ମିଡିଆ ସାମ୍ରାଜ୍ୟର ବାଦଶାହ ରାମୋଜୀ ରାଓ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ମିଡିଆ ସାମ୍ରାଜ୍ୟର ବାଦଶାହ ପଦ୍ମବିଭୂଷଣ ରାମୋଜୀ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି। ରାମୋଜୀ ରାଓ, କେବଳ ଜଣେ ବ୍ୟକ୍ତି ନଥିଲେ, ଥିଲେ ଏକ ଅନୁଷ୍ଠାନ। ଗଣମାଧ୍ୟମ କ୍ଷେତ୍ରରେ ଆସିଥିବା...

ବରିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାୟକଙ୍କୁ ବେଦାନ୍ତର ୧୦ କୋଟି ଟଙ୍କାର ମାନହାନି ନୋଟିସ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବରିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାୟକଙ୍କୁ ବେଦାନ୍ତ କମ୍ପାନି ପକ୍ଷରୁ ମାନହାନି ନୋଟିସ ଦିଆଯାଇଛି। ସତ୍ୟ ପ୍ରକାଶଙ୍କ ବିରୋଧରେ ୧୦ କୋଟି ଟଙ୍କାର ମାନହାନି ମୋକଦ୍ଦମା କରିବା ପାଇଁ ଚେତାବନୀ...

ଆଇଆଇଏମସି ଢେଙ୍କାନାଳରେ ଡକ୍ଟର ମୃଣାଳ ଚାଟାର୍ଜୀଙ୍କ ଇଂରାଜୀ ପୁସ୍ତକ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଢେଙ୍କାନାଳ ସ୍ଥିତ ଭାରତୀୟ ଜନ ସଞ୍ଚାର ସଂସ୍ଥାନର (ଆଇଆଇଏମସି) ପ୍ରଫେସର ଡକ୍ଟର ମୃଣାଳ ଚାଟାର୍ଜୀଙ୍କ ଇଂରାଜୀ ପୁସ୍ତକ ‘ଅଣ୍ଡରଷ୍ଟାଣ୍ଡିଂ ମିଡିଆ ଇନ୍ ନ୍ୟୁ ନର୍ମାଲ ଟାଇମ୍ସ’ ଉନ୍ମୋଚିତ ହୋଇଛି। ବୁଧବାର ଅପରାହ୍ଣରେ...

ମେଡିସିନ କ୍ଷେତ୍ରରେ ଦୁଇ ଆମେରିକୀୟ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ବର୍ଷ ୨୦୨୪ ପାଇଁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ମେଡିସିନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୁଇ ଆମେରିକୀୟ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ସେମାନେ...

ଓପିଏସସି ପକ୍ଷରୁ ୩୯ଟି ଏସଡିଆଇପିଆରଓ ପଦବୀରେ ନିଯୁକ୍ତି ସୁଯୋଗ: ଆବେଦନର ଶେଷ ତାରିଖ ଅକ୍ଟୋବର ୩୦

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏସଡିଆଇପିଆରଓ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏହି ପଦବୀରେ ୩୯ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ମିଳିବ। ଏଥିପାଇଁ ହେବାକୁ ଥିବା...

‘ସମାଜ’ ପକ୍ଷରୁ ସାମ୍ବାଦିକତା ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ପ୍ରତିଯୋଗିତା ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ସମାଜ ଖବରକାଗଜର ୧୦୫ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାମ୍ବାଦିକତା ଛାତ୍ରଛାତ୍ରୀଙ୍କ ପାଇଁ ଏକ ବିଶେଷ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ରବିବାର ଦିନ ‘ସମାଜ’ ପକ୍ଷରୁ ଭୁବନେଶ୍ୱରର ଡିଏଭି ସ୍କୁଲ୍‌ ଅଫ୍‌ ବିଜିନେସ୍‌...

ସାମ୍ବାଦିକଙ୍କ ପାଇଁ ଗୋପବନ୍ଧୁ ସ୍ଵାସ୍ଥ୍ୟବୀମା ଯୋଜନା ଆଉ ବର୍ଷେ ବଢ଼ିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ଵାସ୍ଥ୍ୟବୀମା ଯୋଜନାର ଅବଧିକୁ ଆଉ ୧ ବର୍ଷ ବଢ଼ାଇଛନ୍ତି ରାଜ୍ୟ ସରକାର। ଯୋଜନା ଅନ୍ତର୍ଗତ ସାମ୍ବାଦିକଙ୍କ ୨୦୨୩ରେ ପଞ୍ଜୀକୃତ ହୋଇଥିବା ସ୍ୱାସ୍ଥ୍ୟବୀମା ଆଉ ବର୍ଷେ...

ଓଡ଼ିଶାର ବରିଷ୍ଠ ଫଟୋ ସାମ୍ବାଦିକ ଅନିଲ ପ୍ରସାଦ ମିଶ୍ରଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବରିଷ୍ଠ ଫଟୋ ସାମ୍ବାଦିକ ତଥା ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସିର ପ୍ରତିଷ୍ଠାତା ଅନିଲ ପ୍ରସାଦ ମିଶ୍ରଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...

ଆଇଆଇଏମ୍‌ସି ଢେଙ୍କାନାଳର ୩୨ତମ ପ୍ରତିଷ୍ଠା ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି) ଢେଙ୍କାନାଳର ୩୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ଶନିବାର ଏହି ଅବସରରେ ଅନୁଷ୍ଠାନରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଭୁବନେଶ୍ୱରସ୍ଥିତ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ୍...

ସରଳ ଏବଂ ଅମାୟିକ ବ୍ୟକ୍ତିତ୍ଵ ଥିଲେ ପ୍ରଦୀପ ସାର୍

ଶିଶିର ଭଟ୍ଟମିଶ୍ର ପ୍ରଦୀପ ସାର୍ (ଡକ୍ଟର ପ୍ରଦୀପ ମହାପାତ୍ର) କହିଲେ ''ତମେ କ’ଣ ସାମ୍ବାଦିକ ହେବ କି ହେ? ୟୁନିଭର୍ସିଟିରେ ଆଉ ଦି ବର୍ଷ ରହି ଇଲେକ୍ସନ ଫିଲେକ୍ସନରେ ମାତିବ ଆଉ ମଉଜ ମସ୍ତି...