ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ: ଅଶ୍ଵିନଙ୍କ ଶତକ, ପ୍ରଥମ ଦିନ ଟିମ୍ ଇଣ୍ଡିଆର ସ୍କୋର ୩୩୯/୬
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଗୁରୁବାରଠାରୁ ଆରମ୍ଭ ହୋଇଛି। ଚେନ୍ନାଇରେ ଖେଳାଯାଉଥିବା ଏହି ଟେଷ୍ଟରେ ଦମଦାର ବ୍ୟାଟିଂ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ପ୍ରଥମ ଦିନ ଖେଳ...
ନାମ୍ବିଆ ପରେ ଏବେ ଜିମ୍ବାୱେ: ମରାଯିବ ୨୦୦ ହାତୀ, ଜାଣନ୍ତୁ କାହିଁକି?
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୦ ହାତୀଙ୍କୁ ହତ୍ୟା କରିବ ଜିମ୍ବାୱେ। ଆଉ ତାହା ପୁଣି ପେସାଦର ଶିକାରୀ ଓ ବନ ଅଧିକାରୀଙ୍କ ସହାୟତାରେ। ଖାଲି ହତ୍ୟା କରାଯିବନି, ସେମାନଙ୍କ ମାଂସକୁ ଦେଶରେ ଖାଇବାକୁ ପାଉ ନଥିବା...
‘ୱାର୍ଲ୍ଡ ସ୍କିଲ୍ସ-୨୦୨୪’ରେ ଓଡ଼ିଶାକୁ ମିଳିଲା ଦୁଇଟି ପଦକ: ସଫଳ ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଫ୍ରାନ୍ସର ଲିଓନଠାରେ ଆୟୋଜିତ ୪୭ତମ ବିଶ୍ୱ ଦକ୍ଷତା ବା 'ୱାର୍ଲ୍ଡ ସ୍କିଲ୍ସ-୨୦୨୪' ପ୍ରତିଯୋଗିତାରେ ଚମକିଛନ୍ତି ଟିମ୍ ଓଡ଼ିଶାର ପ୍ରତିଯୋଗୀ। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ଦୁଇ ପ୍ରତିଯୋଗୀ ଅମରେଶ କୁମାର ସାହୁ...
ନୂଆଦିଲ୍ଲୀରେ ‘ଗ୍ଲୋବାଲ୍ ବାୟୋ ଇଣ୍ଡିଆ’: ‘ବ୍ଲୁ ଇକୋନମି’ ଶୀର୍ଷକ ଅଧିବେଶନରେ ଓଡ଼ିଶାର ଉପସ୍ଥାପନା
ଓଡ଼ିଶାଲାଇଭ୍ ବ୍ୟୁରୋ
‘‘ସାମୁଦ୍ରିକ ଅର୍ଥନୀତି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହେବ ଓଡ଼ିଶା’’
ଭାରତୀୟ ଅର୍ଥନୀତିକୁ ଆଗାମୀ ଦିନରେ ବାୟୋଟେକ୍ନୋଲୋଜି କ୍ଷେତ୍ର ସମୃଦ୍ଧ କରିବାକୁ ଯାଉଛି। ଏଥିରେ ସାମୁଦ୍ରିକ ଜୈବ-ସମ୍ବଳ ପ୍ରମୁଖ ଭୂମିକା ଗ୍ରହଣ କରିବ।...
ଜାଣନ୍ତୁ କାହିଁକି ଛାତ୍ରଛାତ୍ରୀଙ୍କୁ ବାଧ୍ୟତାମୂଳକ ମିଲିଟାରୀ ଟ୍ରେନିଂ ଦେବାକୁ ଚାହୁଁଛି ଚୀନ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ପଡ଼ୋଶୀ ଦେଶ ଚୀନ ପାଇଁ ନିଜ ସୀମା ସୁରକ୍ଷା ଚିନ୍ତାର ବିଷୟ ପାଲଟିଛି। ଚୀନର ସୀମା ୧୦ରୁ ଅଧିକ ଦେଶକୁ ଲାଗି ରହିଛି। ଭାରତ ସମେତ ଅଧିକାଂଶ ପଡ଼ୋଶୀଙ୍କ ଦେଶ...
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ୨-୧ ଗୋଲରେ ପାକିସ୍ତାନକୁ ହରାଇଲା ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିରେ ପାକିସ୍ତାନକୁ ହରାଇଛି ଭାରତ। ଶନିବାର ଟୁର୍ଣ୍ଣାମେଣ୍ଟର ଶେଷ ଲିଗ୍ ମ୍ୟାଚରେ ୨-୧ ଗୋଲରେ ପାକିସ୍ତାନକୁ ମାତ୍ ଦେଇଛି ଟିମ୍ ଇଣ୍ଡିଆ। ମୋଟ ୧୫ ପଏଣ୍ଟ ପାଇ...
ନୂଆଦିଲ୍ଲୀରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅନନ୍ୟ ଜୈବ ସମ୍ବଳ ଓ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ଓଡ଼ିଶା।
ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ ୨୦୨୪’। ଭାରତ ସରକାରଙ୍କ ବିଜ୍ଞାନ...
ଦୁବାଇରେ ନୂଆଁଖାଇ ପାଳିଲେ ପ୍ରବାସୀ ଓଡ଼ିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇକୁ ଦୁବାଇରେ ଧୁମ୍ଧାମରେ ପାଳନ କରିଛନ୍ତି ପ୍ରବାସୀ ଓଡ଼ିଆ। ଦୁବାଇ ସ୍ଥିତ 'ଏସଇଇ ଇନଷ୍ଟିଚ୍ୟୁଟ'ରେ ଦଶମ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଦୁବାଇ ସ୍ଥିତ ଭାରତୀୟ କାଉନସିଲ...
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ସେମିଫାଇନାଲରେ ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚୀନରେ ଚାଲିଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିର ସେମିଫାଇନାଲକୁ ଯାଇଛି ଭାରତ। ବୁଧବାର ଖେଳାଯାଇଥିବା ଟୁର୍ଣ୍ଣାମେଣ୍ଟର ଲିଗ୍ ମ୍ୟାଚରେ ମାଲେସିଆକୁ ୮-୧ ଗୋଲ୍ରେ ପରାସ୍ତ କରିଛି ଟିମ ଇଣ୍ଡିଆ। ଭାରତ ବର୍ତ୍ତମାନ...
ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ସମ୍ଭାବନାକୁ ‘ଗ୍ଲୋବାଲ୍ ବାୟୋ ଇଣ୍ଡିଆ-୨୦୨୪’ରେ ପ୍ରଦର୍ଶନ କରିବ ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀରେ ସେପ୍ଟେମ୍ବର ୧୨ରୁ ୧୪ ‘ଗ୍ଲୋବାଲ୍ ବାୟୋ ଇଣ୍ଡିଆ-୨୦୨୪’
(ଭୁବନେଶ୍ୱର): ଭାରତର ଅର୍ଥନୀତିକୁ ଆଗାମୀ ଦିନରେ ବାୟୋଟେକ୍ନୋଲୋଜି କ୍ଷେତ୍ର ବିଶେଷ ଭାବେ ସମୃଦ୍ଧ କରିବାକୁ ଯାଉଛି। ଏଥିରେ ଓଡ଼ିଶାର ଏକ ବଳିଷ୍ଠ ଯୋଗଦାନ...





















