Independence Day

ପଞ୍ଚାୟତ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପକ୍କାଘର ମରାମତି ପାଇଁ ହିତାଧିକାରୀଙ୍କୁ ମିଳିବ ୩ ହଜାର ଟଙ୍କା...

ଓଡ଼ିଶାଲାଇଭ୍ ବ୍ୟୁରୋ ଉପକୃତ ହେବେ ୩୦ ଲକ୍ଷ ପରିବାର ଖର୍ଚ୍ଚ ହେବ ୧୪ ଶହ ୪୪ କୋଟି ଘର ମରାମତି ପାଇଁ ୩ ହଜାର ଟଙ୍କା ସହାୟତା କେନ୍ଦ୍ରୀୟ ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ...

ଇତିହାସ ଆଇନାରେ ଜୟପୁର ଦଶହରା – ରୁପା ବିମାନରେ ବସି ୯ ଦିନ ସହର ପରିକ୍ରମା କରୁଥିଲେ ଦେବୀ...

ଓଡ଼ିଶାଲାଇଭ୍‌ ବ୍ୟୁରୋ ମହାରାଜା ବିକ୍ରମଦେବ ନିଜ ରାଜଧାନୀ ଜୟପୁରକୁ ଆଣିବା ପରେ ସେଠାରେ ପ୍ରତିଷ୍ଠା ପାଇଲେ ଦେବୀ କନକଦୁର୍ଗା। ସେବେଠାରୁ ଦେବୀଙ୍କ ଆରାଧନା ସହ ଜୟପୁରରେ ପାଳିତ ହୋଇ ଆସୁଛି ଶାରଦୀୟ ଦଶହରା। ଶସ୍ତ୍ରପୂଜା...

ଦିନେ ମା’ କଟକ ଚଣ୍ଡୀଙ୍କ ପୀଠ ଥିଲା କନିକା ରାଜାଙ୍କ ମେଣ୍ଢାଶାଳ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ସହରର ଅତ୍ୟନ୍ତ ପ୍ରାଚୀନତମ ଓ ଐତିହାସିକ ପୀଠ ଭାବେ ମା’ କଟକଚଣ୍ଡୀଙ୍କ ପୀଠ ବେଶ୍‌ ପରିଚିତ। ପ୍ରାଚୀନଯୁଗରୁ କଟକର ଅଧିଷ୍ଠାତ୍ରୀ ଦେବୀ ଭାବେ ମା’ କଟକ ଚଣ୍ଡୀଙ୍କୁ ପୂଜା କରାଯାଏ।...

କଟକ ଦଶରା’ – ଚାନ୍ଦିମେଢ଼ର ଏମିତି ଥିଲା ଇତିହାସ, ଝଲସୁଥିଲା ପାର୍ବଣର ସହର

ଓଡ଼ିଶାଲାଇଭ୍‌ ବ୍ୟୁରୋ ପାର୍ବଣର ସହର କଟକରେ ଦଶହରା ଉତ୍ସବର ଏକ ସୁଦୀର୍ଘ ଇତିହାସ ରହିଛି। ଏହି ଐତିହ୍ୟ ସହରରେ ବହୁ କାଳରୁ ଚାଲିଆସୁଛି ଦେବୀ ପୂଜାର ପରମ୍ପରା। କଟକ ଦଶରା’, ଚାନ୍ଦିମେଢ଼ ପଛରେ ରହିଛି...

ଆନ୍ଧ୍ରପ୍ରଦେଶ : ଗୋଟିଏ ପରିବାରର ୪ ଆଇପିଏସ୍ ଅଧିକାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ନାରାୟଣ ପାଢ଼ୀ): ୟୁପିଏସସି ପରୀକ୍ଷା ଦେବା ଏବଂ ସେଥିରେ ସଫଳତା ପାଇବାର ସ୍ଵପ୍ନ ସମସ୍ତଙ୍କର ପୂରା ହୋଇନଥାଏ। ଏଥିପାଇଁ କଠିନ ପରିଶ୍ରମ, ତ୍ୟାଗ ଓ ଦୃଢ଼ ଇଚ୍ଛାଶକ୍ତିର ଆବଶ୍ୟକ...

ସୁନ୍ଦରଗଡ଼ରେ ୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ, ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼: ସୁନ୍ଦରଗଡ଼ ରିଜର୍ଭ ପୋଲିସ ପଡ଼ିଆଠାରେ ୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍ ସତର୍କତା ଭିତରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ...

ଭାରତର ସ୍ୱାଧୀନତା ସଂଗ୍ରାମ ଓ ଆଜାଦ୍ ହିନ୍ଦ ଫୌଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ୨୦୦ ବର୍ଷ ଧରି ଇଂରେଜମାନଙ୍କ ଶାସନ ପରେ ୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ଭାରତ ସ୍ୱାଧୀନ ହୋଇଥିଲା। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସତ୍ୟ ଓ ଅହିଂସା ନୀତିରେ...

ଦେଶ ସ୍ଵାଧୀନ ହେବା ଆଗରୁ ୧୯୦୬ରେ ହୋଇଥିଲା ପ୍ରଥମ ତ୍ରିରଙ୍ଗା ପତାକା ଉତ୍ତୋଳନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ସାରା ଦେଶ ପାଳୁଛି ୭୫ତମ ସ୍ୱାଧୀନତା ଦିବସ। ପ୍ରତିଥର ଭଳି ଏଥର ମଧ୍ୟ ତ୍ରିରଙ୍ଗା ଉତ୍ତୋଳନ ହୋଇଛି। ତେବେ ଆପଣ ଜାଣନ୍ତି କି ବର୍ତ୍ତମାନ ତ୍ରିରଙ୍ଗାର ଯେଉଁ ସ୍ୱରୂପ ରହିଛି,...

ଭୁବନେଶ୍ଵରରେ ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ – ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବାକୁ କରାଇଲେ ସଂକଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଦେଶ ପାଳୁଛି ୭୫ତମ ସ୍ଵାଧୀନତା ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ଵରର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ...

ସ୍ଵାଧୀନତା ଦିବସରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ଵାନ – ଆତ୍ମନିର୍ଭର ଭାରତ ପାଇଁ ‘ସବ୍‌କା ପ୍ରୟାସ’ ଜରୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାଠାରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରି ଦେଶବାସୀକୁ ସମ୍ବୋଧିତ କରିଛନ୍ତି। ଭାରତକୁ ସ୍ଵାଧୀନ କରିବାରେ ବଳିଦାନ ଦେଇଥିବା ବୀର ଯବାନ ଏବଂ ମହାପୁରୁଷମାନଙ୍କୁ...