National

ରଥଯାତ୍ରା ପାଇଁ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକଢ଼ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ଉଭୟ ରାଷ୍ଟ୍ରପତି ଓ...

ଆଇସିସି ଟି-ଟ୍ଵେଣ୍ଟି ବିଶ୍ୱକପ୍: ଇଂଲଣ୍ଡକୁ ହରାଇ ଫାଇନାଲକୁ ଗଲା ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ଟି-ଟ୍ଵେଣ୍ଟି ବିଶ୍ୱକପରେ ଗୁରୁବାର ହୋଇଥିବା ଦ୍ଵିତୀୟ ସେମିଫାଇନାଲ ମୁକାବିଲାରେ ଇଂଲଣ୍ଡକୁ ୬୮ ରନରେ ପରାସ୍ତ କରିଛି ଭାରତ। ଏହାସହ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ପ୍ରବେଶ କରିଛି ଭାରତୀୟ ଦଳ। ଶନିବାର...

ପ୍ୟାରିସ ଅଲିମ୍ପିକ୍ସ ୨୦୨୪: ଭାରତୀୟ ଖେଳାଳିଙ୍କ ପାଇଁ ଖର୍ଚ୍ଚ ହେବ ୩୩ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁଲାଇ ୨୬ ତାରିଖରୁ ଆରମ୍ଭ ହେଉଛି ଅଲିମ୍ପିକ୍ସ ୨୦୨୪। ଫ୍ରାନ୍ସର ପ୍ୟାରିସରେ ହେବାକୁଥିବା ଏହି ପ୍ରତିଯୋଗିତାର ବିଭିନ୍ନ ଖେଳରେ ଭାରତର ୧୯୫ ଜଣ ଖେଳାଳି ଅଂଶଗ୍ରହଣ କରିବେ। ଅଗଷ୍ଟ ୧୧ ପର୍ଯ୍ୟନ୍ତ...

ଦିଲ୍ଲୀରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା...

ପ୍ରତିବର୍ଷ ୩୦ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ନେଉଛି ମଦ – ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନ

ଅଭିଷେକ ରାୟ ଆଜିର ସମୟରେ ସାରା ବିଶ୍ଵରେ ମଦ ଜନିତ ମୃତ୍ୟୁ ମାମଲା ବଢ଼ିବାରେ ଲାଗିଛି। ସବୁଠାରୁ ଦୁଃଖର କଥା ହେଲା ପ୍ରତିବର୍ଷ ବିଶ୍ଵବ୍ୟାପି ଅଣ ସଂକ୍ରାମକ ରୋଗରେ ଯେତିକି ଲୋକଙ୍କ ମୃତ୍ୟୁ ହେଉଛି,...

ବିଶ୍ଵର ତୃତୀୟ ବୃହତ ଅର୍ଥନୀତି ପାଲଟିବ ଭାରତ – ରାଷ୍ଟ୍ରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଏଠାରେ ସେ ଲୋକସଭାକୁ ନିର୍ବାଚିତ ହୋଇଥିବା ସାଂସଦମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ନୀତି...

ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପ: ଆଜି ଦ୍ଵିତୀୟ ସେମି ଫାଇନାଲରେ ଭାରତ-ଇଂଲଣ୍ଡ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପର ଦ୍ଵିତୀୟ ସେମି ଫାଇନାଲରେ ଆଜି ଭାରତ-ଇଂଲଣ୍ଡ ଟକ୍କର। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ହୋଇଛନ୍ତି। ଗୁଏନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ: ଆଜି ପ୍ରଧାନମନ୍ତ୍ରୀଙ୍କ ସହ କରିବେ ସାକ୍ଷାତ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ବୁଧବାର ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ୩...

ଅଲିମ୍ପିକ୍ ୨୦୨୪: ଘୋଷଣା ହେଲା ଭାରତୀୟ ପୁରୁଷ ହକି ଦଳ, ଓଡ଼ିଶାରୁ ଅମିତ୍ ରୋହିଦାସଙ୍କୁ ସୁଯୋଗ  

ଓଡ଼ିଶାଲାଇଭ୍ ବ୍ୟୁରୋ ଅଲିମ୍ପିକ୍ ୨୦୨୪ ପାଇଁ ଘୋଷଣା ହୋଇଛି ଭାରତୀୟ ପୁରୁଷ ହକି ଦଳ। ହରମନପ୍ରୀତ ସିଂହ ଦଳର ଅଧିନାୟକ ହୋଇଥିବାବେଳେ ହାର୍ଦ୍ଦିକ ସିଂହଙ୍କୁ ଉପଅଧିନାୟକ ଭାବେ ଚୟନ କରାଯାଇଛି। ବୁଧବାର ହକି ଇଣ୍ଡିଆ...

ବାହାରିନର ଭାରତୀୟ ଦୂତାବାସରେ ପ୍ରଦର୍ଶିତ ହେଉଛି ଓଡ଼ିଶାର କଳା କାରିଗରି

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାରିନରେ ଥିବା ଭାରତୀୟ ଦୂତାବାସରେ ଓଡ଼ିଶାର ବିଭିନ୍ନ କଳା କାରିଗରିଗୁଡ଼ିକ ପ୍ରଦର୍ଶିତ ହେଉଛି। ଭାରତ ସରକାରଙ୍କ ‘ଏକ ଜିଲ୍ଲା ଏକ ଉତ୍ପାଦ’ କାର୍ଯ୍ୟକ୍ରମକୁ ବିଶ୍ଵବ୍ୟାପି ପ୍ରଚାର ପ୍ରସାର କରିବା ଉଦ୍ଦେଶ୍ୟରେ ମଙ୍ଗଳବାରଠାରୁ...