ପ୍ରୀତି ସୂଦନ: ଭାରତୀୟ ଲୋକ ସେବା ଆୟୋଗର ନୂଆ ଅଧ୍ୟକ୍ଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଲୋକ ସେବା ଆୟୋଗର (ୟୁପିଏସସି) ନୂଆ ଅଧ୍ୟକ୍ଷ ହୋଇଛନ୍ତି ପ୍ରୀତି ସୂଦନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ନିଯୁକ୍ତ କରିଛନ୍ତି। ସେ ଅଗଷ୍ଟ ୧ ତାରିଖରେ ଦାୟିତ୍ଵ ଗ୍ରହଣ କରିବେ।...
ଇରାନରେ ହମାସ ମୁଖ୍ୟ ଇସମାଇଲ ହାନିୟାଙ୍କୁ ହତ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
ଇରାନରେ ଆତଙ୍କବାଦୀ ସଂଗଠନ ହମାସର ଶୀର୍ଷ ନେତା ଇସମାଇଲ ହାନିୟାଙ୍କୁ ହତ୍ୟା କରାଯାଇଛି। ବୁଧବାର ସକାଳେ ତେହେରାନସ୍ଥିତ ବାସଭବନରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏହି ହତ୍ୟା ପଛରେ ଇସ୍ରାଏଲର...
କେରଳ ଭୂସ୍ଖଳନ: ମୃତକଙ୍କ ସଂଖ୍ୟା ୧୫୦ ଟପିଲା, ଏବେ ବି ଅନେକ ନିଖୋଜ
ଓଡ଼ିଶାଲାଇଭ୍ ବ୍ୟୁରୋ
କେରଳର ୱାୟନାଡରେ ମଙ୍ଗଳବାର ହୋଇଥିବା ଭୟଙ୍କର ଭୂସ୍ଖଳନ ବଡ଼ଧରଣର କ୍ଷୟକ୍ଷତି ଘଟାଇଛି। ବର୍ତ୍ତମାନ ସୁଦ୍ଧା ଏଥିରେ ୧୫୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ପ୍ରାୟ ୨୦୦ ଜଣ ଆହତ...
ପ୍ୟାରିସ ଅଲିମ୍ପିକ୍ସ: ହକିରେ ଆୟର୍ଲ୍ୟାଣ୍ଡକୁ ୨-୦ ଗୋଲରେ ହରାଇଲା ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସର ହକି ପ୍ରତିଯୋଗିତାରେ ମଙ୍ଗଳବାର ବିଜୟ ହାସଲ କରିଛି ଭାରତୀୟ ପୁରୁଷ ହକି ଦଳ। ନିଜର ତୃତୀୟ ମ୍ୟାଚରେ ଆୟର୍ଲ୍ୟାଣ୍ଡକୁ ୨-୦ ଗୋଲରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ। ଏଥିସହ...
କିଟ୍ ବିଶ୍ୱବିଦ୍ୟାଳୟକୁ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦର ସ୍ୱତନ୍ତ୍ର ମାନ୍ୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
କିଟ୍ ବିଶ୍ୱବିଦ୍ୟାଳୟକୁ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦ (ୟୁଏନ୍ ଇକୋସୋକ୍) ଦ୍ୱାରା ସ୍ୱତନ୍ତ୍ର ପରାମର୍ଶଦାତା (ସ୍ପେସିଆଲ୍ କନ୍ସଲ୍ଟେଟିଭ୍) ମାନ୍ୟତା ପ୍ରଦାନ କରାଯାଇଛି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କ୍ଷେତ୍ରରେ...
ଅମିତ ରୋହିଦାସ: ଭାରତୀୟ ହକିର ଡିଫେଣ୍ଡିଂ ମାଷ୍ଟର
ଆଶିଷ କୁମାର ରାୟ
ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ବ୍ଲକର ସଉନାମରା ଗ୍ରାମରେ ଜନ୍ମଗ୍ରହଣ କରିଛନ୍ତି ହକି ହିରୋ ଦିଲ୍ଲୀପ ତିର୍କୀ, ସୁଭଦ୍ରା ପ୍ରଧାନ, ଦୀପସାନ ତିର୍କୀ ଓ ବିପିନ କେର୍କେଟାଙ୍କ ଭଳି କ୍ରୀଡ଼ାବିତ। ଏମାନେ...
କେରଳର ୱାୟନାଡରେ ଭୟଙ୍କର ଭୂସ୍ଖଳନ: ୫୪ ଜଣଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
କେରଳର ୱାୟନାଡରେ ପ୍ରବଳ ବର୍ଷା ଯୋଗୁଁ ଭୟଙ୍କର ଭୂସ୍ଖଳନ ହୋଇଛି। ବର୍ତ୍ତମାନ ସୁଦ୍ଧା ଏଥିରେ ୫୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା...
ଝାଡ଼ଖଣ୍ଡରେ ହାୱଡ଼ା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ: ୨ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାଡ଼ଖଣ୍ଡର ଚକ୍ରଧରପୁର ନିକଟରେ ମଙ୍ଗଳବାର ସକାଳେ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଛି। ଏଠାରେ ହାୱଡ଼ା-ମୁମ୍ବାଇ ସିଏସଏମଟି ଏକ୍ସପ୍ରେସ ଲାଇନଚ୍ୟୁତ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଯାତ୍ରୀ...
ପ୍ୟାରିସ ଅଲିମ୍ପିକ୍ସ: ପୁଣି ସୁଟିଂରେ ପଦକ ହାତଛଡ଼ା କଲା ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସର ତୃତୀୟ ଦିନରେ ପୁଣି ପଦକ ହାତଛଡ଼ା କରିଛି ଭାରତ। ସୁଟିଂର ୧୦ ମିଟର ଏୟାର ରାଇଫଲ ପୁରୁଷ ବ୍ୟକ୍ତିଗତ ଇଭେଣ୍ଟରେ ଭାରତର ଅର୍ଜୁନ ବବୁତା ଚତୁର୍ଥ ସ୍ଥାନରେ ରହି...
ଭାରତର ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ନୂଆ ରାଜ୍ୟପାଳ ନିଯୁକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ନୂଆ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ ରାଜ୍ୟପାଳମାନଙ୍କୁ ନିଯୁକ୍ତ କରିଛନ୍ତି।
ରାଜସ୍ଥାନ, ଝାଡ଼ଖଣ୍ଡ, ଛତିଶଗଡ଼, ମେଘାଳୟ, ମହାରାଷ୍ଟ୍ର, ତେଲେଙ୍ଗାନା,...





















