International

ରସାୟନ ବିଜ୍ଞାନରେ ୩ ଜଣ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/akjkkAqzCDI ମେଡିସିନ ଓ ପଦାର୍ଥ ବିଜ୍ଞାନ ପରେ ୨୦୨୫ ପାଇଁ ରସାୟନ ବିଜ୍ଞାନରେ ନୋବେଲ ବିଜେତାଙ୍କ ନାଁ ଘୋଷଣା କରାଯାଇଛି। ଚଳିତ ବର୍ଷ ଏହି କ୍ଷେତ୍ରରେ ତିନି ଜଣ ବୈଜ୍ଞାନିକଙ୍କୁ ନୋବେଲ କମିଟି...

ପଦାର୍ଥ ବିଜ୍ଞାନରେ ୩ ଜଣ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ମେଡିସିନ ପରେ ୨୦୨୫ ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ବିଜେତାଙ୍କ ନାଁ ଘୋଷଣା କରାଯାଇଛି। ଚଳିତ ବର୍ଷ ଏହି କ୍ଷେତ୍ରରେ ତିନି ଜଣ ବୈଜ୍ଞାନିକଙ୍କୁ ନୋବେଲ କମିଟି ପକ୍ଷରୁ ଚୟନ କରାଯାଇଛି।  ସେମାନେ...

ଅକ୍ଟୋବର ୨୬ରୁ ଭାରତରୁ ଚୀନକୁ ସିଧାସଳଖ ବିମାନ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ଦିନର ଅପେକ୍ଷା ପରେ ଭାରତ ଏବଂ ଚୀନର ସମ୍ପର୍କରେ ନୂଆ ଉଡ଼ାଣ ଭରିବାକୁ ଯାଉଛି। ପାଞ୍ଚ ବର୍ଷ ପରେ ଭାରତ-ଚୀନ ମଧ୍ୟରେ ପୁଣି ଆରମ୍ଭ ହେବାକୁ ଯାଉଛି ସିଧାସଳଖ ବିମାନ...

ଜେନ ଜି ଆନ୍ଦୋଳନରେ ମୃତ ବ୍ୟକ୍ତିଙ୍କୁ ସହିଦ ଘୋଷଣା କଲେ ନେପାଳ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ଜେନ ଜି ଆନ୍ଦୋଳନରେ ପ୍ରାଣ ହରାଇଥିବା ବ୍ୟକ୍ତିକୁ ସହିଦ ଘୋଷଣା କଲେ ନେପାଳ ସରକାର। ଦେଶର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ନିଜର ପ୍ରଥମ ଜାତୀୟ ସମ୍ବୋଧନ...

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ସୁଶୀଳା କାର୍କୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/DygTRpszmFc ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ସୁଶୀଳା କାର୍କୀ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ। ୨୦୨୬ ମାର୍ଚ୍ଚ...

ତେଜୁଛି ବିବାଦ: ନେପାଳକୁ ବିମାନ ଉଡ଼ାଣ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/fd-qT4_Yuho ନେପାଳରେ ଜେନ ଜିଙ୍କ ଆନ୍ଦୋଳନ ଯୋଗୁଁ ସ୍ଥିତି ଅଣାୟତ୍ତ ହେବାରେ ଲାଗଛି। ନେପାଳରେ ଦେଖାଦେଇଛି ରାଜନୈତିକ ଅସ୍ଥିରତା। ହିଂସାର ନିଆଁରେ ଜଳୁଛି ଚାରିଆଡ଼। ଏହାରି ମଧ୍ୟରେ ଭାରତରୁ ନେପାଳକୁ ସବୁ ଉଡ଼ାଣ...

ହିଂସାରେ ଜଳୁଛି ନେପାଳ: ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/JAcsadMjpek ଇସ୍ତଫା ଦେଇଛନ୍ତି ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି। ସୋସିଆଲ ମିଡିଆ ବ୍ୟାନକୁ ନେଇ ସରକାରଙ୍କ ବିରୋଧରେ ଆରମ୍ଭ ହୋଇଥିବା ଜେନ୍-ଜି ବା ଯୁବପିଢ଼ିଙ୍କ ଆନ୍ଦୋଳନ ଉଗ୍ର ରୂପ ଧାରଣ କରିବା...

ରୁଷରେ ବିକଶିତ ହେଲା ଦୁନିଆର ପ୍ରଥମ କ୍ୟାନ୍ସର ଭ୍ୟାକ୍ସିନ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/Jy8zmpmKA4o ରୁଷରେ ବିକଶିତ ହେଲା ଦୁନିଆର ପ୍ରଥମ କ୍ୟାନସର ଭ୍ୟାକ୍ସିନ୍ ‘ଏଣ୍ଟେରୋମିକ୍ସ’। ଏହାର ସଫଳ କ୍ଲିନିକାଲ ଟ୍ରାଏଲ ମଧ୍ୟ କରାଯାଇଛି। ଏହି ଟିକା କୋଲୋରେକ୍ଟାଲ୍, ଗ୍ଲିଓବ୍ଲାଷ୍ଟୋମା ଏବଂ ମେଲାନୋମା କର୍କଟ ଉପରେ ପ୍ରଭାବଶାଳୀ...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/8GXA70g4DqI ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କ ବା ଟାରିଫ ନୀତି ଯୋଗୁଁ ସମ୍ପ୍ରତି ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟିକ ଉତ୍ତେଜନା ଲାଗି ରହିଛି। ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଆମଦାନୀ...

ଏହି ହ୍ରଦରେ ପୃଥିବୀର ସର୍ବାଧିକ ମଧୁର ଜଳ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/9CfiHq7l5Gg ଆମେ ସମସ୍ତେ ଜାଣିଥିବା ପୃଥିବୀରେ ଜଳରୁ ୯୭ ଭାଗ ହେଉଛି ସମୁଦ୍ରର ଲୁଣି ପାଣି, ମାତ୍ର ୩ ପ୍ରତିଶତ ମଧୁର ଜଳ। ସେହି ମଧୁର ଜଳର ଦୁଇ-ତୃତୀୟାଂଶ ପୃଥିବୀର ୨ ମେରୁରେ...