ଏକ୍ସଆଇଏମ ବିଶ୍ୱବିଦ୍ୟାଳୟରେ ‘ବିଜନେସ୍ ଏକ୍ସେଲେନ୍ସ ସମିଟ୍-୨୦୨୪’ ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ଏକ୍ସଆଇଏମ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହୋଇଛି ଦୁଇ ଦିନିଆ ‘ବିଜନେସ୍ ଏକ୍ସେଲେନ୍ସ ସମିଟ୍-୨୦୨୪’। ସେପ୍ଟେମ୍ବର ୧୪ ଓ ୧୫ ତାରିଖରେ ଏହାର ଆୟୋଜନ କରାଯାଇଥିଲା। ଚଳିତବର୍ଷ ସମ୍ମିଳନୀର ଷଷ୍ଠ ସଂସ୍କରଣର ଥିମ...
ଅଭିନେତ୍ରୀଙ୍କୁ ନିର୍ଯାତନା ମାମଲା: ଆନ୍ଧ୍ରପ୍ରଦେଶର ୩ ଜଣ ଆଇପିଏସ ଅଧିକାରୀ ନିଲମ୍ବିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ମୁମ୍ବାଇର ଜଣେ ଅଭିନେତ୍ରୀଙ୍କ ଅଭିଯୋଗ ଆଧାରରେ ଆନ୍ଧ୍ରପ୍ରଦେଶର ୩ଜଣ ଆଇପିଏସ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ଆଇପିଏସ ଅଧିକାରୀମାନେ ହେଉଛନ୍ତି ଆନ୍ଧ୍ରପ୍ରଦେଶର ପୂର୍ବତନ ଗୁଇନ୍ଦା ମୁଖ୍ୟ ପି ଏସ...
ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ଵରରେ ଟ୍ରାଫିକ କଟକଣା
ଓଡ଼ିଶାଲାଇଭ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ଭୁବନେଶ୍ଵରରେ ଲାଗିଲା ଟ୍ରାଫିକ କଟକଣା। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ଣ ୩ଟା ଯାଏଁ ସହରରେ ଟ୍ରାଫିକ କଟକଣା ଲାଗୁ ରହିବ। ଏନେଇ...
ନୂଆଦିଲ୍ଲୀରେ ‘ଗ୍ଲୋବାଲ୍ ବାୟୋ ଇଣ୍ଡିଆ’: ‘ବ୍ଲୁ ଇକୋନମି’ ଶୀର୍ଷକ ଅଧିବେଶନରେ ଓଡ଼ିଶାର ଉପସ୍ଥାପନା
ଓଡ଼ିଶାଲାଇଭ୍ ବ୍ୟୁରୋ
‘‘ସାମୁଦ୍ରିକ ଅର୍ଥନୀତି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହେବ ଓଡ଼ିଶା’’
ଭାରତୀୟ ଅର୍ଥନୀତିକୁ ଆଗାମୀ ଦିନରେ ବାୟୋଟେକ୍ନୋଲୋଜି କ୍ଷେତ୍ର ସମୃଦ୍ଧ କରିବାକୁ ଯାଉଛି। ଏଥିରେ ସାମୁଦ୍ରିକ ଜୈବ-ସମ୍ବଳ ପ୍ରମୁଖ ଭୂମିକା ଗ୍ରହଣ କରିବ।...
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମାରେ ପୋଲିସ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ତୁମାଲପଦ ଜଙ୍ଗଲରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ...
ଜାଣନ୍ତୁ କାହିଁକି ଛାତ୍ରଛାତ୍ରୀଙ୍କୁ ବାଧ୍ୟତାମୂଳକ ମିଲିଟାରୀ ଟ୍ରେନିଂ ଦେବାକୁ ଚାହୁଁଛି ଚୀନ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ପଡ଼ୋଶୀ ଦେଶ ଚୀନ ପାଇଁ ନିଜ ସୀମା ସୁରକ୍ଷା ଚିନ୍ତାର ବିଷୟ ପାଲଟିଛି। ଚୀନର ସୀମା ୧୦ରୁ ଅଧିକ ଦେଶକୁ ଲାଗି ରହିଛି। ଭାରତ ସମେତ ଅଧିକାଂଶ ପଡ଼ୋଶୀଙ୍କ ଦେଶ...
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ୨-୧ ଗୋଲରେ ପାକିସ୍ତାନକୁ ହରାଇଲା ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିରେ ପାକିସ୍ତାନକୁ ହରାଇଛି ଭାରତ। ଶନିବାର ଟୁର୍ଣ୍ଣାମେଣ୍ଟର ଶେଷ ଲିଗ୍ ମ୍ୟାଚରେ ୨-୧ ଗୋଲରେ ପାକିସ୍ତାନକୁ ମାତ୍ ଦେଇଛି ଟିମ୍ ଇଣ୍ଡିଆ। ମୋଟ ୧୫ ପଏଣ୍ଟ ପାଇ...
ହିଂସାର ନିଆଁରେ ଜଳୁଛି ମଣିପୁର: ଟାର୍ଗେଟରେ ରାଜ୍ୟ ସରକାର
ମିନତି ମିଶ୍ର
ଜାତି ପାଇଁ ଆରମ୍ଭ ହୋଇଥିବା ଦୁଇ ସମ୍ପ୍ରଦାୟଙ୍କ ବିବାଦ ଯୋଗୁଁ ଆଜି ବି ହିଂସାରେ ଜଳୁଛି ମଣିପୁର।
ମାସେ କି ଦୁଇ ମାସ ନୁହେଁ, ଦୀର୍ଘ ୧୬ ମାସ ହେଲା ହିଂସାର ନିଆଁରେ...
ଜାତୀୟ ସନ୍ତରଣ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରଥମ ସ୍ଵର୍ଣ୍ଣ ପଦକ
ଓଡ଼ିଶାଲାଇଭ୍ ବ୍ୟୁରୋ
କର୍ଣ୍ଣାଟକର ମାଙ୍ଗାଲୋରରେ ଚାଲିଛି ୭୭ତମ ଜାତୀୟ ସନ୍ତରଣ ପ୍ରତିଯୋଗିତା। ଏଥିରେ ଓଡ଼ିଶାର ମହିଳା ଟିମ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ସନ୍ତରଣରେ ଓଡ଼ିଶାର ଏହା ପ୍ରଥମ ଜାତୀୟସ୍ତରର ସ୍ୱର୍ଣ୍ଣ...
ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ଵସ୍ତି: ସୁପ୍ରିମକୋର୍ଟରୁ ମିଳିଲା ଜାମିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ଆଶ୍ଵସ୍ତି। ଶୁକ୍ରବାର ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଦୀର୍ଘ ମାସ ପରେ ସେ ଜେଲରୁ...





















