍ତ କଟକଣା। ଆସନ୍ତା ମାର୍ଚ୍ଚ ୩୧ ତାରିଖଠାରୁ କୋଭିଡ ୧୯ର ସମସ୍ତ କଟକଣା ହଟାଇବାକୁ କେନ୍ଦ୍ର ସରକାର...

ଏପ୍ରିଲରୁ ପୁଣି ମଧ୍ୟାହ୍ନ ଭୋଜନ ଖାଇବେ ସ୍କୁଲ ପିଲା

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ମହାମାରୀ ପାଇଁ ଦୁଇ ବର୍ଷ ଧରି ରାଜ୍ୟର ସମସ୍ତ ସ୍କୁଲରେ ବନ୍ଦ ରହିଥିଲା ମଧ୍ୟାହ୍ନ ଭୋଜନ। ଧୀରେ ଧୀରେ କୋଭିଡ ପ୍ରଭାବ କମିଥିବାରୁ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି...

ଜେଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ବାଣପୁର ଜେଏମ୍ଏଫସି କୋର୍ଟ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ ଖାରଜ କରିବାରୁ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି। ମଙ୍ଗଳବାର ବାଣପୁର ପୋଲିସ୍ ତାଙ୍କୁ...

‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନ: ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ମଧ୍ୟରେ ବହି ପଢ଼ା ପ୍ରତି ଆଗ୍ରହ ସୃଷ୍ଟି ପାଇଁ...

ଓଡ଼ିଶାଲାଇଭ୍ ବ୍ୟୁରୋ କରୋନା ମହାମାରୀର ପ୍ରକୋପ କମିବା ପରେ ସୁନ୍ଦରଗଡ଼ ଜିଲ୍ଲାରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନକୁ ପୁଣିଥରେ ଆରମ୍ଭ କରାଯାଇଛି। ଆଜିର ଡିଜିଟାଲ ଯୁଗରେ ଛାତ୍ରଛାତ୍ରୀ, ଯୁବପିଢ଼ି ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ...

ପୌର ନିର୍ବାଚନ: ଶେଷ ଦିନ ପ୍ରଚାରରେ କମ୍ପିଲା ସହର

ଓଡ଼ିଶାଲାଇଭ୍ ବ୍ୟୁରୋ   ରାଜ୍ୟର ମୋଟ ୧୦୬ଟି ପୌରପାଳିକା ଓ ବିଜ୍ଞପିତ ଅଞ୍ଚଳ ଏବଂ ୩ଟି ମହାନଗର ନିଗମ ନିର୍ବାଚନ ପାଇଁ ମଙ୍ଗଳବାର ସନ୍ଧ୍ୟା ୫ଟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଶେଷ ଦିନରେ ବି...

ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମଙ୍ଗଳବାର ଗିରଫ କରିଛି ବାଣପୁର ପୋଲିସ। ତାଙ୍କୁ ଭୁବନେଶ୍ଵର କୋର୍ଟରେ ହାଜର କରିଯିବା ପରେ ବାଣପୁର କୋର୍ଟକୁ ନିଆଯିବ। ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଗିରଫ ସମ୍ପର୍କରେ...