ସ୍ୱାଭିମାନ ଅଞ୍ଚଳରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳ ଗସ୍ତରେ ଯାଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିଛନ୍ତି। ଗସ୍ତ ସମୟରେ ପାନୀୟଜଳ ନିମନ୍ତେ ମେଗା ପ୍ରକଳ୍ପ,...
ଦର୍ପଣ ଦେଖା
ପ୍ରଫେସର ସଞ୍ଜୟ ଶତପଥୀ
'ତୃଣାଦପି’ – ‘ବିନମ୍ରତାର ବିଭବ’ ପ୍ରଫେସର ସଞ୍ଜୟ ଶତପଥୀଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ପ୍ରଫେସର ଶତପଥୀ ତାଙ୍କ ଜୀବନର ବିଭିନ୍ନ ସ୍ମୃତି ଉପସ୍ଥାପନ କରୁଛନ୍ତି।
(ଭାଗ – ୬)
ଦେଖି ଦେଖିବା, ଦେଖି ନ ଦେଖିବା, ନ ଦେଖି ଦେଖିବା ଏମିତି କେତେ ପ୍ରକାରର ଦୃଶ୍ୟ। ଖୋଲା ଆଖିରେ ପ୍ରକାରେ, ମୁଜିଲା ଆଖିରେ ପ୍ରକାରେ। ଆଖିକୁ ଦେଖାରଖା...
ମାହାଙ୍ଗା ହତ୍ୟାକାଣ୍ଡ: ଏକା ମାରି ଦେଲେ ୫ ଜଣଙ୍କୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ରକ୍ତ ସମ୍ପର୍କର ମହତ୍ଵ ଭୁଲି ଯାଇ ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ। କେବଳ ଭାଇ ନୁହେଁ, ଭାଇର ପୁରା ପରିବାରକୁ କଟୁରୀରେ ହାଣି ପ୍ରତିଶୋଧ ନେଲା ସାନ ଭାଇ।
କଟକ...
ନବରଙ୍ଗପୁରରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ନବରଙ୍ଗପୁର ଜିଲ୍ଲାରେ ଶୁକ୍ରବାର ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା। ଜିଲ୍ଲାର ଦୁର୍ଗମ ଅଞ୍ଚଳର ରୋଗୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।
ଜିଲ୍ଲାର...
ପୁରୁଷ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
କଳିଙ୍ଗ ଷ୍ଟାଡିୟମଠାରେ ୨୦୨୩ ପୁରୁଷ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ୨୦୨୩ ଜାନୁଆରି ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ...
ବିଶ୍ୱକଳା ଦିବସ: ବୃହତ ଚିତ୍ର ଆଙ୍କି ବିଖ୍ୟାତ ଚିତ୍ରଶିଳ୍ପୀ ଲିଓନାର୍ଡୋ ଡା ଭିଞ୍ଚିଙ୍କୁ ଶ୍ରଦ୍ଧାଞ୍ଜଳି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ୱ ବିଖ୍ୟାତ ଚିତ୍ରଶିଳ୍ପୀ ଲିଓନାର୍ଡୋ ଡା ଭିଞ୍ଚିଙ୍କ ଜନ୍ମଦିନ ଏପ୍ରିଲ ୧୫ ତାରିଖରେ ବିଶ୍ୱକଳା ଦିବସ ପାଳନ କରାଯାଉଛି। ଏଥିପାଇଁ ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ହୋଇଛି ଏକ...
ଖବର ସଂଗ୍ରହରେ ଇଣ୍ଟରନେଟ୍, ଈଟିଭିର ଡିଏନ୍ଜି ପରୀକ୍ଷଣ – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ ୧୨)
ଡକ୍ଟର ଫକୀର ମୋହନ ନାହାକ
‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...
କାର୍ଯ୍ୟକାଳ ପୂର୍ବରୁ କ୍ଷମତା ହରାଉଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ: ପୂର୍ବରୁ ଅନେକ, ଏବେ ଇମ୍ରାନ ଖାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଯିଏ ବି ପାକିସ୍ତାନ ପ୍ରଧାନମନ୍ତ୍ରୀ ଗାଦିରେ ବସୁଛନ୍ତି, ସ୍ଵଳ୍ପ ସମୟ ମଧ୍ୟରେ କ୍ଷମତା ହରାଉଛନ୍ତି। ବର୍ଷ ବର୍ଷ ଧରି ଚାଲିଆସୁଥିବା ଏହି ପରମ୍ପରାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ବଦଳରେ ଆଗକୁ ବଢ଼ିଚାଲିଛି।
ପଡ଼ୋଶୀ ପାକିସ୍ତାନ...
ନୟାଗଡ଼ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ ଭି କେ ପାଣ୍ଡିଆନ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି କେ ପାଣ୍ଡିଆନ ଗୁରୁବାର ନୟାଗଡ଼ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଗସ୍ତ ଅବସରରେ ନୟାଗଡ଼ ଜିଲ୍ଲା କଣ୍ଟିଲୋଠାରେ ଅବସ୍ଥିତ ନୀଳମାଧବ...
ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ଅହଲ୍ୟା ଉଦ୍ଧାର ଓ ଗଙ୍ଗାପାର ବେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ଅବସ୍ଥାପିତ ପ୍ରଭୁ ଶ୍ରୀରଘୁନାଥ ଜୀଉଙ୍କ ନବମୀ ଉତ୍ସବରେ ଭଗବାନ ଶ୍ରୀରାମଚନ୍ଦ୍ରଙ୍କ ଅହଲ୍ୟା ଉଦ୍ଧାର ଓ ଗଙ୍ଗାପାର ବେଶ ଅନୁଷ୍ଠିତ ହୋଇଛି। ଶ୍ରୀଜୀଉଙ୍କର ଏହି ମନୋରମ ଓ ଦୁର୍ଲଭ...





















