National

ମେ’ ୧୩ରେ ଆନ୍ଧ୍ରପ୍ରଦେଶରେ ମତଦାନ: ମଇଦାନରେ ଲୋକସଭା ପାଇଁ ୪୫୪ ଏବଂ ବିଧାନସଭା ପାଇଁ ୨,୩୮୭ ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶରେ ମେ’ ୧୩ ତାରିଖରେ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଲୋକସଭା ପାଇଁ ୪୫୪ ଜଣ ଏବଂ ବିଧାନସଭା ପାଇଁ ୨,୩୮୭ ଜଣ...

ଝିଅ ହୋଇ ମୁହଁରେ ନିଶ ଥିବାରୁ ହେଲେ ଟ୍ରୋଲ୍, ସୁନ୍ଦର ଜବାବ ଦେଇ ସମସ୍ତଙ୍କୁ ଚୁପ୍ କରାଇଲେ ଟପ୍ପର

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶ ଦଶମ ବୋର୍ଡ ପରୀକ୍ଷା-୨୦୨୪ରେ ପ୍ରାଚୀ ନିଗମ ୯୮.୫୦ ପ୍ରତିଶତ ନମ୍ବର ରଖି ଶୀର୍ଷ ସ୍ଥାନ ଅଧିକାର କରିଥିଲେ। ଏହି ସଫଳତା ପାଇବା ପରେ ପ୍ରାଚୀଙ୍କ ସଫଳତାକୁ ଅଣଦେଖା କରି କିଛି...

ଟିକେଟ୍ ଫେରାଇଲେ ପୁରୀରୁ କଂଗ୍ରେସ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଟିକେଟ୍ ଫେରାଇଛନ୍ତି ପୁରୀରୁ କଂଗ୍ରେସ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି। ପ୍ରଚାର ପାଇଁ ଦଳ ଫଣ୍ଡିଂ ନଦେବା ଅଭିଯୋଗରେ ଶନିବାର ଦିନ ସେ ଟିକେଟ୍ ଫେରାଇ ଦେଇଛନ୍ତି। ଏନେଇ ସେ ଇମେଲ...

କଟକ ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ସଂତୃପ୍ତ ମିଶ୍ର ଏବଂ ଭର୍ତ୍ତୃହରି ମହତାବ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ଏବଂ ବିଜେପି ପ୍ରାର୍ଥୀ ଭର୍ତ୍ତୃହରି ମହତାବ। ଶୁକ୍ରବାର ଉଭୟ ନେତା କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ...

ଲୋକସଭା ନିର୍ବାଚନ: ଉତ୍ତରପ୍ରଦେଶର ରାଏବରେଲିରୁ ପ୍ରାର୍ଥିପତ୍ର ଦାଖଲ କଲେ ରାହୁଲ ଗାନ୍ଧୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ରାଏବରେଲି ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ରାଏବରେଲି ଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହି ଅବସରରେ କଂଗ୍ରେସର...

ତାମିଲନାଡ଼ୁ: ପଥର ଖଣିରେ ବିସ୍ଫୋରଣ ହୋଇ ୪ ଜଣ ଶ୍ରମିକଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତାମିଲନାଡୁର ଭୀରୁଧୁନଗର ଜିଲ୍ଲାର ଏକ ପଥର ଖଣିରେ ବିସ୍ଫୋରଣ ଘଟି ୪ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୦ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।...

ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବରିଷ୍ଠ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ। ଗୁରୁବାର ବଡ଼ ଶୋଭାଯାତ୍ରାରେ ଆସି ସେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହାପୂର୍ବରୁ...

ମଝି ଆକାଶରେ କୂଆ ପଥର ମାଡ଼: ଭୁବନେଶ୍ୱର ବିମାନବନ୍ଦରରେ ‘ଭିସ୍ତାରା’ ଏୟାରଲାଇନ୍ସ ବିମାନର ଜରୁରୀ ଅବତରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ମଝି ଆକାଶରେ କୂଆ ପଥର ମାଡ଼ ଯୋଗୁଁ ‘ଭିସ୍ତାରା’ ଏୟାରଲାଇନ୍ସର ଏକ ବିମାନର ଭୁବନେଶ୍ୱର ବିମାନବନ୍ଦରେ ଜରୁରୀକାଳୀନ ଅବତରଣ ହୋଇଛି। ବୁଧବାର ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ସମୟରେ କାଳବୈଶାଖୀ ପ୍ରଭାବରେ ବିମାନ...

ପିରିୟଡସ୍ ସମୟରେ କ’ଣ କରିବେ, କ’ଣ ନାହିଁ?

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://youtu.be/u85dpjJULNU ପିରିୟଡସ୍ ବେଳେ କେମିତି ସ୍ୱଚ୍ଛତା ଓ ପରିଚ୍ଛନ୍ନତା ବଜାୟ ରଖିବେ? ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ଡାକ୍ତର ଲିପିକା ମହାରଣା ଏନେଇ କ’ଣ କହୁଛନ୍ତି ଆସନ୍ତୁ ଜାଣିବା। ଋତୁସ୍ରାବ...

ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପ: ୧୫ ଜଣିଆ ଭାରତୀୟ ଦଳ ଘୋଷିତ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷିତ ରୋହିତ ଶର୍ମା ଟିମ୍ ଇଣ୍ଡିଆର ଅଧିନାୟକ, ହାର୍ଦିକ ପାଣ୍ଡ୍ୟା ଉପଅଧିନାୟକ ଟିମରେ ସାମିଲ ହେଲେ ରିଷଭ ପନ୍ତ ଓ ସଞ୍ଜୁ...