Independence Day

କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର ପାଇବେ ବରିଷ୍ଠ ସାମ୍ବାଦିକ ସୁଭାଷ ଶତପଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ଘୋଷଣା ହେଲା କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର। ୨୦୨୪ ମସିହା ପାଇଁ ଓଡ଼ିଆ ଭାଷା ଲାଗି ଅନୁବାଦ ପୁରସ୍କାର ପାଇବେ ବିଶିଷ୍ଟ ଲେଖକ, ଅନୁବାଦକ ତଥା...

ଦୋଳ ପୂର୍ଣ୍ଣିମା ନୀତିକାନ୍ତି ପାଇଁ ପୁଣି ସପ୍ତାହେ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଦୋଳ ପୂର୍ଣ୍ଣିମା ଏବଂ ହୋଲି ସମୟରେ ବଡ଼ ଠାକୁରଙ୍କ ସ୍ଵତନ୍ତ୍ର ନୀତିକାନ୍ତି ପାଇଁ ମାର୍ଚ୍ଚ ୯ରୁ ୧୫ ତାରିଖ ଯାଏଁ ବନ୍ଦ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଏସଟିଏ ଡେପୁଟି କମିଶନର ପ୍ରଦୀପ କୁମାର ମହାନ୍ତି ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ କଟକସ୍ଥିତ ଏସଟିଏ (ଷ୍ଟେଟ ଟ୍ରାନ୍ସପୋର୍ଟ ଅଥରିଟି) ର ଡେପୁଟି କମିଶନର ପ୍ରଦୀପ କୁମାର ମହାନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶୁକ୍ରବାର ଦିନ ପ୍ରଦୀପ ମହାନ୍ତିଙ୍କୁ...
Odisha Police

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପରୀକ୍ଷା ସ୍ଥଗିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ (ଓପିଆରବି) ପକ୍ଷରୁ ହେବାକୁ ଥିବା ଗ୍ରୁପ୍ ‘ବି’ ପରୀକ୍ଷାକୁ ସ୍ଥଗିତ ହୋଇଛି। ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଏହି ପରୀକ୍ଷା ସ୍ଥଗିତ...

ଜଷ୍ଟିସ୍‌ ହରୀଶ ଟଣ୍ଡନ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍‌ ହରୀଶ ଟଣ୍ଡନ। ସୁପ୍ରିମକୋର୍ଟ କୋଲେଜିୟମ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବା ପାଇଁ ତାଙ୍କ ନାମ ସୁପାରିସ କରିଛନ୍ତି। ସେ ବର୍ତ୍ତମାନ...

ଆଜିଠାରୁ ବିଧାନସଭା ବଜେଟ୍ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ: ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭା ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ। ଏଥିରେ ଆରମ୍ଭରୁ ହିଁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏନେଇ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।...

ଜାଗୁଆର ଫାଇଟର ଜେଟର ପ୍ରଥମ ମହିଳା ପାଇଲଟ ତନୁଷ୍କା ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରୋଷେଇ ଘରୁ ମହାକାଶ ଯାତ୍ରା ସବୁଠି ଆଗରେ ମହିଳା। ଆଜିର ନାରୀ ପ୍ରତ୍ୟେକ କ୍ଷେତ୍ରରେ ସଫଳତାର କାହାଣୀ ଲେଖୁଛନ୍ତି। ବର୍ତ୍ତମାନ ସେହି କାହାଣୀରେ ନୂଆ ଅଧ୍ୟାୟ ଲେଖିଛନ୍ତି ତନୁଷ୍କା ସିଂ। ୨୪...

କୋଟିପତି କରାଇଲା ମହାକୁମ୍ଭ: ଡଙ୍ଗା ଚଳାଇ ୩୦ କୋଟି ଟଙ୍କା ଆୟ କଲା ପରିବାର

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳା ଏକ ଅନନ୍ୟ ପରିବେଶ ସୃଷ୍ଟି କରିଥିଲା। ୪୫ ଦିନ ଧରି ଚାଲିଥିବା ମହାକୁମ୍ଭରେ ୬୫ କୋଟିରୁ ଅଧିକ ଭକ୍ତ ଆସି ସଙ୍ଗମରେ ବୁଡ଼ ପକାଇଥିଲେ।...

ସୁଭଦ୍ରା ଅପଡେଟ: ହିତାଧିକାରୀଙ୍କ ଖାତାକୁ ଆସିଲା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ଆସିଲା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ଆଜି, ଗୁରୁବାର ଦିନ ରାଜ୍ୟର ୨ ଲକ୍ଷ ୩୦ ହଜାର ହିତାଧିକାରୀ ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇଛନ୍ତି। ଆଉ...
RBI building

୨୦୨୪-୨୫ ଆର୍ଥିକ ବର୍ଷରେ ଭାରତରେ ୮ ଗୁଣ ବଢ଼ିଛି ବ୍ୟାଙ୍କ ଠକେଇ – ରିଜର୍ଭ ବ୍ୟାଙ୍କ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତରେ ଦ୍ରୁତ ଗତିରେ ବଢ଼ିଛି ବ୍ୟାଙ୍କ ଠକେଇ। ଗତ ଅର୍ଥିକ ବର୍ଷ ତୁଳନାରେ ଏ ବର୍ଷ ବ୍ୟାଙ୍କ ଠକେଇ ୮ ଗୁଣ ବଢ଼ିଛି। ଏନେଇ ଭାରତୀୟ...