ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ଜୁଲାଇ ୩ ଯାଏଁ ବଢ଼ିଲା ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଅବକାରୀ ଦୁର୍ନୀତି ମାମଲାରେ ତାଙ୍କର ନ୍ୟାୟିକ ହେପାଜତ ଜୁଲାଇ ୩ ତାରିଖ ଯାଏଁ ବୃଦ୍ଧି ପାଇଛି। ଏନେଇ ବୁଧବାର ଦିଲ୍ଲୀର ରାଉଜ୍...
ବିହାର: ନାଳନ୍ଦା ବିଶ୍ଵବିଦ୍ୟାଳୟର ନୂଆ କ୍ୟାମ୍ପସ ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିହାରର ରାଜଗିରରେ ଉଦଘାଟିତ ହୋଇଛି ନାଳନ୍ଦା ବିଶ୍ଵବିଦ୍ୟାଳୟର ନୂଆ କ୍ୟାମ୍ପସ। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଉଦଘାଟନ କରିଛନ୍ତି। ପ୍ରାଚୀନ ନାଳନ୍ଦା ବିଶ୍ଵବିଦ୍ୟାଳୟର ଭଗ୍ନାବଶେଷ ନିକଟବର୍ତ୍ତୀ ଅଞ୍ଚଳରେ ଏହି ନୂଆ...
ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ମିଡିଆ ମହାନାୟକ ରାମୋଜୀ ରାଓଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଗଣମାଧ୍ୟମ ଓ ମନୋରଞ୍ଜନ ଜଗତକୁ ନୂଆ ଦିଗ ଦେଖାଇଥିବା ରାମୋଜୀ ରାଓଙ୍କୁ ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ମଙ୍ଗଳବାର ଏକାଦଶାହ ଅବସରରେ ଭୁବନେଶ୍ୱର ଜୟଦେବ ଭବନଠାରେ...
ଆୟରଲ୍ୟାଣ୍ଡ ଓଡ଼ିଆ ଆସୋସିଏସନ ପାଳିଲା ରଜ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆୟରଲାଣ୍ଡର ରାଜଧାନୀ ଡବଲିନରେ ଆଇରିସ୍ ଓଡ଼ିଆ ଆସୋସିଏସନ୍ ପକ୍ଷରୁ ରଜ ଉତ୍ସବ ପାଳନ କରାଯାଇଛି। ରବିବାର ଆସୋସିଏସନର ସଦସ୍ୟମାନେ ଡବଲିନର ସେଣ୍ଟ କ୍ୟାଥେରିନ ପାର୍କରେ ଏକତ୍ରିତ ହୋଇ ରଜ ପାଳନ କରିଛନ୍ତି।...
ରାମୋଜୀ ରାଓ: ଗଣମାଧ୍ୟମରେ ବୈପ୍ଳବିକ ପରିବର୍ତ୍ତନର ସୂତ୍ରଧର
ପ୍ରଦୀପ କୁମାର ନାୟକ
ରାମୋଜୀ ରାଓ, କେବଳ ନାଁ ହିଁ ଯଥେଷ୍ଟ। ଏହି ଭର୍ସାଟାଇଲ ବ୍ୟକ୍ତିତ୍ଵଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ଗଣମାଧ୍ୟମ କ୍ଷେତ୍ରରେ ଆସିଥିବା ବୈପ୍ଳବିକ ପରିବର୍ତ୍ତନର ସେ ହେଉଛନ୍ତି ସୂତ୍ରଧର। ଖାଲି...
ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣା: ଘଟଣାସ୍ଥଳରେ ସ୍ଥିତି ସମୀକ୍ଷା କଲେ ରେଳମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମବଙ୍ଗର ନ୍ୟୁ ଜଲପାଇଗୁଡ଼ି ଷ୍ଟେସନ ନିକଟରେ ସୋମବାର ଘଟିଥିବା ରେଳ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ଏଯାଏଁ ଦୁର୍ଘଟଣାରେ ୬୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।...
ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି, ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିବା ସହ ମୃତକଙ୍କ ପରିବାର ଲାଗି...
ପଶ୍ଚିମବଙ୍ଗରେ ବଡ଼ଧରଣର ରେଳ ଦୁର୍ଘଟଣା: ୫ ଯାତ୍ରୀ ମୃତ, ୩୦ରୁ ଅଧିକ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମବଙ୍ଗର ନ୍ୟୁ ଜଲପାଇଗୁଡ଼ି ଷ୍ଟେସନ ନିକଟରେ ସୋମବାର ସକାଳେ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଛି। ଏଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଗୋଟିଏ ମାଲଗାଡ଼ି ପଛରୁ ଧକ୍କା ଦେବା ଫଳରେ ଦୁର୍ଘଟଣା ହୋଇଛି।...
୮ ବର୍ଷ ପରେ ପୁଣି ଆରମ୍ଭ ହେବ ହକି ଇଣ୍ଡିଆ ଲିଗ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଆରମ୍ଭ ହେବାକୁ ଯାଉଛି ହକି ଇଣ୍ଡିଆ ଲିଗ୍ (ଏଚଆଇଏଲ୍)। ୮ ବର୍ଷର ଅପେକ୍ଷା ପରେ ଏହି ଲିଗ୍ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛି। ଏଥିରେ ୮ଟି ପୁରୁଷ ଓ ୬ଟି ମହିଳା...
ଛତିଶଗଡ଼: ନାରାୟଣପୁର ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୮ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ଆବୁଜମାଡ଼ ଜଙ୍ଗଲରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।...





















