ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁରରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା କରିଗୁଟା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ...
‘ରେପୋ’ ରେଟ୍ ୬.୫ ପ୍ରତିଶତରେ ଅପରିବର୍ତ୍ତିତ, ମୁଦ୍ରାସ୍ଫୀତିର ନିୟନ୍ତ୍ରଣ ପାଇଁ ରିଜର୍ଭ ବ୍ୟାଙ୍କର ନିଷ୍ପତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ କ୍ରମାଗତ ଭାବେ ସପ୍ତମ ଥର ପାଇଁ ଅପରିବର୍ତ୍ତିତ ରହିଲା ‘ରେପୋ’ ରେଟ୍। ଏହି ଦର ପୂର୍ବଭଳି ୬.୫ ପ୍ରତିଶତ ରହିବ। ଏନେଇ ଶୁକ୍ରବାର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ...
କଂଗ୍ରେସର ନିର୍ବାଚନୀ ଇସ୍ତାହାର, ୩୦ ଲକ୍ଷ ସରକାରୀ ଚାକିରି ଦେବାକୁ ପ୍ରତିଶ୍ରୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ନିର୍ବାଚନୀ ଇସ୍ତାହାର ଜାରି କରାଯାଇଛି। ଦଳ ଏହାର ନାମ ‘ନ୍ୟାୟ ପତ୍ର’ ରଖିଛି। ଏଥିରେ କଂଗ୍ରେସ ମତଦାତାଙ୍କୁ ୫ଟି ନ୍ୟାୟ ଓ ୨୫...
କଂଗ୍ରେସ ଛାଡ଼ିଲେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସ ଛାଡ଼ିଲେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା। ମଙ୍ଗଳବାର ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ...
ବିଜେପିରେ ଯୋଗଦେଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେପିରେ ଯୋଗ ଦେଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି। ସୋମବାର ନୂଆଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ସେ ପଦ୍ମ ଧରିଛନ୍ତି। ବିଜେପି ରାଷ୍ଟ୍ରୀୟ ମହାସଚିବ ବିନୋଦ ତାୱଡେ ତାଙ୍କୁ ଦଳରେ ସାମିଲ କରାଇଥିଲେ।...
ଜେଲ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜେଲ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ରିମାଣ୍ଡ ଅବଧି ସରିବା ପରେ ସୋମବାର ଦିନ ତାଙ୍କୁ ୧୫ ଦିନିଆ ନ୍ୟାୟିକ ହେଫାଜତକୁ ପଠାଇଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଏପ୍ରିଲ...
ଓଡ଼ିଶା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ୮୯ତମ ଓଡ଼ିଶା ଦିବସ। ଏହି ଦିନକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରୁଛନ୍ତି। ଓଡ଼ିଶା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ଲୋକସଭା ନିର୍ବାଚନ ପାଇଁ ଗଠନ ହେଲା ବିଜେପିର ନିର୍ବାଚନୀ ଇସ୍ତାହାର କମିଟି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗାମୀ ଲୋକସଭା ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବା ଲାଗି ନିର୍ବାଚନୀ ଇସ୍ତାହାର କମିଟି ଗଠନ କରିଛି ବିଜେପି। ଏହି କମିଟିରେ ମୋଟ ୨୭ ଜଣ ସଦସ୍ୟ ରହିଛନ୍ତି। ଏହି ୨୭...
ଚୌଧୁରୀ ଚରଣ ସିଂହ ଓ ଲାଲକୃଷ୍ଣ ଆଡଭାନୀଙ୍କ ସମେତ ୫ ଜଣ ବିଶିଷ୍ଟ ବ୍ୟକ୍ତି ଭାରତ ରତ୍ନରେ ସମ୍ମାନିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ୫ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଶନିବାର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି। ଏଠାରେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିମହା ରାଓ,...
ସୁନା ଦର ୧୦ ଗ୍ରାମ ପ୍ରତି ୬୯ ହଜାର ପାର୍, ଦିନକରେ ବଢ଼ିଲା ୧୩ ଶହ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିନକୁ ଦିନ ବେଲଗାମ ହେବାରେ ଲାଗିଛି ସୁନା ଦର। ଶୁକ୍ରବାର ଦିନ ୧୦ ଗ୍ରାମ ପ୍ରତି ୧୩ ଶହ ଟଙ୍କା ଲେଖାଏଁ ବଢ଼ିଛି ସୁନାର ମୂଲ୍ୟ। ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା...





















