National

ଇଟାଲୀରେ ସରିଲା ଜି-୭ ସମ୍ମିଳନୀ: ବିଶ୍ଵ ନେତାଙ୍କୁ ଭେଟି ଭାରତ ଫେରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଟାଲୀର ଆପୁଲିଆ ସହରରେ ଅନୁଷ୍ଠିତ ହୋଇଥିବା ୫୦ତମ ଜି-୭ ଶିଖର ସମ୍ମିଳନୀ ଶେଷ ହୋଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରି ଶନିବାର ଦିଲ୍ଲୀ ଫେରିଛନ୍ତି। ଏଠାରେ ସେ ଏକାଧିକ...

କୁଏତ୍ ଅଗ୍ନିକାଣ୍ଡ: ଭୁବନେଶ୍ୱରରେ ପହଞ୍ଚିଲା ଦୁଇ ଓଡ଼ିଆଙ୍କ ମୃତ ଦେହ

ଓଡ଼ିଶାଲାଇଭ୍ ବ୍ୟୁରୋ କୁଏତରେ ହୋଇଥିବା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଦୁଇ ଓଡ଼ିଆଙ୍କ ମୃତ ଦେହ ଶନିବାର ସକାଳେ ଓଡ଼ିଶାରେ ପହଞ୍ଚିଛି। ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟର ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା...

ଭାରତୀୟ ବାୟୁ ସେନା ପକ୍ଷରୁ ଆଫକାଟ୍ ପରୀକ୍ଷା ପାଇଁ ଆବେଦନ ଜାରି, ଜୁନ୍ ୨୮ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ବାୟୁ ସେନାରେ ପାଇଲଟ୍ ଓ ବିଭିନ୍ନ ଗ୍ରାଉଣ୍ଡ ଡ୍ୟୁଟି ଷ୍ଟାଫ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଏଥିପାଇଁ ହେବାକୁ ଆଫକାଟ୍ ପରୀକ୍ଷା (୨୦୨୪-୦୨) ପାଇଁ ଏବେ ଅନଲାଇନରେ ଆବେଦନ...

 କୁଏତ୍ ଅଗ୍ନିକାଣ୍ଡରେ ଓଡ଼ିଶାର ୨ ଜଣଙ୍କ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ କୁଏତର ମଙ୍ଗଫ୍‌ ସହରର ଏକ କୋଠାରେ ହୋଇଥିବା ଅଗ୍ନିକାଣ୍ଡରେ ୪୫ ଜଣ ଭାରତୀୟ ପ୍ରାଣ ହରାଇଛନ୍ତି। ମୃତକମାନଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ରହିଛନ୍ତି। ସେମାନେ ହେଲେ ସନ୍ତୋଷ କୁମାର ଗୌଡ଼...

ଜୁଲାଇ ପହିଲାରୁ ଭାରତରେ ଲାଗୁ ହେବ ୩ ନୂଆ ଫୌଜଦାରୀ ଆଇନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ଜୁଲାଇ ୧ ତାରିଖରୁ ଲାଗୁ ହେବାକୁ ଯାଉଛି ୩ଟି ନୂଆ ଫୌଜଦାରୀ ଆଇନ। ବ୍ରିଟିଶ ଅମଳର ଆଇପିସି, ସିଆରପିସି ଏବଂ ଭାରତୀୟ ପ୍ରମାଣ ଆଇନ ବଦଳରେ ଏହି...

ଓଡ଼ିଶାର ବିଶିଷ୍ଟ ଡାକ୍ତର ତଥା ସମାଜସେବୀ ନୀଳକଣ୍ଠ ମିଶ୍ରଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଶିଷ୍ଟ ଡାକ୍ତର ତଥା ସମାଜସେବୀ ନୀଳକଣ୍ଠ ମିଶ୍ରଙ୍କର ପରଲୋକ ଘଟିଛି। ଇଂଲଣ୍ଡର ବ୍ଲାକବର୍ଣ୍ଣ ସହରରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ...

ନିଟ୍ ପରୀକ୍ଷା ବିବାଦ: ରଦ୍ଦ ହେଲା ଗ୍ରେସ ମାର୍କ ପାଇଥିବା ୧୫୬୩ ପରୀକ୍ଷାର୍ଥୀଙ୍କ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-୨୦୨୪କୁ ନେଇ ବଡ଼ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ଏହି ପରୀକ୍ଷାରେ ଗ୍ରେସ ମାର୍କ ପାଇଥିବା ୧,୫୬୩ ପରୀକ୍ଷାର୍ଥୀଙ୍କ ରେଜଲ୍ଟକୁ ରଦ୍ଦ ହୋଇଛି। ଗ୍ରେସ୍ ମାର୍କ ପାଇଥିବା...

କୁଏତରେ ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୪୦ ଭାରତୀୟ ଶ୍ରମିକଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ କୁଏତର ମଙ୍ଗଫ୍‌ ସହରର ଏକ ବହୁତଳ କୋଠାରେ ବୁଧବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪୦...

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଚନ୍ଦ୍ରବାବୁ ନାଇଡୁ। ବୁଧବାର ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଅବଦୁଲ ନାଜିର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏଠାରେ ଜନସେନା ପାର୍ଟି...

ଶପଥ ଗ୍ରହଣ ପୂର୍ବରୁ ଓଡ଼ିଶାର ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ଚରଣ ମାଝୀ, ଲୋକଙ୍କ ସମସ୍ୟା ପଚାରି ବୁଝିଲେ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ମୋହନ ଚରଣ ମାଝୀ। ତେବେ ଶପଥ ଗ୍ରହଣ ପୂର୍ବରୁ ବୁଧବାର ସକାଳେ ସେ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ...