ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା କରୁଛନ୍ତି ମୁକାବିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି କ୍ରିକେଟ ବିଶ୍ଵକପରେ ଗୁରୁବାର ଚାଲିଛି ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମୁକାବିଲା। ଏଥିରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍ ଜିତି ବୋଲିଂ କରୁଛି। ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଏକାନା ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଉଛି।
ଅଷ୍ଟ୍ରେଲିଆ...
ଇସ୍ରାଏଲରୁ ଭାରତୀୟଙ୍କୁ ଫେରାଇ ଆଣିବାକୁ ଉଦ୍ୟମ, ଆରମ୍ଭ ହେଲା ଅପରେସନ ‘ଅଜୟ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଇସ୍ରାଏଲରେ ଚାଲିଥିବା ଯୁଦ୍ଧ ଯୋଗୁଁ ସେଠାରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି ଭାରତ ସରକାର। ଏହାର ନାମ ‘ଅପରେସନ ଅଜୟ’ ରଖାଯାଇଛି। ଏଥିରେ ଇସ୍ରାଏଲରୁ...
ଆଇସିସି ବିଶ୍ଵକପ: ଆଫଗାନିସ୍ତାନର ଭଲ ବ୍ୟାଟିଂ, ଭାରତ ଆଗରେ ୨୭୩ ରନର ଟାର୍ଗେଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି କ୍ରିକେଟ ବିଶ୍ଵକପରେ ବୁଧବାର ଖେଳାଯାଉଛି ଭାରତ-ଆଫଗାନିସ୍ତାନ ମ୍ୟାଚ। ଏଥିରେ ଆଫଗାନିସ୍ତାନ ପ୍ରଥମ ଇନିଂସରେ ବ୍ୟାଟିଂ କରି ଭାରତ ଆଗରେ ୨୭୩ ରନର ଟାର୍ଗେଟ ରଖିଛି।
ବୁଧବାର ମ୍ୟାଚ ଆରମ୍ଭରେ ଆଫଗାନିସ୍ତାନ ଟସ୍...
ଇସ୍ରାଏଲରେ ହମାସ ଆତଙ୍କବାଦୀଙ୍କ ବର୍ବର କାଣ୍ଡ, ୪୦ ଶିଶୁଙ୍କୁ ବିଭତ୍ସ ହତ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
ଇସ୍ରାଏଲ ଓ ପଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ ଜାରି ରହିଛି ଭୟଙ୍କର ଯୁଦ୍ଧ। ଏହି ଯୁଦ୍ଧରେ ଦିନ ବିତିବା ସହ ହମାସର ଗୋଟିଏ ପରେ ଗୋଟିଏ କଳା କାରନାମା ସାମ୍ନାକୁ...
ପଠାନକୋଟ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ଶାହିଦ ଲତିଫ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଠାନକୋଟ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ଶାହିଦ ଲତିଫକୁ ପାକିସ୍ତାନରେ ହତ୍ୟା କରାଯାଇଛି। ଅଜଣା ବ୍ୟକ୍ତିଙ୍କ ଗୁଳିରେ ଲତିଫର ମୃତ୍ୟୁ ହୋଇଛି।
ଗତ ୨୦୧୬ ମସିହାରେ ପଞ୍ଜାବର ପଠାନକୋଟ ଏୟାରଫୋର୍ସ ଷ୍ଟେସନରେ ହୋଇଥିବା ଆତଙ୍କବାଦୀ...
ଯୁଦ୍ଧଗ୍ରସ୍ତ ଇସ୍ରାଏଲରେ ଫସିଛନ୍ତି ପ୍ରାୟ ୫୦ ଓଡ଼ିଆ ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଇସ୍ରାଏଲର ବିଭିନ୍ନ ସହରରେ ଫସି ରହିଛନ୍ତି ଓଡ଼ିଶାର ୫୦ ଜଣ ଛାତ୍ରଛାତ୍ରୀ। ସେମାନେ ଇସ୍ରାଏଲର ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଛନ୍ତି। ସେମାନେ ସମସ୍ତେ...
ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଆଫଗାନିସ୍ତାନ ବିପକ୍ଷରେ ଭାରତ ଖେଳିବ ଦ୍ଵିତୀୟ ମ୍ୟାଚ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି କ୍ରିକେଟ ବିଶ୍ଵକପରେ ବୁଧବାର ଭାରତ ଖେଳିବାକୁ ଯାଉଛି ନିଜର ଦ୍ଵିତୀୟ ମୁକାବିଲା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷରେ ମଇଦାନକୁ ଓହ୍ଲାଇବ ଟିମ ଇଣ୍ଡିଆ। ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆକୁ...
ହମାସ ଆତଙ୍କବାଦୀଙ୍କୁ କଡ଼ା ଜବାବ ଦେଉଛି ଇସ୍ରାଏଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସର ଆକ୍ରମଣର କଡ଼ା ଜବାବ ଦେଉଛି ଇସ୍ରାଏଲ। ଗାଜାରେ ହମାସର ଗୋଟିଏ ପରେ ଗୋଟିଏ ଠିକଣା ଉପରେ ଇସ୍ରାଏଲର ଘନ ଘନ ବୋମା ବର୍ଷା ଜାରି ରହିଛି।...
ଅର୍ଥନୀତିରେ ନୋବେଲ ପୁରସ୍କାର ପାଇବେ କ୍ଲାଉଡିଆ ଗୋଲ୍ଡିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହିଳା ଶ୍ରମବଜାର ସମ୍ପର୍କିତ ନିଜର ଗବେଷଣା ଓ ସିଦ୍ଧାନ୍ତ ପାଇଁ କ୍ଲାଉଡିଆଙ୍କୁ ମିଳିବ ନୋବେଲ ପୁରସ୍କାର
ଆମେରିକାର ଅର୍ଥନୀତିଜ୍ଞ କ୍ଲାଉଡିଆ ଗୋଲ୍ଡିନଙ୍କୁ ୨୦୨୩ ପାଇଁ ଅର୍ଥନୀତିରେ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ଏନେଇ...
‘ହମାସ’ର ଅନ୍ତ ନହେବା ଯାଏଁ ଜାରି ରହିବ ଯୁଦ୍ଧ – ଇସ୍ରାଏଲ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଇସ୍ରାଏଲ ଓ ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଧୀରେ ଧୀରେ ତୀବ୍ର ହେବାରେ ଲାଗିଛି। ହମାସକୁ କଡ଼ା ଜବାବ ଦେବା ପାଇଁ ଇସ୍ରାଏଲ ପାଲେଷ୍ଟାଇନର ଗାଜା ଷ୍ଟ୍ରିପରେ...





















