National

ପ୍ୟାରିସ ଅଲିମ୍ପିକ୍ସ: ପୁଣି ସୁଟିଂରେ ପଦକ ହାତଛଡ଼ା କଲା ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସର ତୃତୀୟ ଦିନରେ ପୁଣି ପଦକ ହାତଛଡ଼ା କରିଛି ଭାରତ। ସୁଟିଂର ୧୦ ମିଟର ଏୟାର ରାଇଫଲ ପୁରୁଷ ବ୍ୟକ୍ତିଗତ ଇଭେଣ୍ଟରେ ଭାରତର ଅର୍ଜୁନ ବବୁତା ଚତୁର୍ଥ ସ୍ଥାନରେ ରହି...

ଭାରତର ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ନୂଆ ରାଜ୍ୟପାଳ ନିଯୁକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ନୂଆ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ ରାଜ୍ୟପାଳମାନଙ୍କୁ ନିଯୁକ୍ତ କରିଛନ୍ତି।   ରାଜସ୍ଥାନ, ଝାଡ଼ଖଣ୍ଡ, ଛତିଶଗଡ଼, ମେଘାଳୟ, ମହାରାଷ୍ଟ୍ର, ତେଲେଙ୍ଗାନା,...

ପ୍ୟାରିସ ଅଲିମ୍ପିକ୍ସରେ ଭାରତର ପ୍ରଥମ ପଦକ: ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ମନୁ ଭାକରଙ୍କୁ ବ୍ରୋଞ୍ଜ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ମିଳିଲା ପ୍ରଥମ ପଦକ। ସୁଟିଂର ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତୀୟ ସୁଟର ମନୁ ଭାକର ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେ ଅଲିମ୍ପିକ୍ସ...

ନୂଆଦିଲ୍ଲୀ: ନୀତି ଆୟୋଗ ବୈଠକରେ ଓଡ଼ିଶାର ଦାବି ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀରେ ନୀତି ଆୟୋଗର ନବମ ସାଧାରଣ ପରିଷଦ ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଓଡ଼ିଶାର ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ୟାରିସ ଅଲିମ୍ପିକ: ପ୍ରଥମ ଦିନ ସୁଟିଂରେ ପଦକ ହାତଛଡ଼ା କଲା ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକର ପ୍ରଥମ ଦିନରେ ପଦକ ହାତଛଡ଼ା କରିଛି ଭାରତ। ସୁଟିଂର ୧୦ ମିଟର ଏୟାର ରାଇଫଲ ମିକ୍ସଡ ଟିମ୍ ଇଭେଣ୍ଟରେ ଥିବା ଭାରତର ୨ଟି ଯାକ ଦଳ ପଛୁଆ ରହି...
kamala harris

ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ କମଳା ହାରିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତବର୍ଷ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ ବର୍ତ୍ତମାନ ଉପରାଷ୍ଟ୍ରପତି ଥିବା କମଳା ହାରିସ୍। ସେ ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍ ପାର୍ଟିର ପ୍ରାର୍ଥୀ ହେବା ନେଇ ଆନୁଷ୍ଠାନିକ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।...

ନୂଆଦିଲ୍ଲୀ: ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ସେ ଏଠାରେ ଅନୁଷ୍ଠିତ ହେବାକୁ ଥିବା ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ଯୋଗଦେବେ। ବୈଠକରେ ରାଜ୍ୟର ଦାବି ଓ...

୨୦୨୧ ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ ହକିରେ ପଦକ ଜିତିଥିଲା ଭାରତ

ଆଶିଷ କୁମାର ରାୟ ଜାପାନର ରାଜଧାନୀ ଟୋକିଓରେ ଅନୁଷ୍ଠିତ ୨୦୨୧ ମସିହା ଅଲିମ୍ପିକ୍ସରେ ଭାରତ ହାସଲ କରିଥିଲା ଏକ ଅବିଶ୍ୱସନୀୟ ସଫଳତା। ତାହା ଥିଲା ଭାରତୀୟ ପୁରୁଷ ହକି ଦଳର ବ୍ରୋଞ୍ଜ ପଦକ ବିଜୟ।...

କାରଗିଲ ଯୁଦ୍ଧରେ ସହିଦ ହୋଇଥିଲେ ୧୩ ଜଣ ଓଡ଼ିଆ ଯବାନ

ଓଡ଼ିଶାଲାଇଭ୍ ବ୍ୟୁରୋ ୧୯୯୯ ମସିହା ଜୁଲାଇ ୨୬ ତାରିଖ ଭାରତ ତଥା ଭାରତୀୟଙ୍କ ପାଇଁ ଗର୍ବ ଓ ଗୌରବର ଦିନ। ଏହି ଦିନ କାରଗିଲ ଯୁଦ୍ଧରେ ବିଜୟ ଲାଭ କରିଥିଲା ଭାରତ। ଭାରତୀୟ ସୈନ୍ୟଙ୍କ...

ବିଶାଖାପାଟଣା ବନ୍ଦରରେ ଲାଗିଲା ସର୍ବାଧିକ ପରିମାଣର ଖଣିଜ ପଦାର୍ଥ ନେଇ ଭାରତ ଆସିଥିବା ଜାହାଜ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ବନ୍ଦରରେ ଶୁକ୍ରବାର ଲାଗିଛି ଏକ ବିଶାଳ ପଣ୍ୟବାହୀ ଜାହାଜ। ଏବେ ଯାଏଁ ଭାରତର ବିଭିନ୍ନ ବନ୍ଦରକୁ ଆସିଥିବା ଜାହାଜଗୁଡ଼ିକ ମଧ୍ୟରେ ଏହା ସବୁଠାରୁ ଅଧିକ...