ଭାରତୀୟ ରେଳବାଇର ଉତ୍ତରପୂର୍ବ ଜୋନରେ ୧୧୦୪ଟି ‘ଆପ୍ରେଣ୍ଟିସ୍’ ପଦବୀ ପାଇଁ ଆବେଦନ ଜାରି, ଜୁଲାଇ ୭ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇ ପକ୍ଷରୁ ଉତ୍ତରପୂର୍ବାଞ୍ଚଳ ରେଳ (ଏନଇଆର) ଜୋନରେ ଅନେକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଉତ୍ତରପୂର୍ବାଞ୍ଚଳ ଡିଭିଜନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୧,୧୦୪ଟି ପଦବୀ ପୂରଣ...
ନିଟ୍ ପରୀକ୍ଷା ବିବାଦ: ଏନଟିଏରେ ସଂସ୍ଥାଗତ ସଂସ୍କାର ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ନିଟ୍ ପରୀକ୍ଷାକୁ ନେଇ ବିବାଦ ଜାରି ରହିଥିବାବେଳେ ଏହାକୁ ପରିଚାଳନା କରୁଥିବା ସଂସ୍ଥା ନାସନାଲ ଟେଷ୍ଟିଂ ଏଜେନ୍ସିକୁ (ଏନଟିଏ) ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପଦକ୍ଷେପ...
ଚେନାବ ବ୍ରିଜ୍: ଭାରତରେ ନିର୍ମିତ ବିଶ୍ଵର ସର୍ବୋଚ୍ଚ ରେଳ ସେତୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ନିର୍ମାଣ ହୋଇଛି ବିଶ୍ଵର ସର୍ବୋଚ୍ଚ ରେଳ ବ୍ରିଜ୍। ଜମ୍ମୁ କଶ୍ମୀରର ରିୟାସି ଜିଲ୍ଲାରେ ଚେନାବ ନଦୀ ଉପରେ ନିର୍ମିତ ଏହି ବ୍ରିଜର ଉଚ୍ଚତା ୩୫୯ ମିଟର ରହିଛି। ନିକଟରେ ଭାରତୀୟ...
ଭାରତରେ ପରୀକ୍ଷା ପେପର ଲିକ୍ ବିରୋଧରେ ଆସିଲା ନୂଆ ଆଇନ, ଜାଣନ୍ତୁ କ’ଣ ରହିଛି ବିଶେଷତା?
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ବିଭିନ୍ନ ପରୀକ୍ଷାରେ ଅନିୟମିତତା ଓ ପେପର ଲିକ୍ ବିରୋଧରେ ଆସିଛି କଡ଼ା ଆଇନ। ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ପେପର ଲିକ୍ ରୋକିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ପବ୍ଲିକ୍ ଏକ୍ସାମିନେସନ୍ସ (ପ୍ରିଭେନସନ୍...
ସ୍ନାନ ମଣ୍ଡପରେ ବିରାଜିଲେ ଚତୁର୍ଦ୍ଧା ବିଗ୍ରହ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରର ରତ୍ନବେଦୀ ଛାଡ଼ି ସ୍ନାନ ମଣ୍ଡପରେ ବିରାଜିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଧାଡ଼ି ପହଣ୍ଡିରେ ପ୍ରଥମେ ପ୍ରଭୁ ସୁଦର୍ଶନ, ପରେ ପ୍ରଭୁ ବଳଭଦ୍ର, ଏହାପରେ ଦେବୀ ସୁଭଦ୍ରା...
୨୦୩୬ ମସିହା ପର୍ଯ୍ୟନ୍ତ ଭାରତୀୟ ହକି ଦଳର ମୁଖ୍ୟ ପ୍ରାୟୋଜକ ରହିବ ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=lN7KffM5zM0
୨୦୩୬ ମସିହା ପର୍ଯ୍ୟନ୍ତ ଭାରତୀୟ ଜାତୀୟ ହକି ଦଳର ମୁଖ୍ୟ ପ୍ରାୟୋଜକ ରହିବ ଓଡ଼ିଶା। ଭାରତୀୟ ହକିର ଉଭୟ ପୁରୁଷ ଓ ମହିଳା ଦଳର ପ୍ରାୟୋଜକ ଅବଧିକୁ ୨୦୩୩ରୁ ଆଉ ୩...
ଅନ୍ତର୍ଜାତୀୟ ଯୋଗ ଦିବସ: ଜମ୍ମୁ କଶ୍ମୀରର ଶ୍ରୀନଗରରେ ଯୋଗ କଲେ ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୁକ୍ରବାର ସେ ଜମ୍ମୁ କଶ୍ମୀରର ଶ୍ରୀନଗରରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇ ଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ୭...
ଅଲିମ୍ପିକ୍ସ ପୂର୍ବରୁ ଜାତୀୟ ହକି ଶିବିର: ଭାରତୀୟ ପୁରୁଷ ଦଳର ୨୭ ଜଣ ଖେଳାଳିଙ୍କ ନାଁ ଘୋଷଣା
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୪ ଅଲିମ୍ପିକ୍ସ ପୂର୍ବରୁ ହକି ଇଣ୍ଡିଆ ପକ୍ଷରୁ ଆୟୋଜିତ ହେବାକୁ ଯାଉଛି ଜାତୀୟ ହକି ଶିବିର। ସ୍ପୋର୍ଟସ ଅଥରିଟି ଅଫ ଇଣ୍ଡିଆର(ସାଇ) ବେଙ୍ଗାଳୁରୁସ୍ଥିତ ଏକାଡେମୀରେ ୨୧ ଜୁନରୁ ୮ ଜୁଲାଇ ପର୍ଯ୍ୟନ୍ତ...
ଭାରତରେ ବିଜ୍ଞାପନ ପ୍ରକାଶନ ଓ ପ୍ରସାରଣ ପାଇଁ ସ୍ୱ-ଘୋଷଣା ପ୍ରମାଣପତ୍ର ବାଧ୍ୟତାମୂଳକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ଏବେ ବିଜ୍ଞାପନକୁ ନେଇ ନୂଆ ନିୟମ ଲାଗୁ ହୋଇଛି। କୌଣସି ବିଜ୍ଞାପନର ପ୍ରକାଶନ କିମ୍ବା ପ୍ରସାରଣ ପୂର୍ବରୁ ବିଜ୍ଞାପନଦାତା ଓ ବିଜ୍ଞାପନ ଏଜେନ୍ସି ସ୍ୱ-ଘୋଷଣା (ସେଲ୍ଫ ଡିକ୍ଲାରେସନ୍) ପ୍ରମାଣପତ୍ର ଦାଖଲ...
ୟୁଜିସି-ନେଟ୍ ପରୀକ୍ଷା ବାତିଲ: ଏନଟିଏର ସ୍ୱଚ୍ଛତା ଉପରେ ବଡ଼ ପ୍ରଶ୍ନବାଚୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଅଧୀନରେ ନାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ଦ୍ଵାରା ପରିଚାଳିତ ୟୁଜିସି-ନେଟ୍ ପରୀକ୍ଷାକୁ ବାତିଲ କରାଯାଇଛି। ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜରେ ସହକାରୀ ପ୍ରଫେସର ପଦବୀ ଏବଂ ଜୁନିୟର...





















