International

depression

ରିୟାଦରେ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା: ସ୍ଵାମୀଙ୍କ ଦୁଃଖ ଦେଖି ପ୍ରାଣ ହରାଇଲେ ସ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଉଦି ଆରବର ରିୟାଦଠାରେ ନିର୍ଯାତନାର ଶିକାର ହୋଇଥିବା ଖୋର୍ଦ୍ଧା ଜିଲ୍ଲାର ଅଭିମନ୍ୟୁ ସାମନ୍ତରାୟକଙ୍କ ଉଦ୍ଧାର ପାଇଁ ପଦକ୍ଷେପ ନେଲା ରିୟାଦରେ ଥିବା ଭାରତୀୟ ଦୂତାବାସ। ବିଦେଶରୁ ପୁଣି ଆସିଲା ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା...

ବିମାନ ଦୁର୍ଘଟଣା: ମୃତ୍ୟୁ କବଳରୁ ୪୦ ଦିନ ପରେ ୪ ଶିଶୁ ଉଦ୍ଧାର

ଓଡ଼ିଶାଲାଇଭ୍ ବ୍ୟୁରୋ କୁହାଯାଏ ‘ରଖେ ରହି ତ ମାରେ କିଏ…’ ଏକ ଭୟଙ୍କର ବିମାନ ଦୁର୍ଘଟଣାର ୪୦ ଦିନ ପରେ ୪ ଶିଶୁ ଆମାଜନ ଜଙ୍ଗଲ ଭିତରୁ ଜୀବନ୍ତ ଉଦ୍ଧାର ହେବା ଘଟଣା ସମସ୍ତଙ୍କୁ...

ବାହାରିନର ଇସ୍କନ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ସ୍ନାନ ପୂର୍ଣ୍ଣିମା

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାରିନର ମନାମା ସ୍ଥିତ ଇସ୍କନ ଜଗନ୍ନାଥ ମନ୍ଦିରରେ ପବିତ୍ର ସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ବାହାରିନ ଓଡ଼ିଆ ସମାଜର ସହଯୋଗରେ ଏଠାରେ ପାରମ୍ପାରିକ ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ପାଳନ...

ବିଲାଓ୍ଵଲ ଭୁଟ୍ଟୋ ହେବେ ପାକିସ୍ତାନ ପ୍ରଧାନମନ୍ତ୍ରୀ!

ଓଡ଼ିଶାଲାଇଭ୍ ବ୍ୟୁରୋ ପାକିସ୍ତାନ ସେନାର ସମର୍ଥନରେ ବୈଦେଶୀକ ବ୍ୟାପାର ମନ୍ତ୍ରୀ ହୋଇଥିଲେ ବିଲାଓ୍ଵଲ ଭୁଟ୍ଟୋ ଜର୍ଦାରୀ। ଏବେ ତାଙ୍କୁ ପ୍ରଧାନମନ୍ତ୍ରୀ ଗାଦିରେ ବସାଇବାକୁ ସେନା ମନ ବଳାଇଛି। ପାକିସ୍ତାନରେ ଦେଖାଦେଇଥିବା ରାଜନୈତିକ ଅସ୍ଥିରତା ଚରମ ସୀମାରେ...

କରୋନା ପରେ ବିଶ୍ଵ ମହାମାରୀ ତାଲିକାରୁ ହଟିଲା ମଙ୍କିପକ୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ କରୋନା ପରେ ବିଶ୍ଵ ମହାମାରୀ ତାଲିକାରୁ ମଙ୍କିପକ୍ସକୁ ବାଦ ଦିଆଯାଇଛି। ଏନେଇ ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁବାର ଦିନ ଘୋଷଣା କରାଯାଇଛି। ବିଶ୍ଵରେ ମଙ୍କିପକ୍ସ ସଂକ୍ରମଣ ହ୍ରାସ ପାଇଛି। ବର୍ତ୍ତମାନ ଏହା...

ଇମ୍ରାନ ଖାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀକୁ ବେଆଇନ ବୋଲି ଦର୍ଶାଇବା ସହ ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ଗୁରୁବାର ଦିନ ନିର୍ଦ୍ଦେଶ ଦେଇଛନ୍ତି ପାକିସ୍ତାନ ସୁପ୍ରିମକୋର୍ଟ। ଏହାର କିଛି ସମୟ ପୂର୍ବରୁ...
IMRAN KHAAN

ଇମ୍ରାନ ଖାନଙ୍କ ଗିରଫଦାରୀ ବେଆଇନ – ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀକୁ ବେଆଇନ ବୋଲି ଦର୍ଶାଇଛନ୍ତି ପାକିସ୍ତାନ ସୁପ୍ରିମକୋର୍ଟ। ଏକ ଘଣ୍ଟା ମଧ୍ୟରେ ଇମ୍ରାନଙ୍କୁ କୋର୍ଟରେ ହାଜର କରାଇବା ପାଇଁ ଗୁରୁବାର ଦିନ ନିର୍ଦ୍ଦେଶ ଦେଇଛନ୍ତି...

ଇମ୍ରାନଙ୍କ ଗିରଫ ପରେ ପାକିସ୍ତାନରେ ଗୃହଯୁଦ୍ଧ ପରିସ୍ଥିତି

ଓଡ଼ିଶାଲାଇଭ୍ ବ୍ୟୁରୋ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହେବା ପରେ ଦେଶରେ ଗୃହଯୁଦ୍ଧ ଭଳି ପରିସ୍ଥିତି ଉପୁଜିଛି। ଇମ୍ରାନଙ୍କ ସମର୍ଥକମାନେ ଅସନ୍ତୋଷ ଜାହିର କରିଛନ୍ତି। ବିଭିନ୍ନ ସ୍ଥାନରେ ଭଙ୍ଗାରୁଜା ସହ ନିଆଁ...

କଣ୍ଟା ଆସନରେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ପାକିସ୍ତାନ ପ୍ରଧାନମନ୍ତ୍ରୀ ଚୌକି ଏମିତି କଣ୍ଟକିତ ଆସନ, ଏଠି ଯିଏ ବି ବସିଛି ସିଏ ଲହୁଲୁହାଣ ହୋଇଛି। କ୍ଷମତାଚ୍ୟୁତ ହେବାର ପ୍ରାୟ ବର୍ଷକ ପରେ ଗିରଫ ହୋଇଛନ୍ତି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ...

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହୋଇଛନ୍ତି। ମଙ୍ଗଳବାର ଦିନ ତାଙ୍କୁ ଇସଲାମାବାଦ ହାଇକୋର୍ଟ ବାହାରୁ ଗିରଫ କରାଯାଇଛି। ପାକିସ୍ତାନୀ ରେଞ୍ଜର ବାହିନୀର ସୈନ୍ୟମାନେ ଇମ୍ରାନଙ୍କୁ ଗିରଫ କରି ହାଜତକୁ...