ପ୍ୟାରିସ ଅଲିମ୍ପିକ୍ସ: ଆଜି ନୀରଜଙ୍କ ସହ ଜାଭେଲିନ ମଇଦାନକୁ ଓହ୍ଲାଇବେ ଓଡ଼ିଆ ପୁଅ କିଶୋର ଜେନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପ୍ୟାରିସ ଅଲିମ୍ପିକ୍ସରେ ଜାଭେଲିନ ଥ୍ରୋ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଭାରତ ପକ୍ଷରୁ ନୀରଜ ଚୋପ୍ରାଙ୍କ ସହ ମଇଦାନକୁ ଓହ୍ଲାଇବେ ଓଡ଼ିଆ ପୁଅ କିଶୋର ଜେନା। ସେ ଜାଭେଲିନ ଥ୍ରୋ...
କେନ୍ଦ୍ରୀୟ ଜିଏସଟି ପରିଷଦର ସଦସ୍ୟ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରାଳୟ ଅଧୀନରେ ଗଠିତ ହୋଇଛି ଜିଏସଟି ପରିଷଦ। ଏଥିରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସଦସ୍ୟ ହୋଇଛନ୍ତି। ଏହି କେନ୍ଦ୍ରୀୟ ଜିଏସଟି ପରିଷଦରେ ବିଭିନ୍ନ ରାଜ୍ୟର...
ପ୍ୟାରିସ ଅଲିମ୍ପିକ୍ସ: ସୁଟିଂରେ ସରବଜୋତଙ୍କ ସଫଳତା
ଆଶିଷ କୁମାର ରାୟ
ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ସଫଳତା ହାସଲ କରିଛନ୍ତି ଭାରତୀୟ ସୁଟର ସରବଜୋତ ସିଂହ। ସେ ମନୁ ଭାକରଙ୍କ ସହ ମିଶି ଏହି ପଦକ ଜିତିଛନ୍ତି। ୧୦ ମିଟର...
ବାଂଲାଦେଶ ହିଂସା: ଇସ୍ତଫା ଦେଇ ଦେଶ ଛାଡ଼ିଲେ ପ୍ରଧାନମନ୍ତ୍ରୀ ଶେଖ ହସିନା
ଓଡ଼ିଶାଲାଇଭ୍ ବ୍ୟୁରୋ
ବାଂଲାଦେଶରେ ଜାରି ରହିଥିବା ହିଂସା ଉଗ୍ର ରୂପ ଧାରଣ କରିଛି। ନିଯୁକ୍ତିରେ ସଂରକ୍ଷଣ ବିରୋଧରେ ଆରମ୍ଭ ହୋଇଥିବା ଛାତ୍ରଛାତ୍ରୀଙ୍କ ଆନ୍ଦୋଳନରେ ଏ ଯାଏଁ ୩୦୦ରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ଏଭଳି...
ପ୍ୟାରିସ ଅଲିମ୍ପିକ୍ସରେ ଦୁଇଟି ପଦକ: ମନୁ ଭାକରଙ୍କ ପ୍ରଶଂସାରେ ଭାରତବାସୀ ଶତମୁଖ
ଆଶିଷ କୁମାର ରାୟ
ପ୍ୟାରିସ ଅଲିମ୍ପିକ୍ସରେ ଦୁଇଟି ପଦକ ହାସଲ କରିଥିବା ଭାରତୀୟ ସୁଟର ମନୁ ଭାକର ଏବେ ପ୍ରସିଦ୍ଧିର ଶିଖରରେ। ଆମ ଦେଶର ଅଗଣିତ କ୍ରୀଡ଼ାପ୍ରେମୀ ତାଙ୍କ ପ୍ରଶଂସାରେ ଶତମୁଖ। ସମସ୍ତେ ତାଙ୍କୁ...
ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳକୁ ଝଟକା: ଅମିତ ରୋହିଦାସ ଖେଳିବେନି ସେମିଫାଇନାଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳକୁ ଲାଗିଛି ବଡ଼ ଝଟକା। ଭାରତର ଦକ୍ଷ ଡିଫେଣ୍ଡର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ଗୋଟିଏ ମ୍ୟାଚରୁ ନିଲମ୍ବିତ କରାଯାଇଛି। ସେ ମଙ୍ଗଳବାର ଜର୍ମାନୀ...
ପ୍ୟାରିସ ଅଲିମ୍ପିକ୍ସ: ହକି ସେମିଫାଇନାଲରେ ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସ ହକି ପ୍ରତିଯୋଗିତାରେ ରବିବାର କ୍ଵାର୍ଟର ଫାଇନାଲରେ ଦମଦାର ବିଜୟ ହାସଲ କରିଛି ଭାରତୀୟ ପୁରୁଷ ହକି ଦଳ। ଏହି ମ୍ୟାଚରେ ଗ୍ରେଟ୍ ବ୍ରିଟେନକୁ ପେନାଲ୍ଟି ସୁଟ୍ ଆଉଟରେ ୪-୨...
ପ୍ୟାରିସ ଅଲିମ୍ପିକ୍ସ: ହାଟ୍ରିକ୍ ପଦକରୁ ଅଳ୍ପକେ ବଞ୍ଚିତ ହେଲେ ମନୁ ଭାକର
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସରେ ନିଜର ତୃତୀୟ ତଥା ହାଟ୍ରିକ୍ ପଦକ ହାତଛଡ଼ା କରିଛନ୍ତି ଭାରତୀୟ ସୁଟର ମନୁ ଭାକର। ସେ ସୁଟିଂର ମହିଳା ୨୫ ମିଟର ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ଚତୁର୍ଥ ସ୍ଥାନରେ...
ୱାୟନାଡ ଭୂସ୍ଖଳନ: ପ୍ରଭାବିତଙ୍କୁ ସହାୟତା ପାଇଁ କେରଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରେ କରି ହେବ ଅର୍ଥ ଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
କେରଳର ୱାୟନାଡରେ ମଙ୍ଗଳବାର ହୋଇଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ବ୍ୟାପକ ଧନଜୀବନ ନଷ୍ଟ ହୋଇଛି। ବର୍ତ୍ତମାନ ସୁଦ୍ଧା ଏଥିରେ ପ୍ରାୟ ୩୫୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେ ବି ଅନେକ...
ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା: ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଉପତ୍ୟକାରେ ଥିବା ଏହି ଲଘୁଚାପଟି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଶନିବାର...





















