National

ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପ: ଆଜି ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପରେ ଆଜି ଭାରତ-ପାକିସ୍ତାନ ଟକ୍କର। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ହୋଇଛନ୍ତି। ନ୍ୟୁୟର୍କର ନସାଉ କାଉଣ୍ଟି ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଉପଭୋଗ କରିବା...

‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ଦ୍ୱିତୀୟ ଦିନ: ଭୁବନେଶ୍ୱରରେ କାଷ୍ଟିଂ ଓ ଅଡିସନ୍ ପାଇଁ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଖୋଲିବେ...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବଲିଉଡ୍ ହେଉ ବା ଓଲିଉଡ୍, ବର୍ତ୍ତମାନ ସମୟରେ ସବୁଠି ପ୍ରତିଭାସମ୍ପନ୍ନ ଅଭିନେତା ଓ ନିର୍ଦ୍ଦେଶକମାନଙ୍କର ଚାହିଦା ରହିଛି। ତେଣୁ ଏହି ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଲିଉଡର ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ...

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ, ଯୋଗଦେବେ ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ। ଏଥିରେ ବିଭିନ୍ନ...

କାର୍ତ୍ତିକ ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ ହୋଇଛି। ସେ ଓଡ଼ିଶାରେ ଦୁର୍ନୀତି କରିଥିବା ନେଇ ଦିଲ୍ଲୀସ୍ଥିତ ଇଡି ମୁଖ୍ୟ କାର୍ଯ୍ୟାଳୟରେ ଏହି ଅଭିଯୋଗ ହୋଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ...

ଛତିଶଗଡ଼: ଯବାନଙ୍କ ଗୁଳିରେ ୫ ମାଓବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସୀମାନ୍ତରେ ମୁହାଁମୁହିଁ ଯବାନ-ମାଓବାଦୀ। ଡିଆରଜି ଯବାନଙ୍କ ଗୁଳିରେ ୫ ଜଣ ମାଓବାଦୀ ନିହତ ହୋଇଥିବାବେଳେ ୩ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଘଟିଛି ଛତିଶଗଡ଼ ଦନ୍ତେଓ୍ଵାଡ଼ା-ନାରାୟଣପୁର...

ଭାରତୀୟ ଗଣମାଧ୍ୟମ ଓ ସିନେମା ଜଗତର ବିଶିଷ୍ଟ ବ୍ୟକ୍ତିତ୍ଵ ରାମୋଜୀ ରାଓଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ଗଣମାଧ୍ୟମ ଓ ସିନେମା ଜଗତର ବିଶିଷ୍ଟ ବ୍ୟକ୍ତି ତଥା ରାମୋଜୀ ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜୀ ରାଓଙ୍କର ପରଲୋକ ଘଟିଛି। ଶନିବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।...

ଆରମ୍ଭ ହେଲା ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ, କ୍ଲାସିକ୍ ଓଡ଼ିଆ ସିନେମା ଦେଖିବାକୁ ଦର୍ଶକଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ତିନିଦିନିଆ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ଶୁକ୍ରବାର ଦିନ ଆରମ୍ଭ ହୋଇଛି। ଭୁବନେଶ୍ୱର ଜୟଦେବ ଭବନଠାରେ ପୂର୍ବାହ୍ନରୁ ଚଳଚ୍ଚିତ୍ର ପ୍ରଦର୍ଶନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟାରେ ଉତ୍ସବର ବିଶେଷ ଉଦଘାଟନୀ କାର୍ଯ୍ୟକ୍ରମ...

ବିକଶିତ ଭାରତର ନୂଆ ଇଞ୍ଜିନ ହେବ ଓଡ଼ିଶା – ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ “ଭାରତର ବିକାଶରେ ନୂଆ ଇଞ୍ଜିନ ହେବ ଓଡ଼ିଶା। ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ଦେଶର ବିକାଶରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ”, ଏହା କହିଛନ୍ତି ନରେନ୍ଦ୍ର ମୋଦୀ। ଏନଡିଏର ସଂସଦୀୟ ଦଳର ନେତା...

ଜୁନ୍ ୧୦ରେ ଓଡ଼ିଶା ଛୁଇଁବ ମୌସୁମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସାରା ଓଡ଼ିଶାରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଖୁବ ଶୀଘ୍ର ଏଥିରୁ ଆଶ୍ଵସ୍ତି ମିଳିବାକୁ ଯାଉଛି। ଜୁନ୍ ୧୦ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି।...

ନରେନ୍ଦ୍ର ମୋଦୀ ଏନଡିଏ ସଂସଦୀୟ ଦଳର ନେତା ନିର୍ବାଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀରେ ଏନଡିଏ ସଂସଦୀୟ ଦଳର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ସଂସଦ ଭବନର ସେଣ୍ଟ୍ରାଲ୍ ହଲରେ ହୋଇଥିବା ଏହି ବୈଠକରେ ନରେନ୍ଦ୍ର ମୋଦୀଙ୍କୁ ଲୋକସଭାରେ ଏନଡିଏ ସଂସଦୀୟ ଦଳର ନେତା...