International

ଆଇସିସି ବିଶ୍ଵକପ: ପାକିସ୍ତାନ ବିପକ୍ଷରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ପାକିସ୍ତାନ ବିପକ୍ଷରେ ଦମଦାର ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। ଶନିବାର ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନକୁ ୭ ୱିକେଟରେ ହରାଇଛି ଭାରତ। ଏହାସହ...

ଆଇସିସି ବିଶ୍ଵକପ: ଭାରତର ଚମତ୍କାର ବୋଲିଂ, ପାକିସ୍ତାନ ୧୯୧ ରନରେ ଅଲଆଉଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଶନିବାର ଚାଲିଛି ଭାରତ-ପାକିସ୍ତାନ ମୁକବିଲା। ଏଥିରେ ପ୍ରଥମ ଇନିଂସରେ ଭାରତୀୟ ବୋଲର ମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ପାକିସ୍ତାନକୁ ୧୯୧ ରନରେ ଅଲଆଉଟ୍ କରିଛି ଟିମ୍ ଇଣ୍ଡିଆ।...

ଦକ୍ଷିଣ ଲେବାନନରେ ଇସ୍ରାଏଲର ଆକ୍ରମଣ: କ୍ଷେପଣାସ୍ତ୍ର ମାଡ଼ରେ ‘ରଏଟର୍ସ’ ସାମ୍ବାଦିକ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଦିନକୁ ଦିନ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ହମାସ ସହ ଏବେ ଲେବାନନର ଆତଙ୍କବାଦୀ ସଂଗଠନ ହିଜବୁହ୍ଲା ଇସ୍ରାଏଲ ଉପରେ ଆକ୍ରମଣ...

ଆଇସିସି ବିଶ୍ଵକପରେ ଆରମ୍ଭ ହେଲା ଭାରତ-ପାକିସ୍ତାନ ମହାମୁକାବିଲା, ପ୍ରଥମେ ବୋଲିଂ କରୁଛି ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଆରମ୍ଭ ହେଲା ଭାରତ-ପାକିସ୍ତାନ ମହାମୁକାବିଲା। ମ୍ୟାଚ ପାଇଁ ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମ କ୍ରିକେଟପ୍ରେମୀଙ୍କ ଜନସମୁଦ୍ରରେ ପରିପୂର୍ଣ୍ଣ ହୋଇଛି। ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଆଜି ଭାରତ-ପାକିସ୍ତାନ ଟକ୍କର। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ହୋଇଛନ୍ତି। ଗୁଜୁରାଟର ଅହମଦାବାଦସ୍ଥିତ ନରେନ୍ଦ୍ର ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଉପଭୋଗ କରିବା...

ଆଇସିସି କ୍ରିକେଟ ବିଶ୍ଵକପ: ପାକିସ୍ତାନ ବିପକ୍ଷରେ ଅଷ୍ଟମ ବିଜୟ ଲକ୍ଷ୍ୟରେ ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଶନିବାର ଅନୁଷ୍ଠିତ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମୁକାବିଲା। ଏଥିପାଇଁ ଗୁଜୁରାଟର ଅହମଦାବାଦର ନରେନ୍ଦ୍ର ଷ୍ଟାଡିୟମରେ ସବୁ ପ୍ରସ୍ତୁତି ଶେଷ ହୋଇଛି। ଏହି ମ୍ୟାଚରେ ଭାରତ...

ଅପରେସନ ଅଜୟ: ଇସ୍ରାଏଲରୁ ପ୍ରଥମ ବିମାନରେ ସ୍ଵଦେଶ ଫେରିଲେ ୯ ଓଡ଼ିଆଙ୍କ ସମେତ ୨୧୨ ଭାରତୀୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଯୁଦ୍ଧଗ୍ରସ୍ତ ଇସ୍ରାଏଲରୁ ସ୍ଵଦେଶ ଫେରିଛନ୍ତି ୨୧୨ ଭାରତୀୟ ନାଗରିକ। ଇସ୍ରାଏଲରେ ଫସିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ଆରମ୍ଭ କରିଥିବା ଅପରେସନ ଅଜୟ ଅଧୀନରେ ପ୍ରଥମ ବିମାନ ଦିଲ୍ଲୀରେ...

ହମାସର ଅନ୍ତ ଘଟାଇବା ପାଇଁ ଇସ୍ରାଏଲକୁ ଆମେରିକାର ସମର୍ଥନ

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ରାଏଲ ଓ ହମାସ ଆତଙ୍କବାଦୀଙ୍କ ମଧ୍ୟରେ ଘମାଘୋଟ ଯୁଦ୍ଧ ଜାରି ରହିଛି। ହମାସ ଆକ୍ରମଣ ପରେ ଏବେ ପ୍ରତିଶୋଧ ନେବାରେ ଲାଗିଛି ଇସ୍ରାଏଲ। ଏବେ ଇସ୍ରାଏଲର ସମର୍ଥନରେ ଆମେରିକା ଆଗକୁ ଆସିଛି। ଅନେକ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା କରୁଛନ୍ତି ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଗୁରୁବାର ଚାଲିଛି ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମୁକାବିଲା। ଏଥିରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍ ଜିତି ବୋଲିଂ କରୁଛି। ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଏକାନା ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଉଛି। ଅଷ୍ଟ୍ରେଲିଆ...

ଇସ୍ରାଏଲରୁ ଭାରତୀୟଙ୍କୁ ଫେରାଇ ଆଣିବାକୁ ଉଦ୍ୟମ, ଆରମ୍ଭ ହେଲା ଅପରେସନ ‘ଅଜୟ’

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ରାଏଲରେ ଚାଲିଥିବା ଯୁଦ୍ଧ ଯୋଗୁଁ ସେଠାରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି ଭାରତ ସରକାର। ଏହାର ନାମ ‘ଅପରେସନ ଅଜୟ’ ରଖାଯାଇଛି। ଏଥିରେ ଇସ୍ରାଏଲରୁ...