ଆମେରିକାରେ ଓଡ଼ିଶା ପରମ୍ପରା: ମାସାଚ୍ୟୁଟସଠାରେ ବଡ଼ଠାକୁରଙ୍କ ନୀଳାଦ୍ରି ବିଜେ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆମେରିକାର ମାସାଚ୍ୟୁଟସଠାରେ ବଡ଼ଠାକୁରଙ୍କର ରଥଯାତ୍ରା, ବାହୁଡ଼ା ପର୍ବ, ସୁନାବେଶ ଏବଂ ନୀଳାଦ୍ରି ବିଜେ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ନିୟୁ ଇଂଲଣ୍ଡ ନିବାସୀ ଓଡ଼ିଆ ସମ୍ପ୍ରଦାୟ ଏବଂ ନିୟୁ ଇଂଲଣ୍ଡ ଶିରିଡ଼ି...
ସଙ୍କଟରେ ଶ୍ରୀଲଙ୍କା: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ବିନା ଚାଲିଛି ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ସଙ୍କଟ ଦେଇ ଗତି କରୁଛି ଶ୍ରୀଲଙ୍କା। ଏବେ ମୁରବୀ ବିହୀନ ହୋଇପଡ଼ିଥିବା ଦେଶର ଭବିଷ୍ୟତକୁ ନେଇ ଅନିଶ୍ଚିତତା ଜାରି ରହିଛି।
ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କା ଏବେ ମୁରବୀ ବିହୀନ...
ଆତତାୟୀଙ୍କ ଟାର୍ଗେଟରେ ରାଜନେତା – ଆବ୍ରାହମ ଲିଙ୍କନଙ୍କଠାରୁ ସିଞ୍ଜୋ ଆବେ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାରମ୍ବାର ଆତତାୟୀଙ୍କ ଆକ୍ରୋସର ଶିକାର ହେଉଛନ୍ତି ଚର୍ଚ୍ଚିତ ରାଜନେତା। ବର୍ତ୍ତମାନ ପର୍ଯ୍ୟନ୍ତ ଆତତାୟୀଙ୍କ ହାତରେ ପ୍ରାଣ ହରାଇଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଆବ୍ରାହମ ଲିଙ୍କନଙ୍କଠାରୁ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ...
ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶୁକ୍ରବାର ସକାଳେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କର ମୃତ୍ୟୁ ହୋଇଛି। ଆଜି ସକାଳେ ଉଚ୍ଚ ସଦନ ନିର୍ବାଚନ ପ୍ରଚାର ସମୟରେ ତାଙ୍କ ଉପରକୁ...
ଅଷ୍ଟ୍ରେଲିଆରେ ଓଡ଼ିଶା ପରମ୍ପରା: କାନବେରାଠାରେ ପାଳନ ହେଲା ରଥଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଷ୍ଟ୍ରେଲିଆର ରାଜଧାନୀ କାନବେରାଠାରେ ଶ୍ରୀଜଗନ୍ନାଥଙ୍କର ଏକାଦଶତମ ପବିତ୍ର ରଥଯାତ୍ରା ପର୍ବ ପାଳନ କରାଯାଇଛି। ପ୍ରତ୍ୟୁଷରୁ ମନ୍ଦିରରେ ମଙ୍ଗଳ ଆଳତୀ, ମଇଲମ, ତଡ଼ପଲାଗି, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ଏବଂ ସକାଳ ଧୂପ...
ବ୍ରିଟେନ ପ୍ରଧାନମନ୍ତ୍ରୀ ରେସ୍ରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବ୍ରିଟେନରେ ରାଜନୈତିକ ଅସ୍ଥିରତା କାରଣରୁ ଇସ୍ତଫା ଦେଇଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ। ଭାରତୀୟ ବଂଶୋଦ୍ଭବ ଋଷି ସୁନକ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବା ନେଇ ଏବେ ଚର୍ଚ୍ଚା ହେଉଛି।
ମନ୍ତ୍ରିମଣ୍ଡଳରେ ବିଦ୍ରୋହ ଏବଂ...
ଇସ୍ତଫା ଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ
ଓଡ଼ିଶାଲାଇଭ୍ ବ୍ୟୁରୋ
ମନ୍ତ୍ରିମଣ୍ଡଳରେ ବିଦ୍ରୋହ କାରଣରୁ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ଦିନ ଇସ୍ତଫା ଦେଇଛନ୍ତି। ଦେଶବାସୀଙ୍କୁ ସମ୍ବୋଧନ କରି ନିଜ ଇସ୍ତଫା ବିଷୟରେ ଘୋଷଣା କରିଛନ୍ତି ବୋରିସ ଜନସନ। ନୂଆ ପ୍ରଧାନମନ୍ତ୍ରୀ...
ରଥ ଟାଣି ବାହାରିନରେ ଓଡ଼ିଆମାନେ ପାଳିଲେ ଶ୍ରୀଗୁଣ୍ଡିଚା ଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରିନ ଓଡ଼ିଆ ସମାଜ ପକ୍ଷରୁ ଶୁକ୍ରବାର ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ପାଳିତ ହୋଇଛି। ସାଗାୟାଠାରେ ଥିବା ଇସ୍କନ ମନ୍ଦିର ଆନୁକୁଲ୍ୟରେ ମହାପ୍ରଭୁଙ୍କର ଏହି ପବିତ୍ର ଯାତ୍ରାକୁ ବେଶ୍ ଧୁମ୍ଧାମ୍ରେ ପାଳନ କରିଛନ୍ତି...
ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ବିଶ୍ଵକୁ ବାଟ ଦେଖାଇବ ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଅନ୍ୟ ରାଜ୍ୟ ଓ ଦେଶକୁ ରଣକୌଶଳ ଶିଖାଇବ ଓଡ଼ିଶା। ଓ୍ଵାର୍ଲ୍ଡ ଫୁଡ ପ୍ରୋଗ୍ରାମ ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଅନ୍ତର୍ଜାତୀୟ...
ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କୁ ଓଡ଼ିଶାର ପଟ୍ଟଚିତ୍ର ଭେଟି ଦେଲେ ନବୀନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ରୋମରେ ପହଞ୍ଚିବା ପରେ ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କୁ ଭେଟିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖ୍ରୀଷ୍ଟ ଧର୍ମଗୁରୁ...




















