ସରିଲା ପୌର ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ୬୫ ପ୍ରତିଶତରୁ ଅଧିକ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ମୋଟ ୧୦୬ଟି ପୌରପାଳିକା ଏବଂ ବିଜ୍ଞପିତ ଅଞ୍ଚଳ ଓ ୩ଟି ମହାନଗର ନିଗମରେ ନିର୍ବାଚନ ଲାଗି ମତଦାନ ଶେଷ ହୋଇଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ କରିଥିଲେ...

ଆଇପିଏଲ୍‌ରେ ବଡ଼ ପରିବର୍ତ୍ତନ: ସିଏସ୍‌କେର ଅଧିନାୟକ ପଦ ଛାଡ଼ିଲେ ମହେନ୍ଦ୍ର ସିଂ ଧୋନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍‌)ରେ ବଡ଼ ଧରଣର ପରିବର୍ତ୍ତନ ହୋଇଛି। ଗୁରୁବାର ମହେନ୍ଦ୍ର ସିଂ ଧୋନୀ ଚେନ୍ନାଇ ସୁପର କିଙ୍ଗସ୍(ସିଏସ୍‌କେ)ର ଅଧିନାୟକ ପଦବୀ ଛାଡ଼ିଛନ୍ତି। ଧୋନୀ ୨୦୦୮ ମସିହାରୁ ସିଏସ୍‌କେର ଅଧିନାୟକ ରହିଛନ୍ତି।...

ଭୁବନେଶ୍ଵରରେ ଭୋଟ ଦେଲେ ବିଏମ୍‌ସି ମେୟର ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ   ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ପୌର ନିର୍ବାଚନ ପାଇଁ ମତଦାନ ଚାଲିଛି। ଭୁବନେଶ୍ଵର ମହାନଗର ନିଗମର ମେୟର ପ୍ରାର୍ଥୀମାନେ ନିଜ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ବିଜେଡି ମେୟର ପ୍ରାର୍ଥୀ...

ପୌର ନିର୍ବାଚନ: ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚାଲି ଚାଲି ଆସି ଭୋଟ ଦେଇଥିବା ଦେଖିବାକୁ ମିଳିଛି। ଜଣେ ସାଧାରଣ ନାଗରିକ ଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଚାଲିଛି ପୌର ନିର୍ବାଚନ ଲାଗି ମତଦାନ: ଦିନ ୧୧ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ମୋଟ ୧୦୬ଟି ପୌରପାଳିକା ଏବଂ ବିଜ୍ଞପିତ ଅଞ୍ଚଳ ଓ ୩ଟି ମହାନଗର ନିଗମରେ ନିର୍ବାଚନ ଲାଗି ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି...

ମାର୍ଚ୍ଚ ୨୮ରୁ ଖୋଲିବ ଅଙ୍ଗନବାଡି କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଆସନ୍ତା ମାର୍ଚ୍ଚ ୨୮ ତାରିଖରୁ ଖୋଲିବ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। ୩ରୁ ୬ ବର୍ଷର ଶିଶୁମାନଙ୍କ ପାଇଁ ସକାଳ...

ରାତି ପାହିଲେ ପୌର ନିର୍ବାଚନ: ଦୁଇଥର ଭୋଟ ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠନ

ଓଡ଼ିଶାଲାଇଭ୍ ବ୍ୟୁରୋ   ରାତି ପାହିଲେ ପୌର ନିର୍ବାଚନ। ସହରୀ ଭୋଟର ନିଜ ନିଜର ନେତା ବାଛିବେ। ମାର୍ଚ୍ଚ ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଏଥିପାଇଁ ସରକାରଙ୍କ...

ଏପ୍ରିଲରୁ ପୁଣି ମଧ୍ୟାହ୍ନ ଭୋଜନ ଖାଇବେ ସ୍କୁଲ ପିଲା

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ମହାମାରୀ ପାଇଁ ଦୁଇ ବର୍ଷ ଧରି ରାଜ୍ୟର ସମସ୍ତ ସ୍କୁଲରେ ବନ୍ଦ ରହିଥିଲା ମଧ୍ୟାହ୍ନ ଭୋଜନ। ଧୀରେ ଧୀରେ କୋଭିଡ ପ୍ରଭାବ କମିଥିବାରୁ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି...

ଜେଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ବାଣପୁର ଜେଏମ୍ଏଫସି କୋର୍ଟ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ ଖାରଜ କରିବାରୁ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି। ମଙ୍ଗଳବାର ବାଣପୁର ପୋଲିସ୍ ତାଙ୍କୁ...

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ବଢ଼ିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ। ଲଗାତର ଦ୍ଵିତୀୟ ଦିନରେ ଡିଜେଲ ଓ ପେଟ୍ରୋଲ ମୂଲ୍ୟରେ ବୃଦ୍ଧି ହୋଇଛି। ଗତକାଲି ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରେ ପେଟ୍ରୋଲ ଏବଂ ଡିଜେଲ...