ନେଦରଲାଣ୍ଡରେ କାର୍ତ୍ତିକ ପୂର୍ଣ୍ଣିମା ପାଳିଲେ ପ୍ରବାସୀ ଓଡ଼ିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ନେଦରଲାଣ୍ଡରେ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରିଛନ୍ତି ପ୍ରବାସୀ ଓଡ଼ିଆ। ରବିବାର ହୁଫଡ୍ରଫ୍ ସହରରେ ନେଦରଲାଣ୍ଡ ଓଡ଼ିଆ ସୋସିଓ କଲ୍ଚରାଲ୍ ଆସୋସିଏସନ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନେଦରଲାଣ୍ଡ ସ୍ଥିତ ଭାରତୀୟ...
ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶାର ‘ମିଶନ ଶକ୍ତି’ ମହିଳାଙ୍କ ହାତ ତିଆରି ଉତ୍ପାଦର ଚାହିଦା
ଓଡ଼ିଶାଲାଇଭ୍ ବ୍ୟୁରୋ
କନ୍ଧମାଳ ହଳଦୀ, ବିଭିନ୍ନ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟ, କାଇଁଚ ଓ ସବାଇ ଘାସରୁ ପ୍ରସ୍ତୁତ ଜିନିଷ କିଣିବାକୁ ଲୋକଙ୍କ ଆଗ୍ରହ।
(ନୂଆଦିଲ୍ଲୀ/ଭୁବନେଶ୍ୱର): ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଚାଲିଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ...
ଲଣ୍ଡନ ୱାର୍ଲଡ ବୁକ୍ ଅଫ୍ ରେକର୍ଡରେ ବାଲେଶ୍ଵର ମାଟିର ପୁଅ ଡକ୍ଟର ପଙ୍କଜ କୁମାର ଜେନା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବିଶ୍ଵସ୍ତରୀୟ ରେକର୍ଡରେ ସ୍ଥାନ ପାଇଛନ୍ତି ବାଲେଶ୍ୱର ମାଟିର ପୁଅ ଡକ୍ଟର ପଙ୍କଜ କୁମାର ଜେନା। ସେ ବାହାର କରିଥିବା ନୂତନ ନୈତିକତା ଶିକ୍ଷା ପଦ୍ଧତି ଲଣ୍ଡନ...
ଆଜିଠୁ ଆରମ୍ଭ ହେଉଛି ଜି-୨୦ ସମ୍ମିଳନୀ: ବ୍ରାଜିଲରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବ୍ରାଜିଲର ରିଓ ଡି ଜେନେରିଓରେ ସୋମବାରଠାରୁ ଆରମ୍ଭ ହେଉଛି ୧୯ତମ ଜି-୨୦ ସମ୍ମିଳନୀ। ଏଥିରେ ଯୋଗଦେବା ପାଇଁ ବ୍ରାଜିଲରେ ପହଞ୍ଚିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବ୍ରାଜିଲ ରାଷ୍ଟ୍ରପତି ଲୁଇ ଇନାସିଓ...
ଇରାକରେ ଆସିବ ବାଲ୍ୟ ବିବାହ ପ୍ରଥା! ୯ ବର୍ଷ ବୟସରୁ ଝିଅଙ୍କୁ ବିବାହ କରାଇବାକୁ ପ୍ରସ୍ତାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଇରାକରେ ଲାଗୁ ହେବ ବାଲ୍ୟ ବିବାହ ପ୍ରଥା। ଏବେ ଏଠାରେ ଝିଅମାନଙ୍କ ବିବାହ ବୟସ ୧୮ ବର୍ଷରୁ କମାଇ ୯ ବର୍ଷ କରିବା ପାଇଁ ଯୋଜନା ଚାଲିଛି। ଏ ନେଇ ଆଇନ...
ବାହାରିନରେ ବୋଇତ ବନ୍ଦାଣ କଲେ ପ୍ରବାସୀ ଓଡ଼ିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବାହାରିନ ପ୍ରବାସୀ ଓଡ଼ିଆଙ୍କ ଦ୍ଵାରା ଆୟୋଜିତ ହୋଇଛି ବୋଇତ ବନ୍ଦାଣ ଉତ୍ସବ। ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାର ସ୍ମୃତି ସ୍ୱରୂପ ଏହି ପର୍ବକୁ ପାରମ୍ପରିକ ରୀତିନୀତି ସହିତ...
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କ ସହ ହେବ ଆଲୋଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ସିଙ୍ଗାପୁର ଗସ୍ତରେ ବାହାରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଗସ୍ତରେ ସେ ସିଙ୍ଗାପୁରରେ ଏକାଧିକ ଶିଳ୍ପପତି ଓ ନିବେଶକଙ୍କ ସହ ସାକ୍ଷାତ କରିବେ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଏଠାରେ ଆଲୋଚନା...
ଟ୍ରମ୍ପଙ୍କ କ୍ୟାବିନେଟରେ ୨ ହିନ୍ଦୁ: ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିବେ ବିବେକ ରାମସ୍ୱାମୀ ଓ ତୁଳସୀ ଗାବାର୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୫ ଜାନୁଆରୀ ମାସରେ ଶପଥ ନେବାଙ୍କୁ ଯାଉଛନ୍ତି ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏବେ ନିଜ ଦ୍ୱିତୀୟ ପାଳିର କ୍ୟାବିନେଟ ଗଠନରେ ଲାଗିଛନ୍ତି ଟ୍ରମ୍ପ। କେଉଁମାନେ ତାଙ୍କ କ୍ୟାବିନେଟରେ...
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମିଳିବ ଡୋମିନିକାର ସର୍ବୋଚ୍ଚ ନାଗରିକ ସମ୍ମାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଡୋମିନିକାର ସର୍ବୋଚ୍ଚ ନାଗରିକ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଡୋମିନିକା ସରକାର ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ନିଜ ଦେଶରେ ସର୍ବୋଚ୍ଚ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍ ଅନର’ ଦେବାକୁ ନିଷ୍ପତ୍ତି...
ଡାଏବେଟିସକୁ କେମିତି କରିବେ ନିୟନ୍ତ୍ରଣ?
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=H1VeLUxoCWs
ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ଏବେ ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଉଛି। ଏଥିମଧ୍ୟରୁ ସବୁଠାରୁ ବଡ଼ ସମସ୍ୟା ପାଲଟିଛି ଡାଏବେଟିସ୍। ଏବେ ଘରେ ଘରେ କାହାକୁ ନା...





















