ପବିତ୍ର ଘୋଷଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଦୁଇ ବର୍ଷ ପରେ ଭକ୍ତ-ଭଗବାନଙ୍କ ମଧ୍ୟରେ ହେଉଛି ମହାମିଳନ। ମନ୍ଦିରରୁ ବାହାରି ବଡ଼ଦାଣ୍ଡରେ ଦର୍ଶନ ଦେଇଛନ୍ତି ତିନିଠାକୁର। ଘୋଷଯାତ୍ରା ପାଇଁ ଚଳଚଞ୍ଚଳ...
ନୂଆଗାଁରୁ ପୁରୀକୁ ଗଡ଼ିଲା ଟ୍ରେନ୍, ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୟାଗଡ଼ ଜିଲ୍ଲା ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଯୋଡ଼ି ହେଲା ଆଉ ଏକ ନୂତନ ଅଧ୍ୟାୟ। ନେତ୍ର ଉତ୍ସବ ଅବସରରେ ବହୁ ପ୍ରତୀକ୍ଷିତ ନୟାଗଡ଼ ଜିଲ୍ଲା ନୂଆଗାଁଠାରୁ ପୁରୀକୁ ରେଳ ଚଳାଚଳର ଶୁଭାରମ୍ଭ ହୋଇଛି।...
ଆଜି ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଭକ୍ତ ଭିଡ଼, ଜୟ ଜଗନ୍ନାଥ ଧ୍ଵନିରେ କମ୍ପୁଛି ଶ୍ରୀକ୍ଷେତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହେଲା ବିଶ୍ଵପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା। ଭକ୍ତଙ୍କ ସମାଗମରେ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଆଉ ଭଗବାନ। ଲକ୍ଷାଧିକ ଭକ୍ତଙ୍କ ସମାବେଶରେ...
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ପଦବୀରୁ ଉଦ୍ଧବ ଠାକରେ ଇସ୍ତଫା ଦେବା ପରେ ମହାରାଷ୍ଟ୍ରରେ କିଛି ଦିନ ଧରି ଲାଗି ରହିଥିବା ରାଜନୈତିକ ହାଇଡ୍ରାମା ଉପରେ ଯବନିକା ପଡ଼ିଲା। ଏବେ ବିଜେପି ସମର୍ଥରେ ମହାରାଷ୍ଟ୍ରର ରାଜନୀତିର...
ଠକେଇ ଅଭିଯୋଗରେ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଡ଼ ଖବର ନ୍ୟୁଜ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)। ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବୁଧବାର ବିଳମ୍ବିତ ରାତିରେ ନୟାଗଡ଼...
ମହାରାଷ୍ଟ୍ରରେ ସରକାର ଗଢ଼ିବେ ଏକନାଥ ସିନ୍ଦେ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତା ଏବେ ନୂଆ ମୋଡ଼ ନେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେବା ପରେ ଏବେ ମହାରାଷ୍ଟ୍ରର କମାଣ ସମ୍ଭାଳିବେ ଏକନାଥ ସିନ୍ଦେ।
ଗତ କିଛି...
ଦେଶ ବିଦେଶରେ ଜଗନ୍ନାଥ- ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୨୨)
ଡକ୍ଟର ଫକୀର ମୋହନ ନାହାକ
‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ରରେ ଚାଲିଥିବା ରାଜନୀତି ମହାନାଟକର ଅନ୍ତ ଘଟିଲା। ଫ୍ଳୋର ଟେଷ୍ଟକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେଲେ। ଫେସବୁକ୍ ଲାଇଭରେ ମୁଖ୍ୟମନ୍ତ୍ରୀ ପଦରୁ...
ଖୁବଶୀଘ୍ର ଦୁବାଇରୁ ଭୁବନେଶ୍ଵରକୁ ସିଧାସଳଖ ବିମାନ ସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ଖୁବଶୀଘ୍ର ଦୁବାଇରୁ ଭୁବନେଶ୍ୱରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏନେଇ ଦୁବାଇରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ। ଭୁବନେଶ୍ୱରରୁ ଦୁବାଇ ଏବଂ ଦୁବାଇରୁ ଭୁବନେଶ୍ୱର ସିଧାସଳଖ ବିନା ଅପେକ୍ଷାରେ...
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଜାମିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ସନସାଇନ୍ ପବ୍ଳିକ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଜାମିନ ମିଳିଛି। ଦୁଇ ସପ୍ତାହ ପାଇଁ ଗୋବିନ୍ଦଙ୍କୁ ହାଇକୋର୍ଟ...





















