National

ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ। ରାଞ୍ଚିସ୍ଥିତ ରାଜଭବନଠାରେ ଶୁକ୍ରବାର ଦିନ ଚମ୍ପଇ ସୋରେନଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ। ଜମି ଦୁର୍ନୀତି...

ଜମି ଦୁର୍ନୀତି ମାମଲା: ଜେଲ ଗଲେ ହେମନ୍ତ ସୋରେନ

ଓଡ଼ିଶାଲାଇଭ୍ ବ୍ୟୁରୋ ଜେଲ ଗଲେ ଜମି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ଵାରା ଗିରଫ ହୋଇଥିବା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ୬୦୦ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଜମି ଦୁର୍ନୀତି...

ରେଳ ବଜେଟରେ ଓଡ଼ିଶା ପାଇଁ ୧୦ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଆର୍ଥିକ ବର୍ଷ ୨୦୨୪-୨୫ରେ ଓଡ଼ିଶା ପାଇଁ ରେଳ ବଜେଟରେ ୧୦ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥିରେ ରାଜ୍ୟରେ ବିଭିନ୍ନ ସହର ମଧ୍ୟରେ ବନ୍ଦେ ମେଟ୍ରୋ ଟ୍ରେନ ଚଳାଚଳ...

ଶୁକ୍ରବାରରୁ ଭାରତ-ଇଂଲଣ୍ଡ ଦ୍ଵିତୀୟ ଟେଷ୍ଟ: ପ୍ରମୁଖ ଖେଳାଳିଙ୍କ ଅନୁପସ୍ଥିତି ବଢ଼ାଇଛି ଟିମ୍ ଇଣ୍ଡିଆର ଚିନ୍ତା

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାରଠାରୁ ଆରମ୍ଭ ହେଉଛି ଭାରତ-ଇଂଲଣ୍ଡ ଦ୍ଵିତୀୟ ଟେଷ୍ଟ ମ୍ୟାଚ। ବିଶାଖାପାଟଣାରେ ଏହି ମ୍ୟାଚ ଖେଳାଯିବ। ତେବେ ପ୍ରଥମ ଟେଷ୍ଟରେ ହାରିବା ପରେ ଭାରତୀୟ ଦଳ ସିରିଜରେ ୧-୦ରେ ପଛୁଆ ରହିଛି। ଏବେ...

ଅନ୍ତରୀଣ ବଜେଟ୍ ୨୦୨୪-୨୫, ଜାଣନ୍ତୁ କେଉଁ ମନ୍ତ୍ରାଳୟକୁ ମିଳିଲା କେତେ ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଗୁରୁବାର ସଂସଦରେ ଉପସ୍ଥାପିତ ହୋଇଛି ଅନ୍ତରୀଣ ବଜେଟ୍। ବିଭିନ୍ନ ମନ୍ତ୍ରାଳୟ ପାଇଁ ଏହି ବଜେଟରେ ଅର୍ଥ ବ୍ୟୟବରାଦ କରାଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରାଳୟ ପାଇଁ ସର୍ବାଧିକ...

ଗିରଫ ପୂର୍ବରୁ ପଦ ଛାଡ଼ିଲେ ହେମନ୍ତ ସୋରେନ, ଚମ୍ପଇ ସୋରେନ ହେବେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରାୟ ୬୦୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ଛନ୍ଦି ହୋଇଥିବା ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ହେମନ୍ତ ସୋରେନ ଗିରଫ ହେବା ପରେ...

ଅନ୍ତରୀଣ ବଜେଟରେ ରେଳବାଇ ପାଇଁ ବଡ଼ ଘୋଷଣା, ନିର୍ମାଣ ହେବ ୩ ନୂଆ ରେଳ ଅର୍ଥନୈତିକ କରିଡର

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ସଂସଦରେ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟରେ ରେଳ ବିଭାଗ ପାଇଁ ଏକାଧିକ ଘୋଷଣା କରାଯାଇଛି। ଏଥିରେ ନୂଆ...

ସଂସଦରେ ଉପସ୍ଥାପିତ ହେଲା ଅନ୍ତରୀଣ ବଜେଟ୍ ୨୦୨୪-୨୫, ସଂକ୍ଷେପରେ ଜାଣନ୍ତୁ କ’ଣ ରହିଛି ଏହି ବଜେଟରେ   

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପନ କରିଛନ୍ତି ଅନ୍ତରୀଣ ବଜେଟ୍ ୨୦୨୪-୨୫। ଜାଣନ୍ତୁ କ’ଣ ରହିଛି ସାଧାରଣ ନିର୍ବାଚନ ପୂର୍ବରୁ ଆସିଥିବା ଏହି ବଜେଟରେ। ନୂଆ ସଂସଦ ଭବନରେ କେନ୍ଦ୍ର ଅର୍ଥମନ୍ତ୍ରୀ...

୩୦ ବର୍ଷ ପରେ ଜ୍ଞାନବାପୀ ପରିସରରେ ପୂଜାର୍ଚ୍ଚନା ପାଇଁ ହିନ୍ଦୁ ପକ୍ଷଙ୍କୁ ମିଳିଲା କୋର୍ଟଙ୍କ ଅନୁମତି

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ବାରଣାସୀସ୍ଥିତ ଜ୍ଞାନବାପୀ ମସଜିଦ ମାମଲାରେ ହିନ୍ଦୁ ପକ୍ଷଙ୍କ ସପକ୍ଷରେ ବଡ଼ ରାୟ ଦେଇଛନ୍ତି ବାରଣାସୀ କୋର୍ଟ। ଜ୍ଞାନବାପୀ ପରିସରରେ ହିନ୍ଦୁ ପକ୍ଷଙ୍କୁ ପୂଜାର୍ଚ୍ଚନା କରିବା ପାଇଁ କୋର୍ଟ ଅନୁମତି ଦେଇଛନ୍ତି।...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବଜେଟ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ସଂସଦର ବଜେଟ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ଆସନ୍ତାକାଲି, ଗୁରୁବାର ସଂସଦରେ ଉପସ୍ଥାପନ ହେବ ଅନ୍ତରୀଣ ବଜେଟ। ବଜେଟ ଅଧିବେଶନ ପୂର୍ବରୁ ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।...