ଶରଧାବାଲିରେ ଲାଗିଲା ତିନି ରଥ: ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ଶରଧାବାଲିରେ ଲାଗିଲା ୩ ରଥ। ଭକ୍ତମାନେ ୩ ରଥକୁ ଟାଣି ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚାଇଛନ୍ତି। ରବିବାର ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକି ଯାଇଥିଲେ...
ତେଲେଙ୍ଗାନାରେ ରଥଯାତ୍ରାକୁ ପୂରିଲା ୨୫ ବର୍ଷ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତେଲେଙ୍ଗାନା ରାଜ୍ୟରେ ଦୀର୍ଘ ୨୫ ବର୍ଷ ଧରି ପାଳନ ହୋଇଆସୁଛି ବଡ଼ଠାକୁରଙ୍କ ରଥଯାତ୍ରା। ରାଜ୍ୟର ଭଦ୍ରାଚଲମଠାରେ ଥିବା ହେଭି ୱାଟର ପ୍ଲାଣ୍ଟରେ କାର୍ଯ୍ୟରତ ପ୍ରବାସୀ ଓଡ଼ିଆମାନେ ଏଠାରେ...
ପ୍ୟାରିସ୍ ଅଲିମ୍ପିକ୍ସ: ଅମିତ ରୋହିଦାସ ଏବଂ କିଶୋର ଜେନାଙ୍କ ପାଇଁ ୧୫ ଲକ୍ଷ ଟଙ୍କାର ଆର୍ଥିକ ପ୍ରୋତ୍ସାହନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷ ପ୍ୟାରିସ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଥିବା ଓଡ଼ିଶାର ଦୁଇ ଯୁବ ତାରକା ଅମିତ ରୋହିଦାସ ଏବଂ କିଶୋର ଜେନାଙ୍କ ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଉଭୟଙ୍କୁ...
ବିଶାଖାପାଟଣାରେ ଗଡ଼ିଲା ମହାପ୍ରଭୁଙ୍କ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଉତ୍କଳ ସାଂସ୍କୃତିକ ସମାଜ ପକ୍ଷରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଶାଖାପାଟଣାର ଦଶପଲ୍ଲା ହିଲ୍ସଠାରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରୁ ଏହି ଯାତ୍ରା ଆରମ୍ଭ...
ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ବଡ଼ଦାଣ୍ଡରେ ପୁଣି ଆରମ୍ଭ ହେଲା ରଥଟଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ବଡ଼ଦାଣ୍ଡରେ ପୁଣି ଗଡ଼ିଛି ଶ୍ରୀଜିଉଙ୍କ ୩ ରଥ। ସୋମବାର ସକାଳେ ରଥ ଉପରେ ମହାପ୍ରଭୁଙ୍କ ନୀତିକାନ୍ତି ସରିବା ପରେ ରଥଟଣା ଆରମ୍ଭ ହୋଇଛି। ସବୁଠୁ ଆଗରେ...
ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକିଲେ ଶ୍ରୀଜିଉ: କାଲି ପୁଣି ହେବ ରଥଟଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରାରେ ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକି ଯାଇଛନ୍ତି ଶ୍ରୀଜିଉ। ରବିବାର ଅପରାହ୍ଣ ୫ଟାରେ ନିର୍ଦ୍ଧାରିତ ସମୟରେ ରଥଟଣା ଆରମ୍ଭ ହୋଇଥିବାବେଳେ ଶ୍ରୀମନ୍ଦିରରୁ ଅଳ୍ପ ଦୂରରେ ଅଟକିଯାଇଛି ୩ ରଥ।...
ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ବଡ଼ଠାକୁର। ଆରମ୍ଭ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା। ମହାପ୍ରଭୁଙ୍କ ରଥର ଦଉଡ଼ି...
ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ। ଶ୍ରୀମନ୍ଦିର ସେବାୟତ ଓ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତି ଭାବରେ ପ୍ରଭୁ ବଳଭଦ୍ରଙ୍କ ରଥକୁ...
ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବଡ଼ଦାଣ୍ଡରେ ଦେଖିଲେ ଶ୍ରୀଗୁଣ୍ଡିଚା ଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଗସ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବଡ଼ଦାଣ୍ଡରେ ପହଞ୍ଚି ରଥାରୁଢ଼ ଠାକୁରଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ...
ସୁବର୍ଣ୍ଣ ଖଡ଼ିକା ଧରି ୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ଛେରାପହଁରା। ଗଜପତି ମହାରାଜା ଦିବ୍ୟସିଂହ ଦେବ ଏହି ନୀତି ସମ୍ପନ୍ନ କରିଛନ୍ତି। ସେ ୩ ରଥରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଛନ୍ତି।
ଛେରାପହଁରା...





















