ଛତିଶଗଡ଼: ନାରାୟଣପୁର ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୭ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ଆବୁଜମାଡ଼ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ...
ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ପ୍ରକାଶିତ: ଓଡ଼ିଶାର ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ଆଜିଠୁ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭା ଆସନ ସାମିଲ ରହିଛି। ମେ’ ୨୫ ତାରିଖରେ ଏହିସବୁ...
ନିଜ ସୁନ୍ଦର ବୟାନରେ ଟ୍ରୋଲର୍ସଙ୍କୁ ଚୁପ୍ କରାଇଲେ ଉତ୍ତରପ୍ରଦେଶ ଦଶମ ବୋର୍ଡ ଟପ୍ପର ପ୍ରାଚୀ ନିଗମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରପ୍ରଦେଶ ଦଶମ ବୋର୍ଡ ପରୀକ୍ଷା-୨୦୨୪ରେ ପ୍ରାଚୀ ନିଗମ ୯୮.୫୦ ପ୍ରତିଶତ ନମ୍ବର ରଖି ଶୀର୍ଷ ସ୍ଥାନ ଅଧିକାର କରିଥିଲେ। ଏହି ସଫଳତା ପାଇବା ପରେ ପ୍ରାଚୀଙ୍କ ସଫଳତାକୁ ଅଣଦେଖା କରି କିଛି...
ଚଳିତ ନିର୍ବାଚନରେ ଓଡ଼ିଶାବାସୀ ରାଜ୍ୟରେ ବିଜେପି ସରକାର ଗଠନ କରିବେ – ଜେପି ନଡ୍ଡା
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ରବିବାର ସେ ବ୍ରହ୍ମପୁରର ଆମ୍ବପୁଆଠାରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଲୋକସଭା ଓ...
ୟୁଜିସି-ନେଟ୍ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ମେ’ ୧୦ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ୟୁଜିସି-ନେଟ୍ ପରୀକ୍ଷା ପାଇଁ ଆବେଦନ ଜାରି ରହିଛି। ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଅଧ୍ୟାପକ ପଦବୀରେ ନିଯୁକ୍ତି ଓ ଜୁନିୟର ରିସର୍ଚ୍ଚ ଫେଲୋସିପ୍ (ଜେଆରଏଫ) ପାଇବା...
ବାଲାଟ୍ ପେପରରେ ଭୋଟିଂ ଓ ଭିଭିପିଏଟି ଯାଞ୍ଚକୁ ନେଇ ସବୁ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ବାଲାଟ୍ ପେପରରେ ଭୋଟିଂ ତଥା ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରେଲ୍ (ଭିଭିପିଏଟି) ଯାଞ୍ଚକୁ ନେଇ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଏହି ମାମଲାରେ ସୁପ୍ରିମକୋର୍ଟ ନିର୍ବାଚନ...
ଆନ୍ଧ୍ରପ୍ରଦେଶ ରାଜନୀତି: ପ୍ରାର୍ଥିପତ୍ର ଦାଖଲ କଲେ ଟିଡିପି ମୁଖ୍ୟ ଏନ ଚନ୍ଦ୍ରବାବୁ ନାଇଡୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ ଦାଖଲ କରିଛନ୍ତି ପ୍ରାର୍ଥିପତ୍ର। ଚନ୍ଦ୍ରବାବୁ ନାଇଡୁ ଚିତ୍ତୋର ଜିଲ୍ଲାର କୁପାମ...
ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ପ୍ରକାଶିତ: ଓଡ଼ିଶାର ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ଆଜିଠୁ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ୫ଟି ଲୋକସଭା ଆସନ ଏବଂ ୩୫ଟି ବିଧାନସଭା ଆସନ ସାମିଲ ରହିଛି। ମେ’ ୨୦ ତାରିଖରେ...
ନବରଙ୍ଗପୁର ଲୋକସଭା ଆସନରେ ପୁଣି ବଳ କଷାକଷି ହେବେ ୩ ମାଝି – କିଏ ମାରିବ ବାଜି?
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ନବରଙ୍ଗପୁର ଲୋକସଭା ଆସନ ପାଇଁ ଏଥର ମଇଦାନରେ ପୁଣି ହେବାକୁ ଯାଉଛି ୩ ମାଝିଙ୍କ ମଧ୍ୟରେ କଡ଼ା ଟକ୍କର। ଏଠାରେ ରାଜ୍ୟର ପ୍ରମୁଖ ଦଳ ସେମାନଙ୍କ ହେଭିୱେଟ୍ ନେତାଙ୍କ ପ୍ରାର୍ଥୀ...
ଲୋକସଭା ନିର୍ବାଚନ ଦ୍ଵିତୀୟ ପର୍ଯ୍ୟାୟ ଭୋଟିଂ: ୮୮ ଆସନରେ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ଲୋକସଭା ନିର୍ବାଚନ ଲାଗି ଶୁକ୍ରବାର ଦ୍ଵିତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଜାରି ରହିଛି। ଦେଶର ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟରମାନେ ନିଜ ଭୋଟ ମାଧ୍ୟମରେ ନେତାଙ୍କ...




















